Home

ଦୁଆରଶୁଣୀ ଘାଟିରେ ୨ ବସ୍‌ ମଝିରେ ପଶିଲା ପିକ୍‌ଅପ୍‌

ବାରିପଦା,୧୦ା୩(ନିଳାଦ୍ରୀ ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ୪୯ନଂ ଜାତୀୟ ରାଜପଥ ବାଙ୍ଗିରିପୋଷି ଦୁଆରଶୁଣୀ ଘାଟିରେ ଦୁଇ ଯାତ୍ରୀବାହୀ ବସ୍‌ ଓ ପିକଅପ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ କେହି ଆହତ ହୋଇ ନ ଥିବା ବେଳେ ଯାତ୍ରୀମାନେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସୂଚନାଯୋଗ୍ୟ, ଦୁଆରଶୁଣୀ…

ଇଜ୍ୟା ପାଇଁ ପରିଚିତା ପାରମିତା

ସ୍କୁଲ ବୟସରୁ ହିଁ ସେ ଗପ, କବିତା ଲେଖିବା ଆରମ୍ଭ କରିଥିଲେ। ପରେ ପରେ ଓଡ଼ିଆ ଓ ହିନ୍ଦୀ ଭାଷାରେ କବିତା ଲେଖିବା ସହ ଅନୁବାଦ ବି କଲେ। ସେ ହେଲେ ପାରମିତା ଷଡ଼ଙ୍ଗୀ। ମା’ କବିତା ଷଡ଼ଙ୍ଗୀ ଓ ପିତା…

ଇବ୍‌ନଦୀରେ ଗୋଟିଏ ପରିବାରର ୩ଜଣ ନିଖୋଜ ଘଟଣା: ଦୁଇଭାଇଙ୍କ ସମେତ ୩ ମୃତଦେହ ଉଦ୍ଧାର

ସୁନ୍ଦରଗଡ଼,୧୦।୩(ଜୟ ନାରାୟଣ ମେଣ୍ଡୁଳି): ପିକନିକ ହେଲା କାଳ। ସୁନ୍ଦରଗଡ ଇବ୍‌ ନଦୀର ସେମ ନା ଘାଟକୁ ପିକନିକ କରିବାକୁ ଯାଇ ନଦୀରେ ଗାଧୋଉଥିବାବେଳେ ୩ଜଣ ପାଣିରେ ବୁଡି ଯାଇଛନ୍ତି । ତେବେ ସେମାନଙ୍କର ମୃତଦେହ ଗତକାଲି ମିଳୁ ନ ଥିବାବେଳେ ଆଜି…

ଅସମୟରେ ଆପଣଙ୍କ ଚୁଟି ପାଚୁଛି କି? ମୁକ୍ତି ପାଇବାକୁ କିଛିଟା ଟିପ୍ସ

ଖରାପ ଲାଇଫ୍‌ଷ୍ଟାଇଲ୍‌ ହେଉ ଅଥବା ଖାଦ୍ୟପେୟରେ ସନ୍ତୁଳନ ନ ରହିବା ଯୋଗୁ କେବଳ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଯାଏ ତାହା ନୁହେଁ, ଏହାର ଅନେକ କୁପ୍ରଭାବ ଆମର ତ୍ୱଚା ଏବଂ ଚୁଟି ଉପରେ ପଡିଥାଏ। ଯେମିତି କି ତ୍ୱଚାରେ ବ୍ରଣ, କଳାଦାଗ ଦେଖାଯିବା…

ଆସୁଛି ଭାଜପାର ଦ୍ୱିତୀୟ ଲିଷ୍ଟ, ତାଲିକାରେ ରହିଛି ଓଡିଶାରୁ ପ୍ରାର୍ଥୀଙ୍କ ନାମ!

ନୂଆଦିଲ୍ଲୀ,୧୦।୩: ଲୋକସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଭାଜପାର କୋର୍‌ କମିଟି ବୈଠକ ଜାରି ରହିଛି। ପ୍ରଥମ ତାଲିକା ପ୍ରକାଶ ପାଇବା ପରେ ଭାଜପା ଦ୍ୱିତୀୟ ତାଲିକା ଖୁବଶୀଘ୍ର ଆସିବାକୁ ଯାଉଛି। ଦଳ ଖୁବଶୀଘ୍ର ଦ୍ୱିତୀୟ ତାଲିକା ପ୍ରକାଶ କରିବ। ଅନୁମାନ…

ମେଣ୍ଟ ହେବ କି ନାହିଁ? ମାର୍ଚ୍ଚ ୧୨ରେ ଆସିବ ସ୍ପଷ୍ଟ ଚିତ୍ର

ଭୁବନେଶ୍ୱର,୧୦।୩: ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ଦିନକୁ ଦିନ ଅଧିକ ରହସ୍ୟମୟ ହୋଇଉଠୁଛି । ମେଣ୍ଟ ହେବ କି ନାହିଁ, ଏ ଉତ୍ତର କାହାରି ପାଖରେ ନାହିଁ । କେହି ମେଣ୍ଟ ହେବ ବୋଲି କହୁଥିବାବେଳେ କେହି କହୁଛନ୍ତି ଏକାକୀ ଲଢିବୁ। ଏସବୁ…

