ବିହାରରୁ ବଡ଼ ଖବର; ବାଙ୍କିପୁର ଉପନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର, PK ଖେଳିବେ…
ପାଟନା,୫ା୭: ବିହାରର ରାଜନୈତିକ ଦୃଶ୍ୟପଟରେ ଏକ ନୂତନ ହଇଚଇ ସୃଷ୍ଟି ହୋଇଛି । ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ଜନ ସୁରାଜ ପାର୍ଟି ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଭାବରେ ଘୋଷଣା କରିଛି। ଉଲ୍ଲେଖନୀୟ ଯେ ବାଙ୍କିପୁରରେ ଉପନିର୍ବାଚନ ଜୁଲାଇ ୩୦ରେ ହେବାକୁ…
ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ: କୋରାପୁଟ ଜିଲାରୁ ବାଦ୍ ପଡ଼ିଲେ…
କୋରାପୁଟ,୫ା୭(ଅମିତାଭ ବେହେରା): ରବିବାର କୋରାପୁଟସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତା ଆୟୋଜିତ ବୈଠକରେ ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ କରାଯାଇଥିବାବେଳେ ଏଥିରୁ ୬୨ ହଜାର ୨୯୦ ଜଣ ଭୋଟର ବାଦ ପଡ଼ିଛନ୍ତି। ୬୨ ହଜାର ୨୯୦…
ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ
ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି ହୋଇଛି ଫାଟ। ଚଳିତ ବର୍ଷ ମାର୍ଚ୍ଚରେ ଦୁହେଁ ପରସ୍ପର ସହ ନିର୍ବନ୍ଧ କରିଥିଲେ।…
ବାଇକ୍ ସହ ଲୁଟିନେଇଥିଲେ ଟଙ୍କା, ପୋଲିସ ୫ ଜଣଙ୍କୁ ଗିରଫ କରି ତାଙ୍କଠାରୁ…
ରିଷିଡ଼ା/ମ.ରାମପୁର,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ନିକଟସ୍ଥ ଅରନଝରଣ ଘାଟିଠାରେ ୩ତାରିଖ ଶୁକ୍ରବାର ୫ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ବଗବେଡ଼ା ଗାଁର ହେମସାଗର ଦେହେରିଆ ଓ ତାଙ୍କ ସାଙ୍ଗ ମଧୁସୂଦନ ପାତ୍ର ଦୁଇ ଜଣ ପେଟ୍ରୋଲ କିଣି ନିଜ ଗାଁକୁ…
ମେଟାକୁ କେନ୍ଦ୍ର ସରକାରଙ୍କ ଅଲ୍ଟିମେଟମ୍, ଏହି ବିଜ୍ଞାପନ ବନ୍ଦ କରିବାକୁ ଦେଲେ ନିର୍ଦ୍ଦେଶ
ନୂଆଦିଲ୍ଲୀ,୫ା୭: ଶିଶୁ ଯୌନ ଶୋଷଣ ସହିତ ଜଡିତ ଇନଷ୍ଟାଗ୍ରାମରେ ଦେୟଯୁକ୍ତ ବିଜ୍ଞାପନ ସମ୍ପର୍କରେ ଭାରତ ସରକାର ମେଟା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସୂତ୍ର ଅନୁସାରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ମେଟାକୁ ଏକ ନୋଟିସ…
ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍ ପଡ଼ିଲେ…
ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍.ଆଇ.ଆର୍) କାର୍ଯ୍ୟକ୍ରମ ରାଜ୍ୟବ୍ୟାପୀ ଜାରି ରହିଛି। ଏହି ଅବସରରେ ଛତ୍ରପୁରଠାରେ ରବିବାର ଗଞ୍ଜାମ…
୯ ଘଣ୍ଟା ଧରି ପାଣିରେ ଫସିଛି କାର୍, ଭିତରେ ୪ ଜଣ ଥାଇ…
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଲାଠୋର ନୂଆପଡ଼ା ରାସ୍ତାରେ ଥିବା ରେଲଓ୍ବେ ଅଣ୍ଡର ଗ୍ରାଉଣ୍ଡ ପୋଲ ଭିତର ଦେଇ ଏକ କାର୍ ଯାଉଥିବାବେଳେ ପାଣି ଭିତରେ ଫସି ଯାଇଥିଲା। କାର୍ ଭିତରେ ବସିଥିବା ୪ଜଣ ଅଳ୍ପକେ ବର୍ତ୍ତି ଯାଇଥିଲେ।…
ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ: ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଲାଗି ରହିଛି ବର୍ଷା। ଲଗାଣ ବର୍ଷା ଗରିବ ଲୋକଙ୍କ ପାଇଁ ସତେ ଯେମିତି କାଳ ସାଜିଛି। ଶନିବାର ରାତିରେ ପ୍ରବଳ ବର୍ଷା ଯୋଗୁ କାନ୍ଥପଡ଼ି ସ୍ବାମୀଙ୍କ ମୃତ୍ୟୁ ହୋଇଥିବାବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ଏପରି…
Aamir Khan Wedding: ୬୦ ବର୍ଷରେ ତୃତୀୟ ବିବାହ କଲେ ଆମିର, ବଧୂ ସାଜିଲେ ଗୌରୀ, ଦେଖନ୍ତୁ PHOTO
ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ମୁମ୍ବାଇର ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ସେ ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରାଟ୍ଙ୍କ ସହ ତୃତୀୟ ବିବାହ କରିଛନ୍ତି। ୬୦ ବର୍ଷ ବୟସରେ ଆମିର ଅତି ସାଧାରଣ ଭାବେ ଗୌରୀଙ୍କ…
SIRରେ କଟିଲା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନାଁ
ଭୁବନେଶ୍ୱର,୫ା୭: ରାଜ୍ୟରେ SIR ପ୍ରକ୍ରିୟାରେ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍ ଗୋପାଳନ। ରାଜ୍ୟରେ ବର୍ତ୍ତମାନ ୩ କୋଟି ୧୩ ଲକ୍ଷ ଭୋଟର ରହିଛନ୍ତି। ଅଯୋଗ୍ୟ ବ୍ୟକ୍ତିଙ୍କୁ…
ବର୍ଷାରେ ଡ୍ରେନ୍ ପାଣି ନିଷ୍କାସନ ନ ହେବାରୁ ନିଜେ ସଫା କଲେ ସରପଞ୍ଚ, ଦିବ୍ୟାଙ୍ଗ ହୋଇ ବି…
କେସିଙ୍ଗା,୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବେଲଖଣ୍ଡି ପଞ୍ଚାୟତର ପଲସାପଡ଼ା ଗ୍ରାମରେ ଡ୍ରେନ୍ ପୋତି ହୋଇଯିବାରୁ ଗାଁ ରାସ୍ତାରେ ପାଣି ଜମିରହିଥିଲା। ଗାଁ ରାସ୍ତାରେ ଡ୍ରେନ୍ ପାଣି ଜମା ରହିବାରୁ ଗମନାଗମନ କ୍ଷେତ୍ରରେ ଘୋର ସମସ୍ୟା ହେଉଥିଲା। ଲଗାତର…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି, ୨୪ ଘଣ୍ଟା ମଧ୍ୟରେ…
ଭୁବନେଶ୍ୱର,୫ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗର ୫୦ କିମି ଦୂରରେ ଅବପାତ ହୋଇଥିବାବେଳେ ଚାନ୍ଦବାଲିର ଉତ୍ତରପୂର୍ବ ଦିଗର ୬୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ବର୍ତ୍ତମାନ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି ଅବପାତ। ଓଡ଼ିଶା ଉପକୂଳକୁ ମାଡି…

