Home

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୫ ରେକର୍ଡ କରାଯାଇଛି । NCS ତଥ୍ୟ ଅନୁଯାୟୀ, ମଙ୍ଗଳବାର ଭୋର ୪ଟା…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ. ପାଣ୍ଡିଆନ, ମନୋଜ ମିଶ୍ର ଓ ରାଜେଶ ବର୍ମାଙ୍କ ବୟାନ ନିଆଯାଇଥିବା କ୍ରାଇମ୍‌ବ୍ରାଞ୍ଚ ଆଇଜି…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ ଫେରିଯିବା ପରଠାରୁ ଆଉ ହୋଇ ନ ଥିଲା ଦେଖାସାକ୍ଷାତ। ଅବସର ନେବାର ଢେର…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ ମୋଟ ୩୨ ଜଣ ଥିଲେ । ଏହି ଘଟଣା ପରେ ତୁରନ୍ତ ବ୍ୟାପକ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ ହାସଲ କରି ଜାତୀୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛନ୍ତି। ତାଙ୍କର ଏହି ଉଲ୍ଲେଖନୀୟ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ ବାପା ବୋତ୍‌ସ୍ବାନାରୁ ଅଣାଯାଇଥିବା ପୁରୁଷ ଚିତା ହୋଇଥିବାରୁ ଏହା ବୋତ୍‌ସ୍ବାନା ସଂଯୋଗ ଥିବା…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପରିସରରେ ଉତ୍ସାହ ଓ ଆନନ୍ଦର ମାହୋଲ ସୃଷ୍ଟି…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି ଷ୍ଟାର ବ୍ୟାଟର ସୂର୍ଯ୍ୟକୁମାର ଯାଦବ। ଆଗାମୀ ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ସେ…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି, ନକ୍ଷତ୍ର ଓ ନକ୍ଷତ୍ର ପାଦ ପରିବର୍ତ୍ତନକୁ ଜ୍ୟୋତିଷ ଶାସ୍ତ୍ରରେ ବିଶେଷ ମହତ୍ତ୍ୱ ଦିଆଯାଏ।…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି। ଶନିଙ୍କ ଗତି ଧୀର ହୋଇଥିବାରୁ ସେ ଗୋଟିଏ ରାଶି କିମ୍ବା ନକ୍ଷତ୍ରରେ ଦୀର୍ଘ…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବାବେଳେ ୨ କେନ୍ଦ୍ରମନ୍ତ୍ରୀଙ୍କୁ ଏଥର ଟିକେଟ ମିଳିନାହିଁ। ଏହାପରେ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ ଘରୋଇ ବସ ତାଙ୍କ ବାଇକ୍‌କୁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?