Home

ଆଜି ବଡ଼ ସୂଚନା ଦେବେ ନିର୍ବାଚନ ଆୟୋଗ, ହେବ କି ତାରିଖ ଘୋଷଣା

ନୂଆଦିଲ୍ଲୀ,୧୩।୩: ଲୋକ ସଭା ନିର୍ବାଚନ ପୂର୍ବରୁ ବଡ ଖବର ସାମ୍ନାକୁ ଆସିଛି। ଲୋକ ସଭା ନିର୍ବାଚନ ୨୦୨୪ ତାରିଖ ଘୋଷଣା ପୂର୍ବରୁ ନିର୍ବାଚନ ଆୟୋଗଙ୍କର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଦାତା ସମ୍ମିଳନୀ ବୁଧବାର ଜମ୍ମୁରେ ଅପରାହ୍ନ ୪.୩୦ରେ ଅନୁଷ୍ଠିତ ହେବ। ଲୋକ ସଭା…

ବନ୍ଦ ହୋଇଯିବ Paytm, ଆଉ ବ୍ୟବହାର କରିପାରିବେନି ପେଟିଏମର ଏହି ସର୍ଭିସ

ନୂଆଦିଲ୍ଲୀ,୧୩।୩: ବନ୍ଦ ହୋଇଯିବ Paytm। ଆଉ ମାତ୍ର ଦୁଇଟା ଦିନ ପରେ ଆପଣ ବ୍ୟବହାର କରିପାରିବେନି ପେଟିଏମ ବ୍ୟାଙ୍କ। ଆରବିଆଇ ନିର୍ଦ୍ଦେଶ ଅନୁଯାୟୀ, ପେଟିଏମକୁ ମାର୍ଚ୍ଚ ୧୫ ଯାଏଁ ସେବା ଜାରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଯାହା ଆଉ ଦୁଇଟା ଦିନ…

ପାକିସ୍ତାନରେ ଲାଗୁ ହେବ CAA! ଭାରତୀୟ ମୁସଲମାନଙ୍କୁ ମିଳିବ ନାଗରିକତା

ଇସଲାମବାଦ,୧୩।୩: ନରେନ୍ଦ୍ର ମୋଦି ସରକାର ସୋମବାର ଦେଶରେ ନାଗରିକତା ସଂଶୋଧନ ଆଇନ(ସିଏଏ) ଲାଗୁ କରିଛନ୍ତି। ଏହି ନୂଆ ଆଇନ୍‌ ଅନୁଯାୟୀ, ୨୦୧୫ ପରଠାରୁ ପାକିସ୍ତାନ, ଆଫଗାନିସ୍ତାନ ଓ ବାଂଗାଦେଶରୁ ଦେଶ ଛାଡି ଆସିଥିବା ଲୋକ ଯେଉଁମାନେ ଆଜି ଯାଏଁ ଭାରତରେ ରହୁଛନ୍ତି…

ନବୀନଙ୍କ ବଡ଼ ଘୋଷଣା: ରାଜ୍ୟରେ ଆଉ ୨୨ଟି ନୂଆ ଏନଏସି

ଭୁବନେଶ୍ୱର,୧୩।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବାକୁ ନେଇ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲାର ମନମୁଣ୍ଡା, ପୁରୁଣା…

ନିଜ ଜମି ଦାନ କରିଦେଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହାକୁ ଦେଲେ

ନୂଆଦିଲ୍ଲୀ,୧୧୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ରାଜଧାନୀ ଗାନ୍ଧୀନଗରସ୍ଥିତ ତାଙ୍କ ପ୍ଲଟକୁ ନାଦବ୍ରହ୍ମା କଳା କେନ୍ଦ୍ର ପ୍ରତିଷ୍ଠା ପାଇଁ ଦାନ କରିଛନ୍ତି। ଭାରତର ସାଂସ୍କୃତିକ ଐତିହ୍ୟ ପ୍ରତି ତାଙ୍କର ସମ୍ମାନ ଏବଂ ପ୍ରତିବଦ୍ଧତା ପ୍ରକାଶ କରି ପ୍ରଧାନମନ୍ତ୍ରୀ ମୋଦି ଏହି ଜମି…

ତୁଟିଛି ମେଣ୍ଟ ଭାଗବଣ୍ଟା, ଏବେ ଘୋଷଣାକୁ ଅପେକ୍ଷା

ଭୁବନେଶ୍ୱର, ୧୩।୩(ସୁନିତ୍‌ ମିଶ୍ର): ବିଜେଡି-ଭାଜପା ଭିତରେ ମେଣ୍ଟ ହେବା ନେଇ ଯେଉଁ ଚର୍ଚ୍ଚା ଆରମ୍ଭ ହୋଇଛି ଏପର୍ଯ୍ୟନ୍ତ ସେ କଥାର କୌଣସି ସ୍ପଷ୍ଟ ଚିତ୍ର ବାହାରକୁ ଆସୁନାହିଁ। ଉଭୟ ଦଳର ନେତା ଯଦିଓ ମେଣ୍ଟ କଥାକୁ ଖଣ୍ଡନ କରୁନାହାନ୍ତି, ସେମାନଙ୍କ ନିକଟରେ…

