Home

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ ବିଦ୍ୟୁତ୍‌ ଉପଭୋକ୍ତା ଅଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ସ୍ମାର୍ଟ ମିଟର ଲଗାଇବାକୁ ନେଇ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ ପ୍ରସ୍ତାବ ପାରିତ କରିଛି। କଂଗ୍ରେସ କହିଛି ଯେ ‘ବନ୍ଦେ ମାତରମ’ ସେମାନଙ୍କ ପାଇଁ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ କରି ସେଗୁଡ଼ିକୁ ତୁରନ୍ତ ଭାଙ୍ଗିବା ପାଇଁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହାର ମୁଖ୍ୟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁଯାୟୀ ଟୁସୁଳା ଗ୍ରାମର ଟିକେଶ୍ୱର ନାୟକ(୪୦) ସବୁଦିନ ଭଳି ରାତିରେ…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ ଜଷ୍ଟିସ ଅତୁଲ ଏସ୍‌ ଚନ୍ଦୁରକରଙ୍କ ଖଣ୍ଡପୀଠ ଜଣେ କ୍ଲର୍କ ଏବଂ ଜଣେ ପିଅନଙ୍କୁ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ବୁଧବାର ଅବଗତ କରାଯାଇଛି। ବିଶ୍ୱସ୍ତସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଲୋକସେବା ଭବନର ତୃତୀୟ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୨ ଓ ୨୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଡାଏରୀ ଫାର୍ମ ମାଲିକଙ୍କୁ ଆକ୍ରମଣ ଓ ଲୁଟ୍‌ କରିଥିବା ଘଟଣାରେ ପୋଲିସ…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର କରୁଥିଲେ। ୨୦୨୪ରେ ଯେତେବେଳେ ସରକାର ପରିବର୍ତ୍ତନ ହେଲା, ସେତେବେଳକୁ ୫୦ ହଜାର କୋଟି…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ୨୬ ବର୍ଷୀୟ ସନୀ କୁମାର ଓରଫ୍ ରାହୁଲ।…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ । ଭାଇ, ତା’ର ଭଉଣୀକୁ ରକ୍ଷା…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା କରିଛି । ‘ନିଶାନ-ଏ-କାଇଦ-ଏ-ଆଜମ’ ସମ୍ମାନ ଦେବାକୁ ଘୋଷଣା କରିଛି । ଅଗଷ୍ଟ ୧୪ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?