Home

ବିଜେଡି ନେତାଙ୍କ ଭୋଜି: ନେତୃତ୍ୱକୁ ବିରୋଧ ଚର୍ଚ୍ଚା…..

ଭୁବନେଶ୍ୱର,୨୦।୧୨(ସୁନିତ୍‌ ମିଶ୍ର):ବିଜେଡିର କେତେଜଣ ପୂର୍ବତନ ବିଧାୟକ ଏବଂ ଗତ ନିର୍ବାଚନରେ ପରାଜିତ ନେତା ଭୁବନେଶ୍ୱର ଉପକଣ୍ଠରେ ଏକାଠି ହୋଇ ଏକ ଭୋଜିର ଆୟୋଜନ କରିଥିଲେ। ଏହି ଭୋଜିରେ ଯୋଗଦେଇଥିବା ନେତାମାନଙ୍କ ମଧ୍ୟରୁ କିଏ ତା’ର ନେତୃତ୍ୱ ନେଇଥିଲେ ସେକଥା ହୋଇପାରି ନାହିଁ।…

IGIରେ ଯାତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ କଲେ ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟ, ମାଡ଼ ମାରି….

ନୂଆଦିଲ୍ଲୀ,୨୦ା୧୨: ପୁଣି ଏୟାରଲାଇନ୍ସ ନାଁରେ ଏକ ଅଭିଯୋଗ ସାମ୍ନାକୁ ଆସିଛି । ସ୍ପାଇସଜେଟର ଜଣେ ଯାତ୍ରୀ ଏକ ଇନଷ୍ଟାଗ୍ରାମ ପୋଷ୍ଟରେ କହିଛନ୍ତି ଯେ ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟ ତାଙ୍କୁ ବୋର୍ଡିଂ ଲାଇନ ଭାଙ୍ଗିବାକୁ ବିରୋଧ କରିବାରୁ ତାଙ୍କ ଉପରେ ଆକ୍ରମଣ…

ସରକାରଙ୍କ ବଡ଼ ଘୋଷଣା: ପ୍ରତି ବ୍ଲକରେ ଖୋଲିବ…

ଭୁବନେଶ୍ୱର,୨୦ା୧୨ (ସୁଚିସ୍ମିତା ସାହୁ):ଓଡ଼ିଶାରେ ଉଚ୍ଚଶିକ୍ଷାର ବିକାଶକୁ ନେଇ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ଓ ୨୦୪୭ରେ ୪ଟି ପ୍ରମୁଖ ମାନଦଣ୍ଡକୁ ସ୍ଥାନିତ କରାଯାଇଛି। ଉଚ୍ଚଶିକ୍ଷା କ୍ଷେତ୍ରରେ ୨୦୩୬ ସୁଦ୍ଧା ୫୦% ଓ ୨୦୪୭ ସୁଦ୍ଧା ୬୦% ସାମଗ୍ରିକ ଶିକ୍ଷା ଅନୁପାତକୁ ସୁନିଶ୍ଚିତ…

ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଛି ଗଛକଟା: ଉଦ୍‌ବେଗ ପ୍ରକାଶ କଲେ ପରିବେଶବିତ୍‌

ବାରିପଦା,୨୦ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ମୁଖ୍ୟାଳୟ ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନେକ ହଜାର ଗଛ କଟାଯାଉଛି। ଏହାକୁ ନେଇ ପରିବେଶବିତ୍‌ମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପରିବେଶବିତ୍‌ ତଥା ଆଇନଜୀବୀ ଶଙ୍କର ପ୍ରସାଦ ପାଣି…

ଆଜି ଏହି 3 ରାଶି ଉପରେ ରହିବ ଶନିଦେବଙ୍କ କୃପା, ଆସିବ ଖୁସିର ସମୟ

ନୂଆଦିଲ୍ଲୀ,୨୦ା୧୨: ଆଜି ଏକ ସ୍ପଷ୍ଟ ଭାବପ୍ରବଣ ଏବଂ ମାନସିକ ପରିବର୍ତ୍ତନର ସଙ୍କେତ ଦେଉଛି। ଶୁକ୍ର ଧନୁ ରାଶିରେ ପ୍ରବେଶ କରିବା ଏବଂ ଚନ୍ଦ୍ର ସେଠାରେ ପୂର୍ବରୁ ଥିବାରୁ, ପ୍ରେମ, ମୂଲ୍ୟବୋଧ ଏବଂ ଭାବନା ଭବିଷ୍ୟତକୁ ଚାହିଁବା ଆରମ୍ଭ କରିବ। ଆଶା ଏବଂ…

