Home

LPG ପରେ ଏବେ ଇଲେକ୍ଟ୍ରିକୁ ନେଇ ସରକାରଙ୍କ ବଡ଼ ଘୋଷଣା, ପଡିବ ବଡ଼ ପ୍ରଭାବ

ନୂଆଦିଲ୍‌ଲୀ,୧୫।୩: LPG ଏବଂ PNG ନିୟମରେ ପରିବର୍ତ୍ତନ ପରେ, କେନ୍ଦ୍ର ସରକାର ବର୍ତ୍ତମାନ ବିଦ୍ୟୁତ ନିୟନ୍ତ୍ରଣ ନିୟମରେ ପ୍ରମୁଖ ସଂଶୋଧନ ଘୋଷଣା କରିଛନ୍ତି। ଏହି ପରିବର୍ତ୍ତନଗୁଡ଼ିକ ବ୍ୟକ୍ତି, କମ୍ପାନୀ ଏବଂ ଏହି ନିୟମ ଦ୍ୱାରା ପ୍ରଭାବିତ ଅନ୍ୟାନ୍ୟ ଅଂଶୀଦାରମାନଙ୍କ ସହିତ ବ୍ୟାପକ…

ଯୁଦ୍ଧ ହେଲା ଭୟଙ୍କର: ସରକାରୀ କର୍ମଚାରୀଙ୍କ କଟିବ ଦରମା, ସରକାର ନେଲେ ବଡ଼ ନିଷ୍ପତ୍ତି

ଇସଲାମବାଦ,୧୫।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ କେବଳ ଗୋଟିଏ ଦେଶରେ ନୁହେଁ ସାରା ବିଶ୍ୱରେ ପଡିଛି ବଡ଼ ପ୍ରଭାବ । ଏବେ ଖବର ଆସିଛି ଯେ ଯୁଦ୍ଧ ଯୋଗୁ କେବଳ ପେଟ୍ରୋଲ, ସିଲିଣ୍ଡର କି ଅତ୍ୟାବଶକୀୟ ଜିନିଷ ନୁହେଁ ଦରମାରେ ବି ପଡିଛି ବଡ଼…

ରାଜ୍ୟ ସଭା ନିର୍ବାଚନ: ଘୋଡାବେପାର ପରେ ଚର୍ଚ୍ଚା ଏଜେଣ୍ଟ ହେବ କିଏ?

ଭୁବନେଶ୍ୱର, ୧୫।୩(ସୁନିତ୍‌ ମିଶ୍ର): ବିଜେଡିର ଅଧିକାଂଶ ନେତାଙ୍କ ଭିତରେ ବର୍ତ୍ତମାନ ଆଲୋଚନା ରାଜ୍ୟ ସଭା ନିର୍ବାଚନ ଲାଗି ଦଳର ଏଜେଣ୍ଟ କିଏ ହେବେ। ଏଜେଣ୍ଟଙ୍କ କାମ ହେଉଛି, ରାଜ୍ୟ ସଭା ଭୋଟ କେନ୍ଦ୍ର ପାଖରେ ଚୌକି ଧରି ବସିବେ। ସମ୍ପୃକ୍ତ ଦଳୀୟ…

ଆମେରିକା ଉପରେ ଭୟଙ୍କର ଆକ୍ରମଣ କଲା ଇରାନ, ସବୁ ଛାରଖାର…

ତେହରାନ୍‌/ଓ୍ୱାଶିଂଟନ୍‌,୧୫ା୩:(ଏ.ପି./ରଏଟର୍ସ) ମଧ୍ୟପ୍ରାଚ୍ୟ ଯୁଦ୍ଧ ଶନିବାର ତୃତୀୟ ସପ୍ତାହରେ ପ୍ରବେଶ କରିଥିବାବେଳେ ଇରାନ୍‌ର ମୁଖ୍ୟ ତୈଳ ରପ୍ତାନି କେନ୍ଦ୍ର ଖାର୍ଗ ଦ୍ୱୀପରେ ଆମେରିକା ଆକ୍ରମଣ କରିଛି। ‘କ୍ରାଉନ୍‌ ଜୁଏଲ୍‌’ ନାମରେ ପରିଚିତ ଏହି ଦ୍ୱୀପ ଉପରେ ଆମେରିକୀୟ ବାୟୁସେନା ପକ୍ଷରୁ ଆକାଶର୍ମାଗରୁ ବୋମା…

