Home

ବୋହୂ-ପୁଅ ସାବଧାନ! ବୃଦ୍ଧ ମା’-ବାପାଙ୍କୁ ହଇରାଣ କଲେ ହେବେ ସମ୍ପତ୍ତିରୁ ବେଦଖଲ, ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ, ୧୯।୮: ବରିଷ୍ଠ ନାଗରିକଙ୍କ ଅଧିକାର ଓ ସୁରକ୍ଷାକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ବୃଦ୍ଧଙ୍କ ଭରଣପୋଷଣ, ସୁରକ୍ଷା ଓ ସମ୍ମାନ ପାଇଁ ଆବଶ୍ୟକ ହେଲେ, ତାଙ୍କ ସମ୍ପତ୍ତିରୁ ବୋହୂ-ପୁଅ କିମ୍ବା ଅନ୍ୟ ସମ୍ପର୍କୀୟଙ୍କୁ ବେଦଖଲ କରିବାକୁ…

ବିକାଶ ଅପହଞ୍ଚ: ଆସିଲାନି ଆମ୍ବୁଲାନ୍ସ ଭରା ବନ୍ୟାପାଣିରେ ଭାରରେ ବୁହାହେଲେ ରୋଗୀ

ବରୀ,୧୯ା୮(ମହେନ୍ଦ୍ର ସ୍ବାଇଁ): ଦେଶ ସ୍ବାଧୀନ ହେବାର ୮୦ ବର୍ଷ ବିତିଯାଇଥିଲେ ସୁଦ୍ଧା ଯାଜପୁର ଜିଲା ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିବିଲ ପଞ୍ଚାୟତର ଢିଅସାହି ଗ୍ରାମରେ ବିକାଶର ଏକ ଲଜ୍ଜାଜନକ ଚିତ୍ର ଦେଖିବାକୁ ମିଳିଛି। ରାସ୍ତାରେ ବନ୍ୟା ସ୍ରୋତ ଯୋଗୁ ଆମ୍ବୁଲାନ୍ସ…

ଗାଲେ ଟେଷ୍ଟକୁ ୧୬୫ ରନରେ ଜିତିଲା ଭାରତ; ୧୦ ୱିକେଟ ନେଇ ଇତିହାସ ରଚିଲେ ମାନବ ସୁଥାର

ନୂଆଦିଲ୍ଲୀ,୧୯।୮: ଗାଲେ ଟେଷ୍ଟରେ ଭାରତ ଶ୍ରୀଲଙ୍କାକୁ ୧୬୫ ରନରେ ପରାସ୍ତ କରିଛି। ଚତୁର୍ଥ ଇନିଂସରେ ୩୭୨ ରନର ଟାର୍ଗେଟ ପିଛା କରି ଶ୍ରୀଲଙ୍କା କେବଳ ୨୦୬ ରନ କରିପାରିଥିଲା। ମାନବ ସୁଥାର ତାଙ୍କ କ୍ୟାରିୟରର ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ୧୦ ୱିକେଟ…

ମାଷ୍ଟରକ୍ୟାଣ୍ଟିନରେ ଖଣ୍ଡଯୁଦ୍ଧ: ପୋଲିସକୁ ଢେଲା ପଥର ମାଡ଼, ଭାଙ୍ଗିଲେ ଆମ ବସ୍‌

ଭୁବନେଶ୍ୱର,୧୯।୮: ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟର କ୍ୟାଣ୍ଟିନ ଛକ । ପୋଲିସ ପକ୍ଷରୁ ଲାଠି ଚାର୍ଜ । ପୋଲିସ ଉପରକୁ ମଧ୍ୟ ଢେଲା ପଥର ମାଡ । OLA, Uber, Rapido ଅନଲାଇନ ଚାଳକ ଆନ୍ଦୋଳନ ୩ୟ ଦିନରେ ପହଞ୍ଚିଥିବା ବେଳେ…

ଗୋବିନ୍ଦାଙ୍କ ସହ ଛାଡପତ୍ର ନିଶ୍ଚିତ? ପୁଅ ସହିତ ଫ୍ୟାମିଲି କୋର୍ଟରେ ପହଞ୍ଚିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ଗତ ବର୍ଷ, ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଛାଡପତ୍ର ନେଇ ଖୁବ୍‌ ଗୁଜବ ଉଠିଥିଲା। ଯଦିଓ ଗଣେଶ ପୂଜା ସମୟରେ ଏମାନେ ଏକାଠି ଏହି ଗୁଜବଗୁଡ଼ିକୁ ଦୂର କରିଦେଇଥିଲେ, କିନ୍ତୁ ଏବେ ଏହା ଦେଖାଯାଉଛି ଯେ…

ବିବାଦ ମଧ୍ୟରେ ଭାରତ ଆସିବେ ବାଂଲାଦେଶ ପ୍ରଧାନମନ୍ତ୍ରୀ, ନିଜର ମତ ସ୍ପଷ୍ଟ କଲା ଭାରତ

ନୂଆଦିଲ୍ଲୀ/ଢାକା,୧୯।୮: ଭାରତ ଏବଂ ବାଂଲାଦେଶ ମଧ୍ୟରେ ସମ୍ପର୍କରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଭାରତୀୟ ହାଇକମିଶନର ଦିନେଶ ତ୍ରିବେଦୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ତାରିକ ରହମାନଙ୍କ ପ୍ରସ୍ତାବିତ ଭାରତ ଗସ୍ତକୁ ଏକ ସ୍ମରଣୀୟ ଗସ୍ତ କରିବାକୁ ଚାହାଁନ୍ତି। ସେ…

ହୀରାକୁଦରେ ପଶିଲା ୩ ଲକ୍ଷରୁ ଅଧିକ ଘନଫୁଟ ବନ୍ୟାଜଳ

ସମ୍ବଲପୁର,୧୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ବୁଧବାର ପୂର୍ବାହ୍ନରେ ପୁଣିଥରେ ୨ଟି ସ୍ଲୁଇସ ଗେଟ୍‌ ଖୋଲାଯାଇଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମପାର୍ଶ୍ୱର ୧୧ ଓ…

ତାମିଲନାଡୁରେ ୬ ଦାଦନ ଶ୍ରମିକ ଅଟକ ଅଭିଯୋଗ: ଉଦ୍ଧାର ପାଇଁ ନିବେଦନ

ପାଟଣା,୧୯ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତ ଖଲିଆରୀପାଟ ନୂଆଗାଁ ଗ୍ରାମର ୬ଜଣ ଶ୍ରମିକ ତାମିଲନାଡୁର ଚେନ୍ନାଇସ୍ଥିତ ଏକ ଟାୟାର କାରଖାନାରେ ଦାଦନ ଖଟିବାକୁ ଯାଇ ପ୍ରାୟ ଅଢ଼େଇ ମାସ ହେବ ଅଟକି ରହିଥିବା ଅଭିଯୋଗ ହୋଇଛି। ଏନେଇ…

ତାମିଲନାଡୁ ସରକାରଙ୍କ କଡ଼ା ନିର୍ଦ୍ଦେଶ: CJP ଆନ୍ଦୋଳନରେ ସାମିଲ ହୋଇପାରିବେନି ଛାତ୍ରୀଛାତ୍ର

ଚେନ୍ନାଇ,୧୯ା୮: ତାମିଲନାଡୁ ସରକାର ବୁଧବାର ଏକ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି। CJP ଆନ୍ଦୋଳନରେ କୌଣସି ଛାତ୍ରୀଛାତ୍ର ସାମିଲ ହୋଇପାରିବେନି ବୋଲି ସରକାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ପୋଲିସ ଓ ଶିକ୍ଷା ବିଭାଗକୁ କଲେଜିଏଟ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶ ରହିଛି।…

ଦାରିଙ୍ଗବାଡି-କୋଟଗଡ଼ ରାସ୍ତା ଅବସ୍ଥା ଶୋଚନୀୟ: ଯାତ୍ରୀବାହୀ ବସ ଚଳାଚଳ ବନ୍ଦ

ଦାରିଙ୍ଗବାଡି, ୧୯।୮ (ଅରୁଣ ସାହୁ):କନ୍ଧମାଳ ଜିଲାରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଜିଲା ପ୍ରଭାବିତ ହୋଇଛି। ଏହି ପ୍ରରିପ୍ରେକ୍ଷୀରେ ଦାରିଙ୍ଗବାଡି ଅଞ୍ଚଳରେ ମଧ୍ୟ ବର୍ଷାର ପ୍ରଭାବ ଲାଗି ରହିଛି। ଫଳରେ ଏକାଧିକ ଗାଁକୁ ରହିଥିବା ପଞ୍ଚାୟତ ରାସ୍ତା ସମେତ ପ୍ରଧାନମନ୍ତ୍ରୀ ସଡ଼କ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସମସ୍ତ ବିଧାୟକଙ୍କୁ ମିଳିବ ନୂଆ କାର୍‌ ସହ…

ଚେନ୍ନାଇ,୧୯ା୮: ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ବୁଧବାର ବିଧାନସଭାରେ ବିଧାୟକ ଏବଂ ଜନସାଧାରଣଙ୍କ ସମ୍ପର୍କରେ ଅନେକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସମସ୍ତ ବିଧାୟକ ସରକାରୀ ଗାଡ଼ି ଏବଂ ଜନଅଭିଯୋଗର ସମାଧାନ କରିବା, ସରକାରୀ ଯୋଜନା ତଦାରଖ…

Video: ଦୁଇ ପତ୍ନୀଙ୍କ କଳହ ମଧ୍ୟରେ ବେହୋସ ହେଲେ ଫୁଟବଲ ପ୍ରଶିକ୍ଷକ, ଚେତା ଫେରିବା ପରେ ପ୍ରଥମ ପତ୍ନୀଙ୍କ ସହ କଲେ ଏମିତି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୯।୮: ପ୍ରାୟତଃ, ଦୁଇଜଣଙ୍କ ମଧ୍ୟରେ ବିବାଦର ମଧ୍ୟସ୍ଥତା କରିବାକୁ ଚେଷ୍ଟା କରୁଥିବା ବ୍ୟକ୍ତି କ୍ରସଫାୟାରରେ ଫସି ଯାଆନ୍ତି; କିନ୍ତୁ, ଯେତେବେଳେ ବିବାଦ ଜଣେ ପୁରୁଷଙ୍କ ଦୁଇ ସ୍ତ୍ରୀଙ୍କ ମଧ୍ୟରେ ହୁଏ, ନାଟକ ଏକ ସମ୍ପୂର୍ଣ୍ଣ ନୂଆ ମୋଡରେ ପହଞ୍ଚିଥାଏ। ଯଦିଓ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?