ଖୁସିଖବର ଦେଲେ ମୁଖ୍ୟମନ୍ତ୍ରୀ: ୫୬ହଜାର ଯୁବବର୍ଗଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର,୨୦।୧୨(ରବିନାରାୟଣ ଜେନା):ଓଡ଼ିଶା ଦେଶର ବିକାଶର ଇଞ୍ଜିନ୍‌ ହେବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ହାଇଦ୍ରାବାଦ୍‌ସ୍ଥିତ ଇନଭେଷ୍ଟର୍ସ ମିଟ୍‌ସର ଉଦ୍‌ଯାପନୀ ଅବସରରେ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ନିବେଶକ ସମ୍ମିଳନୀ ଏକ ଏଭଳି ପ୍ଲାଟ୍‌ଫର୍ମ ଯେଉଁଠି…

ବଦଳିଗଲେ ନବୀନ, ପ୍ରଥମରୁ ଏମିତି ନ ଥିଲେ…

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର):ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବୃଦ୍ଧି ସମ୍ପର୍କିତ ବିଲ୍‌ ଯାହା ବିଧାନସଭାରେ ପାରିତ ହୋଇଛି ସେଥିରେ ସଂଶୋଧନ ହେବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ଭାଜପା ବିଧାୟକମାନେ ଏନେଇ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Operation Hawkeye: ଆମେରିକୀୟ ନାଗରିକଙ୍କ ମୃତ୍ୟୁ ପରେ କାର୍ଯ୍ୟାନୁଷ୍ଠାନ, ଏୟାରଷ୍ଟ୍ରାଇକରେ ISIS ଆଡ୍ଡା ଧ୍ବସଂ

ନୂଆଦିଲ୍ଲୀ,୨୦ା୧୨: ଆମେରିକା ପୁଣି ଥରେ ସିରିଆରେ ଇସଲାମିକ୍ ଷ୍ଟେଟ୍ ବିରୁଦ୍ଧରେ ଏକ ବଡ଼ ସାମରିକ ଅଭିଯାନ ଆରମ୍ଭ କରିଛି। ପାଲମିରା ଅଞ୍ଚଳରେ ଏକ ଆକ୍ରମଣରେ ଆମେରିକୀୟ ସୈନିକଙ୍କ ମୃତ୍ୟୁ ପରେ, ପେଣ୍ଟାଗନ୍ କଡ଼ା ଜବାବ ଦେବାକୁ ନିଷ୍ପତ୍ତି ନେଇଛି । ଏହି…

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା ରୁପେ ନେଟୱର୍କ ଉପରେ ଆଧାରିତ ଏବଂ ସମ୍ପୂର୍ଣ୍ଣ ରୂପେ ଗୁଗଲ ପେ’ ଆପ ଭିତରେ…

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା ଅଣ୍ଡର-୧୯ ଏସିଆ କପ୍‌ ୨୦୨୫ରେ ଭାରତୀୟ ଦଳ ଫାଇନାଲ୍‌ରେ ସ୍ଥାନ ପାଇଛି। ଆୟୁଷ ମାହାତ୍ରେଙ୍କ…

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ ଓ ସଞ୍ଜୟ ସ୍ବାଇଁ ଦୁଇ ଯୁବକ ଆହତ ହୋଇଛନ୍ତି। ଆହତ ଦ୍ବୟଙ୍କୁ ଚିକିତ୍ସା ପାଇଁ…

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି ନିଜକୁ ଜମିମାଲିକ ଦର୍ଶାଇ ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜମିକୁ ବିକ୍ରି କରିଦେଇଛନ୍ତି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri