Home

ମଣ୍ଡିରୁ ଉଠୁନି ଧାନ, ଚାଷୀ ଅସନ୍ତୋଷ: ଦିନ ରାତି ଜଗି ବସିଛନ୍ତି ଚାଷୀ

ଅତାବିରା, ୧୯ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଗତ ମାସ ୨୮ ତାରିଖରୁ ମଣ୍ଡି ଖୋଲିଥିବା ବେଳେ ବର୍ତ୍ତମାନ ମଧ୍ୟ ଧାନ କିଣା ବିକା ସ୍ବାଭାବିକ ହୋଇପାରି ନାହିଁ l ଜିଲାର ୧ଲକ୍ଷ ୬୮ହଜାରରୁ ଊର୍ଦ୍ଧ୍ୱ ଚାଷୀ ପଞ୍ଜୀକୃତ ହୋଇଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ…

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସଂସଦରେ ସୂଚନା ଦେଇଛନ୍ତି। ତେଲୁଗୁ ଦେଶମ ପାର୍ଟି (ଟିଡିପି) ସାଂସଦ ଭେମିରେଡ୍ଡି ପ୍ରଭାକର ରେଡ୍ଡିଙ୍କ…

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ତିତିଖଣ୍ଡିି ଗ୍ରାମରେ ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି। ସୂଚନାନୁଯାୟୀ, ପି.ସରୋଜିନୀ(୬୫)ଙ୍କ ମୃତ୍ୟୁର…

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା ଦେଖାଇ ପାରିଛନ୍ତି । ଆଧୁନିକ ଚାକଚକ୍ୟ ମଧ୍ୟରେ ଏହି ଜୁଆଙ୍ଗମାନଙ୍କ ପାରମ୍ପରିକ କଳା, ସଂସ୍କୃତି…

୨୦୨୬ ଆରମ୍ଭରୁ ୪ ଅଦ୍ଭୁତ ରାଜଯୋଗ: ଏସବୁ ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ସଫଳତା ସହ ଅପାର ଧନଲାଭ…

ଆଉ ଦୁଇ ସପ୍ତାହ ପରେ ଆସିବ ନୂଆବର୍ଷ ୨୦୨୬। ଏହାକୁ ନେଇ ଏବେଠାରୁ  ଉତ୍କଣ୍ଠା ବଢ଼ିବାରେ ଲାଗିଲାଣି। ଏମିିତିରେ ଜ୍ୟୋତିଷମାନେ ମଧ୍ୟ ନୂଆ ବର୍ଷ କାହାପାଇଁ କିଭଳି ଯିବ ସେନେଇ ଜଣାଇବା ଆରମ୍ଭ କରିଛନ୍ତି। ଆଜି ଆମେ ସେହି ବିଷୟରେ ଜଣାଇବୁ।…

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି ବର୍ଷ ଗୁରୁତର ଭାବରେ ଦୁର୍ବଳ ହୋଇଯାଇଥିଲା। ଅନ୍ୟପକ୍ଷରେ ୨୦୨୫ରେ ଏକ ଆକ୍ରମଣରେ ଏହାର ୧୪…

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା କଥା ହେବା ପରେ ମହମ୍ମଦ ମୋକିମଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ମୋକିମ କହିଛନ୍ତି,…

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ମୁଖ୍ୟ ମଣ୍ଡପରେ ଆଦିବାସୀ ସଂସ୍କୃତି ଓ ଚାଲିଚଳଣିର ଝଲକ ଦେଖିବାକୁ ମିଳିବ।…

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ ଜଣକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ନେଇ ସୂଚନା ରହିଛି । ସୋର ମେଡିକାଲ ପରିସର…

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଯନ୍ତ୍ରପାତି ମେଳାକୁ ଏନ୍‌ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର ମୁଖ୍ୟ…

ବଲାଙ୍ଗୀରରେ ଗଠନ ହେଲା ଭାଜପାର ୯୦ ଜଣିଆ ଟିମ୍‌, ସୁଦୃଢ଼ ହେବ…

ବଲାଙ୍ଗୀର,୧୮ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭାରତୀୟ ଜନତା ପାର୍ଟି ତରଫରୁ ଗୁରୁବାର ଜିଲା ସ୍ତରରେ ଏକ ବୈଠକ ପଥରଚେପା ଭାଜପା କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ଭାଜପା ଜିଲା ସଭାପତି ଶ୍ରୀବତ୍ସ ବେହେରାଙ୍କ ଅଧକ୍ଷତରେ ଜିଲା ଭାଜପା ପାର୍ଟିର ପୂର୍ଣ୍ଣାଙ୍ଗ ଟିମ୍‌ ଗଠନ…

ପାରିବାରିକ ବିବାଦର କରୁଣ ପରିଣତି, ସ୍ବାମୀଙ୍କୁ ଗାମୁଛାରେ ହତ୍ୟାକଲେ ସ୍ତ୍ରୀ

ସମ୍ବଲପୁର,୧୮।୧୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଏମସିଏଲ ଜାଗୃତିବିହାର ଠାରେ ଜଣେ ଏମସିଏଲ କର୍ମଚାରୀଙ୍କୁ ତାଙ୍କ ଧର୍ମପତ୍ନୀ ତଣ୍ଟି ଚିପି ହତ୍ୟା କରିଛନ୍ତି । ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଝାରସୁଗୁଡ଼ା ଲଖନପୁର ମୂଳ ବାସିନ୍ଦା ତଥା ବର୍ତ୍ତମାନ ବୁର୍ଲା ଏମସିଏଲରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri