Home

କ୍ୟାବିନେଟ୍‌ ନିଷ୍ପତ୍ତିକୁ ଓଷ୍ଟାର ବିରୋଧ

ଭୁବନେଶ୍ୱର,୯ା୩: ବ୍ଲକଗ୍ରାଣ୍ଟ୍‌ ଶିକ୍ଷକଙ୍କ ଅବସରକାଳୀନ ସହାୟତା ନିଷ୍ପତ୍ତିକୁ ଓଷ୍ଟା ବିରୋଧ କରିଛି। କ୍ୟାବିନେଟ୍‌ର ଏପରି ନିଷ୍ପତ୍ତିକୁ ବିକଳାଙ୍ଗ ଓ ବିକୃତ ମାନସିକତା କହିଛି ଓଷ୍ଟା। ଏଥିସହିତ ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଓଷ୍ଟା ପେନ୍‌ସନ୍‌ ଦାବି କରିଛି। କ୍ୟାବିନେଟ୍‌ର ଏହି ନିଷ୍ପତ୍ତିକୁ ବିରୋଧ…

ଦାୟିତ୍ୱ ନେଲେ ଥାନା ଅଧିକାରୀ

ଗୋପାଳପୁର,୯ା୩(ନବୀନ ରାଜ ଆଚାର): ବ୍ରହ୍ମପୁର ପୋଲିସ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ସବୁ ଥାନାଧିକାରୀଙ୍କୁ ଅଦଳବଦଳ କରାଯାଇଛି। ଏହି ପରିପ୍ରେକ୍ଷୀରେ ଗୋଳନ୍ଥରା ଥାନାଧିକାରୀ ଭାବେ ବିବେକାନନ୍ଦ ସ୍ବାଇଁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଗତ ଫେବୃଆରୀରେ ଥିବା ଥାନା ଅଧିକାରୀ…

ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ: ୩୮,୪୪୭ ମାମଲାର ହେଲା ସମାଧାନ

ଭୁବନେଶ୍ୱର,୯ା୩(ଅସମାପିକା ସାହୁ): ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଖୋର୍ଦ୍ଧା ଜିଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଅନୁଷ୍ଠିତ ହୋଇଛି । ଜିଲା ଓ ଦୌରାଜଜ୍‌ ତଥା ଜିଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ନିଶିଥ ନିଶାଙ୍କଙ୍କ ନିର୍ଦ୍ଦେଶରେ…

ବର୍ଷକୁ ୫୦୦ ଜଣ ନେବେ ପାଇଲଟ୍‌ ଟ୍ରେନିଂ, ୬୬୨ କୋଟି ଟଙ୍କା ମଞ୍ଜୁର କଲେ ସରକାର

ଭୁବନେଶ୍ୱର,୯ା୩(ଅନିଲ ଦାସ): ରାଜ୍ୟରେ ଦକ୍ଷ ପାଇଲଟ ସୃଷ୍ଟି କରିବା ପାଇଁ ରାଜ୍ୟ ସରକାର ଢେଙ୍କାନାଳ ଜିଲାର ବିରାଶାଳଠାରେ ବିଜୁ ପଟ୍ଟନାୟକ ଆଭିଏଶନ ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ସେଠାରେ ପାଇଲଟ ଟ୍ରେନିଂ, ସିମୁଲେଟର ଟ୍ରେନିଂ ଏବଂ କ୍ୟାବିନ୍‌ କ୍ରୁ…

ରାଜ୍ୟରେ ନିର୍ମାଣ ହେବ ୩୧୮ ବସ୍‌ଷ୍ଟାଣ୍ଡ, କ୍ୟାବିନେଟ୍‌ ବୈଠକରେ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୯ା୩(ଅନିଲ ଦାସ): ରାଜ୍ୟରେ ପରିବହନ ଭିତ୍ତିଭୂମି ଓ ସୁବିଧାକୁ ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ଆମ ବସ୍‌ଷ୍ଟାଣ୍ଡ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାରେ ରାଜ୍ୟର ୩୦ ଜିଲାରେ ୩ଟି ପର୍ଯ୍ୟାୟରେ ସମୁଦାୟ ୩୧୮ଟି ବସ୍‌ଷ୍ଟାଣ୍ଡ ନିର୍ମାଣ କରିବାକୁ ପ୍ରସ୍ତାବ…

ଯେଉଁଦିନ ଏଭଳି ହେଲା, ସନ୍ନ୍ୟାସ ଘୋଷଣା କରିଦେବେ ରୋହିତ ଶର୍ମା

ଧର୍ମଶାଳା,୯।୩: ଭାରତରେ ଟେଷ୍ଟ ସିରିଜ ଜିତିବା ବିଦେଶୀ ଦଳଗୁଡ଼ିକ ପାଇଁ ଅସମ୍ଭବ ଭଳି ମନେ ହେଉଛି। ଏହାର ସଦ୍ୟ ଶିକାର ହୋଇଛି ବେନ ଷ୍ଟୋକ୍ସଙ୍କ ଅଧିନାୟକତ୍ୱର ଇଂଲଣ୍ଡ। ଦଳ ଶନିବାର ଖେଳାଯାଇଥିବା ଅନ୍ତିମ ଟେଷ୍ଟରେ ପରାଜୟ ସହ ସିରିଜକୁ ହରାଇଛି। ରୋହିତ…

ଫେରାଦ ହେଲା ଭାଜପା: ୩ ବର୍ଷରୁ ଅଧିକ ସମୟ ଗୋଟିଏ ସ୍ଥାନରେ ଥିବା ଅଧିକାରୀଙ୍କୁ ତୁରନ୍ତ ବଦଳି କରାଯାଉ

ଭୁୁବନେଶ୍ୱର,୯ା୩(ଅନିଲ ଦାସ): ଆଗକୁ ଲୋକ ସଭା ଓ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହି ନିର୍ବାଚନରେ ସରକାରୀ ଦଳ କଳବଳର ଅପପ୍ରୟୋଗ କରି ନିର୍ବାଚନ ଜିତିବାକୁ ଚାହୁଁଛି। ଏଣୁ ନିର୍ବାଚନ ପରିଚାଳନାକୁ ଅବାଧ ଓ ନିରପେକ୍ଷ କରାଇବା ପାଇଁ ୩ ବର୍ଷରୁ…

ରାଜ୍ୟ କ୍ୟାବିନେଟ୍‌ରେ ୧୭ ପ୍ରସ୍ତାବକୁ ମଞ୍ଜୁରୀ: ସମସ୍ତ ୟୁଜି, ପିଜି ଛାତ୍ରୀଛାତ୍ରଙ୍କୁ ମିଳିବ ଛାତ୍ରବୃତ୍ତି

ଭୁବନେଶ୍ୱର,୯ା୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ଆୟୋଜିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏହି ବୈଠକରେ ରାଜ୍ୟର ସମସ୍ତ ୟୁଜି ଓ ପିଜି ପିଲାଙ୍କୁ ନୂଆ-ଓ ଛାତ୍ରବୃତ୍ତି ମିଳିବ ବୋଲି ନିଷ୍ପତ୍ତି ହୋଇଛି। ପୂର୍ବରୁ କେବଳ…

ଇବ୍‌ ନଦୀରେ ଭାସିଗଲେ ୩ ନାବାଳକ

ସୁନ୍ଦରଗଡ଼,୯ା୩: ସୁନ୍ଦରଗଡ଼ ସହର ସେମିନାରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଇବ୍‌ ନଦୀରେ ଭାସି ଯାଇଛନ୍ତି ୩ ନାବାଳକ। ପରିବାର ସହ ଭୋଜି କରିବାକୁ ଆସି ଏହି ୩ ନାବାଳକ ଚୋରାବାଲିରେ ଫସି ଯାଇଥିବା ଅନୁମାନ କରାଯାଉଛି। ଖବର ପାଇ…

ବ୍ୟାଗ୍‌ ଭିତରୁ ମିଳିଲା ନବଜାତ ଶିଶୁର ମୃତଦେହ, ସିସିଟିଭି ଫୁଟେଜ୍‌ ଅଣ୍ଡାଳୁଛି ପୋଲିସ

ଭୁବନେଶ୍ୱର,୯।୩ (ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ପଛପଟ ପଡିଆରୁ ଶନିବାର ଏକ ନବଜାତ ଶିଶୁର ମୃତଦେହ ମିଳିଛି । ମୃତ ଶିଶୁ କାହାର ଓ କିଏ ଫିଙ୍ଗିଛି ତାହା ଏଯାବତ ଜଣାପଡିନାହିଁ। ଖବର ପାଇ ପୋଲିସ ମୃତଦେହ ଏକ ବ୍ୟାଗ…

ICAIର ବଡ଼ ଘୋଷଣା! ଏବେ ବର୍ଷକୁ ଦୁଇଥର ନୁହେଁ ତିନି ଥର ଦେଇପାରିବେ CA ପରୀକ୍ଷା, ଜାଣନ୍ତୁ ସବିଶେଷ

ନୂଆଦିଲ୍ଲୀ,୯।୩: ଚାଚାର୍ଡ ଆକାଉଣ୍ଟାଣ୍ଟ(ସିଏ) ପାଇଁ ପ୍ରସ୍ତୁତି କରୁଥିବା ଛାତ୍ରମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି । ଇନଷ୍ଟିଚ୍ୟୁଟ ଅଫ ଚାର୍ଟାର୍ଡ ଆକାଉଣ୍ଟାଣ୍ଟସ ଅଫ୍‌ ଇଣ୍ଡିଆ (ଆଇସିଏଆଇ) ଶୁକ୍ରବାର ସିଏର ଫାଉଣ୍ଡେସନ ଏବଂ ଇଣ୍ଟରମିଡିଏଟ୍‌ ପରୀକ୍ଷାକୁ ନେଇ ଏକ ବଡ଼ ଘୋଷଣା କରିଛି।…

ଦାବି ପୂରଣ ନ ହେଲେ ସମୂହ ଭୋଟ୍‌ ବର୍ଜନ କରିବେ ବ୍ରାହ୍ମଣୀଗାଁବାସୀ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୯ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁକୁ ବ୍ଲକ ଘୋଷଣା ଦାବି ଜୋର ଧରିଛି। ଶନିବାର ଉକ୍ତ ବ୍ଲକ ଦୁର୍ଗମ ଅଞ୍ଚଳ କାଟିଙ୍ଗିଆ ପଞ୍ଚାୟତର ମିଞ୍ଜାପଙ୍କାଠାରେ ଏନେଇ ବିଶାଳ ଜନସମାବେଶ ହୋଇଛି। ଏଥିରେ ବ୍ରାହ୍ମଣୀଗାଁକୁ ବ୍ଲକ ଘୋଷଣା ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?