ଭାଜପାରେ କାର୍ତ୍ତିକ, ସୁବିଧାଜନକ ସ୍ଥିତିରେ ବିଭୂତି

କାମାକ୍ଷାନଗର, ୧୦ା୩ (ଅମଜାଦ ଖାନ୍‌): ଚାରିଆଡ଼େ ନିର୍ବାଚନୀ ପବନ ବହୁଛି। ନିଲମ୍ବନ, ବହିଷ୍କାର, ଦଳଡିଆଁ, ମିଶ୍ରଣପର୍ବ ଆଦି ଜାରି ରହିଛି। ବିଭିନ୍ନ ଦଳରେ ଟିକେଟକୁ ନେଇ ଟଣାଓଟରା ଆରମ୍ଭ ହୋଇଛି। ପୁଣି ବିଜେଡି-ଭାଜପା ମେଣ୍ଟ ଆଲୋଚନାକୁ ନେଇ ବହୁକଥା ଶୁଣିବାକୁ ମିଳୁଛି।…

ଆଶାୟୀଙ୍କଠୁ ଆଗରେ ଅରବିନ୍ଦ

କେନ୍ଦ୍ରାପଡ଼ା,୧୦ା୩(ଜଗନ୍ନାଥ ଧଳ): ବିଜେଡିର ପ୍ରତିଷ୍ଠାତା ସଦସ୍ୟ ତଥ ଭାଜପା ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ନିକଟରେ ବିଜେଡିରେ ସାମିଲ ହେବା ପରେ କେନ୍ଦ୍ରାପଡ଼ା ଜିଲା ପାଟକୁରା ରାଜନୀତି ଚଳଚଞ୍ଚଳ ହୋଇଛି । ଗତ ୨୪ ବର୍ଷ ହେଲା ପ୍ରାୟ ସବୁଆଡ଼ୁ…

ମାଛବଂଶ ଲୋପ, ଚିନ୍ତାରେ ମତ୍ସ୍ୟଜୀବୀ

ରାଉରକେଲା,୧୦।୩(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ସହର ଦେଇ ପ୍ରବାହିତ ବ୍ରାହ୍ମଣୀ, କୋଏଲ ଏବଂ ଶଙ୍ଖ ନଦୀରେ ବିଷାକ୍ତ ରାସାୟନିକ ପଦାର୍ଥ ମିଶୁଥିବାରୁ ଏହି ୩ ନଦୀ କ୍ରମେ ପ୍ରଦୂଷିତ ହେବାରେ ଲାଗିଛି। ଏହା ନଦୀରେ ମାଛବଂଶ ବୃଦ୍ଧିରେ ବାଧକ ସାଜିବା ସହ ଏହାର…

୫ ଟଙ୍କାରେ ବୋତଲ ପାଣି, ବିଶୁଦ୍ଧତାକୁ ନେଇ ଉଠିଲା ପ୍ରଶ୍ନ

ବ୍ରହ୍ମପୁର,୧୦ା୩ (ସ୍ମୃତିରଞ୍ଜନ ମହାଲିକ):ମାର୍ଚ୍ଚ ଆରମ୍ଭରୁ ତାତି ବଢ଼ିଲାଣି। ମଧ୍ୟାହ୍ନ ବେଳକୁ ଅସମ୍ଭାଳ ଖରା। ଖରାରେ ଶୋଷ ମେଣ୍ଟାଇବାକୁ ଲୋକେ ବିଭିନ୍ନ ମୃଦ୍ୟୁ ପାନୀୟ ଉପରେ ନିର୍ଭର କରୁଛନ୍ତି। ଭଲ କମ୍ପାନୀର ପାଣି ବୋତଲ ଅଧିକ ଦରରେ ବିକ୍ରି ହେଉଥିବା ବେଳେ ଅନେକ…

ଜଗତ୍‌ସିଂହପୁରରେ ରିହାତି ଚାଉଳ, ଡାଲି ପାଇଁ ଠେଲାପେଲା

ଜଗତ୍‌ସିଂହପୁର, ୧୦।୩(ପ୍ରମୋଦ କୁମାର ନାୟକ)ଆଜାଦୀ କା ଅମୃତ ମହୋତ୍ସବ ଅବସରରେ କେନ୍ଦ୍ର ସରକାର ଖାଉଟିଙ୍କୁ ରିହାତି ଦରରେ ଚାଉଳ, ଚଣା ଡାଲି, ଅଟା, ଚିନି, ତେଲ ଓ ପିଆଜ ଯୋଗାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନାଫେଡ୍‌ (ନ୍ୟାଶନାଲ ଆଗ୍ରିକଲଚରାଲ କୋ-ଅପରେଟିଭ ମାର୍କେଟିଂ…

ନୂଆ ତତ୍ପର, ପୁରୁଖା ଛାନିଆ

ବରଗଡ଼, ୧୦।୩ (ପ୍ରେମାନନ୍ଦ ଖମାରୀ): ଓଡ଼ିଶାରେ ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ଚାରିଆଡ଼େ ହୁରି ପଡ଼ିଛି। ହେଲେ ବରଗଡ଼ ଜିଲାରେ ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ନିଜ ଢଙ୍ଗରେ ନିର୍ବାଚନୀ ସଜବାଜ ଚଳାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?