Home

ପରୀକ୍ଷାଖାତାରେ ଅଜବ ଉତ୍ତର

ଜମୁଇ (ବିହାର): ଦେଶର ବିଭିନ୍ନ ରାଜ୍ୟରେ ଏବେ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଚାଲିଥିବାବେଳେ ବିଭିନ୍ନ ରାଜ୍ୟସ୍ତରୀୟ ବୋର୍ଡ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ପରୀକ୍ଷାଗୁଡ଼ିକୁ ପରିଚାଳନା କରାଯାଉଛି। ପରୀକ୍ଷା ପୂର୍ବରୁ, କିଛି ଛାତ୍ର ଦିନରାତି କଠିନ ପରିଶ୍ରମ କରୁଥିବା ବେଳେ ଅନ୍ୟ…

ଭାରତର ସାନ ଭାଇ

ମରିସସକୁ ଭାରତର ସାନ ଭାଇ ଦେଶ କୁହାଯାଏ। ସମୁଦ୍ର ଦ୍ୱୀପରେ ଅବସ୍ଥିତ ଏହି ଦେଶରେ ଏକ ମିନି ଇଣ୍ଡିଆ ଦେଖିବାକୁ ମିଳେ। ମରିସସରେ ବାସ କରୁଥିବା ଅଧିକାଂଶ ଲୋକଙ୍କ ପୂର୍ବଜ ଭାରତୀୟ ଥିଲେ। ବ୍ରିଟିଶମାନେ ସୁନା ଖଣିରେ କାମ କରିବାର ମିଥ୍ୟା…

ଆନ୍ଧ୍ରରେ ଭାଜପା-ଟିଡିପି-ଜେଏସ୍‌ପି ମେଣ୍ଟ

ନୂଆଦିଲ୍ଲୀ,୧୨।୩: ଲୋକ ସଭା ଏବଂ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାଜପା ସହ ଚନ୍ଦ୍ରବାବୁ ନାଇଡୁଙ୍କ ତେଲୁଗୁଦେଶମ୍‌ ପାର୍ଟି (ଟିଡିପି) ଏବଂ ଜନସେନା ପାର୍ଟି (ଜେଏସ୍‌ପି)ର ମେଣ୍ଟ ହୋଇଛି। ଦଳଗୁଡ଼ିକ ମଧ୍ୟରେ ଆସଗ ଭାଗବଣ୍ଟା ଚୂଡ଼ାନ୍ତ ହୋଇଥିବା ସୋମବାର ଆନ୍ଧ୍ରର ପୂର୍ବତନ…

ସାଇବାବା ଦୋଷମୁକ୍ତ ରାୟ ଉପରେ ସ୍ଥଗିତାଦେଶ ଆବେଦନ ଖାରଜ

ନୂଆଦିଲ୍ଲୀ,୧୨।୩(ପି.ଟି.): ମାଓବାଦୀଙ୍କ ସହ ସମ୍ପୃକ୍ତି ମାମଲାରେ ଦିଲ୍ଲୀ ୟୁନିଭର୍ସିଟିର ପୂର୍ବତନ ପ୍ରଫେସର ଜି.ଏନ୍‌. ସାଇବାବାଙ୍କୁ ବମ୍ବେ ହାଇକୋର୍ଟ ଦୋଷମୁକ୍ତ କରିଥିବାବେଳେ ଏହା ଉପରେ ସ୍ଥଗିତାଦେଶ ପାଇଁ ମହାରାଷ୍ଟ୍ର ସରକାର କରିଥିବା ଆବେଦନକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ତେବେ ହାଇକୋର୍ଟଙ୍କ ମାର୍ଚ୍ଚ…

ସିଏଏ ବିଜ୍ଞପ୍ତି ପରେ ଦିଲ୍ଲୀରେ କଡ଼ା ସୁରକ୍ଷା

ନୂଆଦିଲ୍ଲୀ, ୧୨।୩: ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଉତ୍ତରପୂର୍ବ ଦିଲ୍ଲୀ, ସାହିନବାଗ, ଜାମିଆ ସମେତ ବିଭିନ୍ନ ସମ୍ବେଦନଶୀଳ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏହିସବୁ ଅଞ୍ଚଳରେ ପୋଲିସ…

ଜାରି ରହିବ ସିବିଆଇ ତଦନ୍ତ

ନୂଆଦିଲ୍ଲୀ, ୧୨।୩: ସନ୍ଦେଶଖାଲି ମାମଲାରେ କେନ୍ଦ୍ରୀୟ ଅନୁସନ୍ଧାନକାରୀ ବ୍ୟୁରୋ(ସିବିଆଇ)ର ତଦନ୍ତ ବିରୋଧରେ ସୁପ୍ରିିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ପଶ୍ଚିମବଙ୍ଗ ସରକାରଙ୍କୁ ସୋମବାର ଝଟକା ଲାଗିଛି। ସନ୍ଦେଶଖାଲିରେ ଗତ ଜାନୁଆରୀ ୫ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଟିମ୍‌ ଉପରେ ହେଇଥିବା ଆକ୍ରମଣ ମାମଲାରେ ସିବିଆଇ ଯାଞ୍ଚ…