ମୋକିମଙ୍କ ବଡ ବୟାନ, ମେଣ୍ଟ ହେଲେ କଂଗ୍ରେସର କିଛି…

ଭୁବନେଶ୍ୱର,୧୨।୩: କାହାକୁ ମିଳିବ କେଉଁଠି ଆସନ। ଡିଲ୍‌ ତ ସରିଛି ହେଲେ ଭାଗବଣ୍ଟାକୁ ନେଇ କଣ୍ଟ ଛିଡୁନି। ତେବେ ଏପରି ଝୁଲା ସ୍ଥିତି ରହିଲେ ମେଣ୍ଟକୁ ନେଇ କେବଳ ଓଡିଶାବାସ ନୁହନ୍ତି ଦଳୀୟ କର୍ମୀ ଠାରୁ ଆରମ୍ଭ କରି ନେତାଏ ବି…

ସନ୍ତୋଷ ଉପାଧ୍ୟାୟ ହେଲେ ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ଅଧ୍ୟକ୍ଷ

ଭୁବନେଶ୍ୱର,୧୨।୩: ରାଜ୍ୟ ସରକାରଙ୍କ ପକ୍ଷରୁ ଅବସରପ୍ରାପ୍ତ ଆଇପିଏସ୍‌ ଅଫିସର ସନ୍ତୋଷ ଉପାଧ୍ୟାୟଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ(ଓପିଆର୍‌ବି)ର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଥିବା ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ତେବେ ସେ…

କୋହଲିଙ୍କୁ ନେଇ ଇଂଲଣ୍ଡ କ୍ରିକେଟର କହିଲେ-ଏହି ଖବର ସତ ହୋଇ ନ ପାରେ…

ନୂଆଦିଲ୍ଲୀ,୧୨।୩: ଟି୨୦ ବିଶ୍ୱକପ୍‌ରେ ଖେଳି ନ ପାରନ୍ତି ମହାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି। ଚୟନ କମିଟି ତାଙ୍କୁ ବାଦ୍‌ ଦେବାକୁ ଚିନ୍ତା କରୁଛି। ଏମିତିରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଏନେଇ କୋହଲିଙ୍କ ସହ ଆଲୋଚନା କରିବେ ବୋଲି କୁହାଯାଉଛି। ଇଂଲଣ୍ଡର…

ଆଇସିୟୁରେ ପଦ୍ମଶ୍ରୀ କମଳା ପୂଜାରୀ

କଟକ,୧୨।୩(ଶିଳ୍ପା ପ୍ରିୟଦର୍ଶିନୀ)- ପଦ୍ମଶ୍ରୀ କମଳା ପୂଜାରୀ ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ ମଙ୍ଗଳବାର ଏସ୍‌ସିବି ମେଡିିକାଲ ମେଡିସିନ ବିଭାଗ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ମେଡିକାଲରେ ତାଙ୍କର ପରୀକ୍ଷା ନୀରିକ୍ଷା କରାଯାଉଥିବାବେଳେ ରକ୍ତହୀନତା, ମୂତ୍ର ସଂକ୍ରମଣ ଲକ୍ଷଣ ଦେଖାଦେଇଛି। ତାଙ୍କ ଚିକିତ୍ସା ପାଇଁ ମେଡିକାଲରେ…

ମେଣ୍ଟ ହେଲେ ୧୪୭ ପ୍ରାର୍ଥୀ ଯିବେ କୁଆଡ଼େ? ଚର୍ଚ୍ଚା ବଢ଼ୁଛି…

ଭୁବନେଶ୍ୱର,୧୨।୩: ରାଜ୍ୟରେ ବିଜେଡି-ଭାଜପା ମେଣ୍ଟ ନେଇ ଚର୍ଚ୍ଚା ହେବା ଦିନଠାରୁ ଚିନ୍ତାରେ ପଡ଼ିଯାଇଛନ୍ତି ନେତା। ରାଜ୍ୟର ୩ ପ୍ରମୁଖ ଦଳର ଅଧିକାଂଶ ନେତା ବର୍ତ୍ତମାନ ନିଜର ରାଜନୈତିକ ଭବିଷ୍ୟତ କଥା ଚିନ୍ତା କରି ଦ୍ୱନ୍ଦ୍ୱରେ ପଡିଗଲେଣି। ଯଦି ମେଣ୍ଟ ନ ହୁଏ…

ରେଲଓ୍ବେ ସାମଗ୍ରୀ ଚୋରି, ୩ ଗିରଫ

କଟକ,୧୨ା୩ (କାର୍ତ୍ତିକ ସାହୁ) ରେଲଓ୍ବେ ସାମଗ୍ରୀ ଚୋରି ଅଭିଯୋଗରେ କଟକ ଆର୍‌ପିଏଫ୍‌ ୩ ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତଙ୍କ ନିକଟରୁ ବିପୁଳ ପରିମାଣର ଚୋରି ରେଲଓ୍ବେ ସାମଗ୍ରୀ ଉଦ୍ଧାର କରାଯାଇଛି। ଅଭିଯୁକ୍ତମାନେ ହେଲେ ପୁରୀ ସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?