ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…
ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍ ଖେଳାଳି ନେମାର। ଫିଫା ବିଶ୍ୱକପ୍ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି। ଶେଷରେ ଦୀର୍ଘ ୧୬ ବର୍ଷର କ୍ୟାରିଅରକୁ ଅଲବିଦା କହିଛନ୍ତି ୩୪ ବର୍ଷୀୟ ନେମାର।…
ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…
ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡେପୁଟି କମିଶନର ଅଫ୍ ପୋଲିସ(ଡିସିପି) ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ଯାହାକି ରାଜଧାନୀ ପୋଲିସକୁ ଆଶ୍ଚର୍ଯ୍ୟ କରିଦେଇଛି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍ର ଆଇପିଏସ୍ ଅଫିସର ଅଟନ୍ତି। ପୂର୍ବରୁ…
ସକାଳୁ ସକାଳୁ ଚମ୍ପୁଆରେ ଏନ୍କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…
କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ ଥିବା ସୂଚନା ମିଳିଛି। ଏସ୍ଡିପିଓ ଚମ୍ପୁଆ ରଶ୍ମି ରଞ୍ଜନ ସାହୁ ଙ୍କ ନେତୃତ୍ୱରେ…
ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ
ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜନ୍ମବାର୍ଷିକୀ ପାଳନ କରୁଛେ। ତାଙ୍କ ଜୀବନ ସାହସ ଏବଂ…
ମହିଳା ଟି୨୦ ବିଶ୍ୱକପ୍: ଅଷ୍ଟ୍ରେଲିଆ ଚାମ୍ପିୟନ
ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭ ଉଇକେଟରେ ଇଂଲଣ୍ଡକୁ ପରାସ୍ତ କରିଛି। ଏହା ଅଷ୍ଟ୍ରେଲିଆର ସପ୍ତମ ଟି୨୦ ବିଶ୍ୱକପ୍ ଟ୍ରଫି।…
ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍ ପାଣି ପଶି ଯାଇଛି। ଏହାସହ ସହରର ମୁଖ୍ୟ ରାସ୍ତା ଉପରେ ଆଣ୍ଠୁଏ ପାଣି…
କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ
ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି କରି ଆତଙ୍କ ସୃଷ୍ଟି କରୁଥିବା ଏକ ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ କରିଛି। ଏହି…
୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ
ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଆର୍.ଉଦୟଗିରି ଓ ନୂଆଗଡ ବ୍ଲକ ଅଞ୍ଚଳରୁ । ଦୁଇ ବ୍ଲକରୁ…
ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା
ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା ଓ ସ୍ଥାନୀୟ ଜନସାଧାରଣ ଏକଜୁଟ ହୋଇ ଧୂଷୁରୀ ଥାନା ଘେରାଉ କରିଥିଲେ। ଧୂସୁରୀ,…
ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….
ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ ଗୋଟିଏ ଆକ୍ରମଣରେ ନିପାତ କରିପାରିଥାନ୍ତେ । ଇରାନରେ ଦିବଂଗତ ସର୍ବୋଚ୍ଚ ନେତା ଅଲୀ…
ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ
କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର ଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ ସମସ୍ତ ବିଭାଗ ଉଚ୍ଚ ପଦାଧିକାରୀ ଗଣ…
ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍
ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ ହିଂସା ଦେଖିବାକୁ ମିଳିଥିଲା । ଏହି କାରଣରୁ ବଡ଼ଭାଇ ବି.ଦଣ୍ଡ ରେଡ୍ଡୀ ତାଙ୍କ…