ଅସିଫା ଭୁଟ୍ଟୋ ଜର୍ଦ୍ଦାରୀ ହେଲେ ପାକିସ୍ତାନର ପ୍ରଥମ ମହିଳା

ଇସ୍‌ଲାମାବାଦ୍‌, ୧୨।୩: ପାକିସ୍ତାନର ନବ ନିର୍ବାଚିତ ରାଷ୍ଟ୍ରପତି ଅସିଫ୍‌ ଅଲୀ ଜର୍ଦ୍ଦାରୀ ନିଜ ଝିଅ ଅସିଫା ଭୁଟ୍ଟୋ ଜର୍ଦ୍ଦାରୀଙ୍କୁ ଦେଶର ପ୍ରଥମ ମହିଳା ଭାବେ ଆଧିକାରିକ ଘୋଷଣା କରିଛନ୍ତି। ସାଧାରଣତଃ ରାଷ୍ଟ୍ରପତିଙ୍କର ସ୍ତ୍ରୀଙ୍କୁ ଦେଶର ପ୍ରଥମ ମହିଳା ଭାବେ ଅଭିହିତ କରାଯାଉଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଅରୁଣାଚଳ ଗସ୍ତକୁ ନେଇ ରାଗିଗଲା ଚାଇନା

ବେଜିଂ,୧୧।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ସପ୍ତାହରେ ଅରୁଣାଚଳପ୍ରଦେଶ ଗସ୍ତରେ ଯାଇଥିବାରୁ ଚାଇନା ସୋମବାର ଭାରତ ନିକଟରେ ପ୍ରତିବାଦ ଜଣାଇଛି। ଅରୁଣାଚଳକୁ ଚାଇନା ନିଜର ଦାବି କରିଆସୁଥିବାବେଳେ ଭାରତର ପଦକ୍ଷେପ ସୀମା ପ୍ରସଙ୍ଗକୁ ଜଟିଳ କରିବ ବୋଲି ବେଜିଂ ଦୋହରାଇଛି।…

ମେଣ୍ଟ ଚର୍ଚ୍ଚା ମଧ୍ୟରେ ବିଜେଡି ସରକାରଙ୍କ ବିରୋଧରେ ବଡ଼ ଅଭିଯୋଗ ଆଣିଲା ଭାଜପା

ଭୁବନେଶ୍ୱର,୧୧।୩: ରାଜ୍ୟରେ ବିଜେଡି ଓ ଭାଜପା ମେଣ୍ଟ ଚର୍ଚ୍ଚା ମଧ୍ୟରେ ସୋମବାର ଭାଜପା ପ୍ରଥମଥର ପାଇଁ ବିଜେଡି ସରକାରଙ୍କ ବିରୋଧରେ ଅଭିଯୋଗ ଆଣିଛି। ଭାଜପା ନିର୍ବାଚନ କମିଶନଙ୍କୁ ଭେଟି ଦୀର୍ଘଦିନ ଧରି କାର୍ଯ୍ୟରତ ଅଧିକାରୀମାନଙ୍କୁ ତୁରନ୍ତ ବଦଳି ପାଇଁ ଦାବି ଜଣାଇଛି।…

CAA ବିଜ୍ଞପ୍ତି ଜାରି କଲେ କେନ୍ଦ୍ର ସରକାର, ଜାଣନ୍ତୁ କାହାକୁ ମିଳିବ ଦେଶର ନାଗରିକତା

ନୂଆଦିଲ୍ଲୀ,୧୧।୩: ଲୋକ ସଭା ନିର୍ବାଚନ ୨୦୨୪ ଘୋଷଣା ପୂର୍ବରୁ ସୋମବାର ଦେଶରେ ନାଗରିକତା ସଂଶୋଧନ ନିୟମ (ସିଏଏ) ଲାଗୁ କରିବା ନେଇ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ନାଗରିକତା ସଂଶୋଧନ ନିୟମ (ସିଏଏ) ଅନୁଯାୟୀ, ୩୧ ଡିସେମ୍ବର ୨୦୧୪ ପୂର୍ବରୁ…

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା: ଦଳରୁ ବାଦ୍‌ ପଡ଼ିଲେ ଏହି ଗୁରୁତ୍ୱପୂର୍ଣ୍ଣ ଖେଳାଳି

ନୂଆଦିଲ୍ଲୀ,୧୧।୩: ଟି-୨୦ ବିଶ୍ୱକପ ୨୦୨୪ ଜୁନରେ ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଆରମ୍ଭ ହେବ। ଏହି ଟୁର୍ନାମେଣ୍ଟ ପୂର୍ବରୁ ଟିମ ଇଣ୍ଡିଆ ଏକ ବଡ ଝଟ୍‌କା ଲାଗିଛି। ଦ୍ରୁତ ବୋଲର ମହମ୍ମଦ ଶାମି ବିଶ୍ୱ ସ୍ତରୀୟ ଟୁର୍ନାମେଣ୍ଟରୁ ବାଦ୍‌ ପଡିଛନ୍ତି। ଭାରତ କ୍ରିକେଟ…

ଆଉ ମାତ୍ର ୩୦ ମିନିଟ୍‌ ମଧ୍ୟରେ ବଡ଼ ଘୋଷଣା କରିପାରନ୍ତି ମୋଦି

ନୂଆଦିଲ୍ଲୀ,୧୧।୩: ସୋମବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ଼ ଘୋଷଣା କରିବାକୁ ଯାଉଛି। ଯଦିଓ ପ୍ରଧାନମନ୍ତ୍ରୀ କ’ଣ ଘୋଷଣା କରିବେ ତାହା ଜଣାପଡିନାହିଁ, କିନ୍ତୁ ଚର୍ଚ୍ଚା ହେଉଛି ଦେଶରେ ସିଏଏ(CAA) ଲାଗୁ କରିଯିବା ନେଇ ପ୍ରଧାନମନ୍ତ୍ରୀ ଘୋଷଣା କରିପାରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?