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯ ମାର୍ଚ୍ଚ) ରେ ଭାରତୀୟ ଦଳ ସହ ଲଗାତାର ଦ୍ୱିତୀୟ ଥର ଟି-୨୦ ବିଶ୍ୱକପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ କ୍ୟାମ୍ପରେ ପହଞ୍ଚୁଛନ୍ତି। କିନ୍ତୁ ଏହି ସବୁ ମଧ୍ୟରେ ଦିଲ୍ଲୀ କ୍ୟାପିଟାଲ୍ସ ଶିବିରରୁ ଏକ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଶନିବାର…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା ଦେଖିବାକୁ ମିଳିଛି। ଜଣେ ୧୯ ବର୍ଷୀୟା ଯୁବତୀ ନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ…

IPL ଆରମ୍ଭ ପୂର୍ବରୁ ମହାଲଢ଼େଇ! RCBର କଟା ଘା’ରେ ଚୂନ ମାରିଲା KKR, କାବା ହେଲେ… 

ନୂଆଦିଲ୍ଲୀ,୧୪।୩: ଆଇପିଏଲ ୨୦୨୬ ସିଜନ ଆରମ୍ଭ ହେବାକୁ ମାତ୍ର ଦିନ କେଇଟା ବାକି। ନିକଟରେ ଟି-୨୦ ବିଶ୍ୱକପ ଶେଷ ହେବା ପରେ ଏବେ ପ୍ରଶଂସକ ଏହି ଟୁର୍ନାମେଣ୍ଟକୁ ଅପେକ୍ଷା କରି ରହିଛନ୍ତି। ମାର୍ଚ୍ଚ ୨୮ରୁ ଲିଗ୍‌ର ୧୯ତମ ସିଜନ ଆରମ୍ଭ ହେବ।…

ଜେଲ୍‌ ଭିତରେ କଏଦୀ ମୃତ୍ୟୁ ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି…

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କାରାଗାର ଭିତରେ ଶନିବାର ସକାଳେ ଜଣେ କଏଦୀ ଆତ୍ମହତ୍ୟା କରିଥିଲେ। ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି ଅଭିଯୋଗ କରି ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି ଧାରଣା ଦେଇଛନ୍ତି। ନ୍ୟାୟ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ: ରାଗରେ ନିଆଁବାଣ PCB

ନୂଆଦିଲ୍ଲୀ,୧୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, କୋଲକାତା ନାଇଟ ରାଇଡର୍ସ (KKR) ଦଳ ମୁଖ୍ୟ ଖବର ପାଲଟିଛି। ଗୋଟିଏ ପଟେ, ହର୍ଷିତ ରାଣା ଆଘାତ ଯୋଗୁ ଟୁର୍ଣ୍ଣାମେଣ୍ଟରୁ ବାଦ ପଡ଼ିଛନ୍ତି; ଅନ୍ୟପଟେ, ଜିମ୍ବାୱେର ବ୍ଲେସିଂ ମୁଜାରାବାନି KKRରେ ଯୋଗ ଦେଇଛନ୍ତି।…

ଶୁଭମନ ଗିଲଙ୍କୁ ସବୁଠାରୁ ବଡ଼ ପୁରସ୍କାର; ଘୋଷଣା କଲା ବିସିସିଆଇ – ବିରାଟ, ରୋହିତ, ବୁମରାଙ୍କୁ କିଛି ନାହିଁ

ନୂଆଦିଲ୍ଲୀ,୧୪।୩: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁବମନ ଗିଲଙ୍କୁ ପୁରୁଷ କ୍ରିକେଟର ଅଫ ଦି ଇୟର ପୁରସ୍କାରରେ ସମ୍ମାନିତ କରିବାକୁ ଯାଉଛି। BCCI ନମନ ପୁରସ୍କାର 2026 ପାଇଁ ଶନିବାର ପ୍ରାପ୍ତକର୍ତ୍ତାଙ୍କ ତାଲିକା ପ୍ରକାଶ ପାଇଛି, ଯେଉଁଥିରେ ଶୁବମନ ଗିଲଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri