Home

ଶେଷରେ ଅପେକ୍ଷାର ଅନ୍ତ: ନାଟୋରେ ଏଣ୍ଟ୍ରି କଲା ସ୍ବିଡେନ

ଷ୍ଟକହୋମ,୮।୩: ସ୍ବିଡେନ ନାଟୋର ୩୨ତମ ସଦସ୍ୟ ଦେଶ ହୋଇଛି। ଏହା ସହିତ ପ୍ରାୟ ଦୁଇ ଦଶନ୍ଧି ଧରି ସ୍ବିଡେନ, ନାଟୋ ଗ୍ରୁପରେ ଯୋଗ ଦେଇଛି। ସ୍ବିଡେନର ପ୍ରଧାନମନ୍ତ୍ରୀ ଉଲଫ କ୍ରିଷ୍ଟରସନ ଦେଶର ନାଟୋରେ ଯୋଗଦେବାକୁ ସ୍ବାଧୀନତାର ବିଜୟ ବୋଲି ବର୍ଣ୍ଣନା କରିଛନ୍ତି।…

ଗ୍ୟାଙ୍ଗଷ୍ଟର୍‌-ଲେଡି ଡନ୍‌ଙ୍କ ବିବାହରେ ପୋଲିସ ସାଜିବ ବରଯାତ୍ରୀ

ଦ୍ୱାରକା,୮।୩: ହରିୟାଣାର ଗ୍ୟାଙ୍ଗଷ୍ଟର ସନ୍ଦୀପ ଜାଡେଡି ଓରଫ କାଲା ଏବଂ ରାଜସ୍ଥାନର ଲେଡି ଡନ ଅନୁରାଧା ଚୌଧୁରୀଙ୍କ ବିବାହରେ ପୋଲିସ ବରଯାତ୍ରୀ ହେବେ। କାଲା ମାତ୍ର ୬ ଘଣ୍ଟା ଜାମିନରେ ତିହାର ଜେଲରୁ ବାହାରିବେ। ବିବାହ ପାଇଁ କୋର୍ଟ ତାଙ୍କୁ ପାରୋଲ…

ଆଗ୍ରହରୁ ଅଗ୍ରଣୀ ବ୍ୟବସାୟୀ

ବାଣିଜ୍ୟ ବିଭାଗର ଛାତ୍ର ହୋଇ ମଧ୍ୟ ବ୍ୟବସାୟ ପ୍ରତି ମନରେ ବେଶ୍‌ ଦୁର୍ବଳତା ଥିଲା। ଫଳରେ ଉଚ୍ଚଶିକ୍ଷା ଏବଂ ଦିଲ୍ଲୀରୁ ମ୍ୟାନେଜ୍‌ମେଣ୍ଟରେ ଉଚ୍ଚତର ଶିକ୍ଷା ଶେଷ ପରେ ସେ ରାଜ୍ୟରେ କର୍ମନିଯୁକ୍ତି ପାଇଥିଲେ। ହେଲେ ଆଗ୍ରହକ୍ରମେ ସେ ନିଜସ୍ବ ବ୍ୟବସାୟ ଆରମ୍ଭ…

ଆଇପିଏଲ୍‌ ପୂର୍ବରୁ ‘ଗବର’ଙ୍କ ଜଲଓ୍ବା

ନୂଆଦିଲ୍ଲୀ,୮।୩: ଆଇପିଏଲ ୨୦୨୪ ଆଉ କିଛି ଦିନ ବାକି ଅଛି ଏବଂ ଖେଳାଳିମାନେ ମଧ୍ୟ ଏହି ଦୁଇ ମାସର ଟୁର୍ନାମେଣ୍ଟ ପାଇଁ ପ୍ରସ୍ତୁତ ହେଉଛନ୍ତି। ଏହି ନାମଗୁଡିକ ମଧ୍ୟରୁ ଗୋଟିଏ ହେଉଛି ଭାରତୀୟ ଦଳର ଅଧିନାୟକ ଥିବା ଶିଖର ଧାୱନ। ଆଜିକାଲି…

ମହିଳା ଦିବସରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା, କମିଲା ଗ୍ୟାସ ଦର

ନୂଆଦିଲ୍ଲୀ,୮।୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ମହିଳାମାନଙ୍କୁ ବଡ ଉପହାର ଦେଇଛନ୍ତି। ଏହି ଘୋଷଣା କରି ପ୍ରଧାନମନ୍ତ୍ରୀ ମୋଦି ଶୁକ୍ରବାର କହିଛନ୍ତି ଯେ, ଭାରତୀୟ ଜନତା ପାର୍ଟି (ଭାଜପା) ନେତୃତ୍ୱାଧୀନ ସରକାର ଏଲପିଜି ସିଲିଣ୍ଡର ମୂଲ୍ୟରେ…

ଆଜି ଅନ୍ତର୍ଜାତୀୟ ମହିଳା ଦିବସ: ଶିଶୁ ଶ୍ରମିକରୁ ଶିଶୁ ସୁରକ୍ଷାକାରୀ

ଭବାନୀପାଟଣା,୮।୩(ଉତ୍ତମ କୁମାର ଦାଶ):ଦିନେ ସେ ଥିଲେ ଶିଶୁ ଶ୍ରମିକ। ଆଉ ଆଜି ଶିଶୁ ସୁରକ୍ଷାକାରୀ। ଆଦିବାସୀ ଝିଅ ଗୁଆଦେଇ ଭୋଇ କଳାହାଣ୍ଡି ଜିଲା ପାଇଁ ଉଦାହରଣ ପାଲଟିଛନ୍ତି। ଜୁନାଗଡ ବ୍ଲକ ଅନ୍ତର୍ଗତ ଦେଦର ଗ୍ରାମର ମା’ବାପା ଛେଉଣ୍ଡ ଝିଅ ଗୁଆଦେଇ ଭୋଇ…

କୋହଲିଙ୍କ ରେକର୍ଡ ଭାଙ୍ଗିଦେଲେ ଯଶସ୍ବୀ ଜୟସ୍ବାଲ

ଧର୍ମଶାଳା,୮।୩: ଧର୍ମଶାଳାରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ପଞ୍ଚମ ଟେଷ୍ଟରେ ଯଶସ୍ବୀ ଜୟସ୍ବାଲ ପୁଣି ଥରେ ଚମତ୍କାର ବ୍ୟାଟିଂ କରିଥିଲେ। ସେ ୫ ଚୌକା ଓ ୩ ଛକା ସହାୟତାରେ ୫୮ ବଲରେ ୫୭ ରନ ସଂଗ୍ରହ କରିଥିଲେ। ଏହି…

ଆଜି କପିଳାସରେ ପ୍ରସିଦ୍ଧ ଜାଗର ଯାତ୍ରା: ରାତି ୩ଟା ୫୫ରେ ଉଠିବ ମହାଦୀପ

ଢେଙ୍କାନାଳ,୮ା୩(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସରେ ଶୁକ୍ରବାର ମହା ଶିବରାତ୍ରି ଉପଲକ୍ଷେ ପ୍ରସିଦ୍ଧ ଜାଗର ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। କପିଳାସ ପୀଠର ମହାପ୍ରଭୁ ଶ୍ରୀଶ୍ରୀ ଚନ୍ଦ୍ରଶେଖର ଜୀଉଙ୍କ ମହା…

ସଂଯୋଗ ବିଚ୍ଛିନ୍ନ ପରେ ପ୍ରଶାସନର ତନାଘନା

ଅନୁଗୋଳ,୮ା୩(ଅମିତ କୁମାର ସାମଲ): ଅନୁଗୋଳରେ ନିର୍ମାଣ ହୋଇଛି ବିଶ୍ୱସ୍ତରୀୟ ଲାଇବ୍ରେରି ବ୍ଲାକ ଡାଇମଣ୍ଡ। ହରିମୌରି ଛକ ନିକଟରେ ନିର୍ମିତ ଏହି ଲାଇବ୍ରେରି ଗତ ଡିସେମ୍ବର ୮ରେ ଉଦ୍‌ଘାଟିତ ହୋଇଥିଲା। ହେଲେ ଉଦ୍‌ଘାଟନ ପରଠାରୁ ଏହାର ବିଦ୍ୟୁତ୍‌ ବିଲ୍‌ ବକେୟା ରହିଛି। ଏପରି…

ହଠାତ୍‌ ଅନର୍ଜାତୀୟ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୮।୩:ଆଫଗାନିସ୍ତାନର ବ୍ୟାଟ୍ସମ୍ୟାନ ନୁର ଅଲି ଜାଦ୍ରାନ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅନେକ ସମୟରେ ଆଫଗାନିସ୍ତାନ ପାଇଁ ନୁର ଅଲି ଭଲ ପ୍ରଦର୍ଶନ କରିଛନ୍ତି। କିନ୍ତୁ ସେ ଭାରତ ବିରୋଧରେ ଫ୍ଲପ କରିଛନ୍ତି। ନୁର ଅଲି ଭାରତ ବିପକ୍ଷରେ ମୋଟ…

ଆଜି ଅନ୍ତର୍ଜାତୀୟ ମହିଳା ଦିବସ: ସଫଳ ମହିଳା ରୀତାରାଣୀ

ରାୟଗଡ଼ା,୮।୩ (ଭାଗ୍ୟଶ୍ରୀ ମିଶ୍ର): ନାରୀମାନେ ଏବେ ସବୁ କ୍ଷେତ୍ରରେ ସଫଳ। ପ୍ରତ୍ୟେକ କାର୍ଯ୍ୟରେ ମହିଳାମାନେ ଆଗରେ। ନାରୀମାନେ ନିଜେ ଆଗକୁ ବଢ଼ିବା ସହ ଅନ୍ୟମାନଙ୍କୁ ମଧ୍ୟ ରାସ୍ତା ଦେଖାଇଥାଆନ୍ତି, ଯାହା ରାୟଗଡ଼ା ଜିଲା ଗୌତମନଗରରେ ରହୁଥିବା ରୀତାରାଣୀ ମିଶ୍ରଙ୍କୁ ଦେଖିଲେ ଭଲଭାବେ…

ବଡ଼ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: କୌଣସି ଏସିଆନ୍‌ ବ୍ୟାଟ୍ସମ୍ୟାନ୍‌ ଏମିତି କରିପାରିନାହାନ୍ତି

ଧର୍ମଶାଳା,୮।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଶେଷ ଟେଷ୍ଟର ପ୍ରଥମ ଇନିଂସରେ ଇଂଲଣ୍ଡ ଦଳ ୨୧୮ ରନରେ ଅଲଆଉଟ ହୋଇଥିଲେ। ଏହାର ଜବାବରେ ଭାରତ ଗୋଟିଏ ଉଇକେଟ ହରାଇ ୧୩୦ ରନ୍‌ କରିଛନ୍ତି। ବର୍ତ୍ତମାନ ଭାରତୀୟ ଅଧିନାୟକ ରୋହିତ ଶର୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?