ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି, ୨୪ ଘଣ୍ଟା ମଧ୍ୟରେ…
ଭୁବନେଶ୍ୱର,୫ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗର ୫୦ କିମି ଦୂରରେ ଅବପାତ ହୋଇଥିବାବେଳେ ଚାନ୍ଦବାଲିର ଉତ୍ତରପୂର୍ବ ଦିଗର ୬୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ବର୍ତ୍ତମାନ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି ଅବପାତ। ଓଡ଼ିଶା ଉପକୂଳକୁ ମାଡି…
ବିଦ୍ୟାଳୟ ଭିତରେ ପଶିଲା ପାଣି, ପିଲା ପାଠ ପଢ଼ିବାରେ ବ୍ୟାହତ
କର୍ଲାମୁଣ୍ଡା,୫ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ ବାଞ୍ଜିପଦର୍ ପ୍ରାଥମିକ ବିଦ୍ୟାଳୟରେ ଦୁଇ ଫୁଟ ବର୍ଷା ପାଣି ଜମି ରହିଥିବା ଦେଖିବାକୁ ମିଳିଛି। ଶୁକ୍ରବାର, ଶନିବାର ଓ ରବିବାର ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ…
ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ
ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ ହତ୍ୟାକାଣ୍ଡ ଘଟିଛି। ଜୁଲାଇ ୪ ଶନିବାର ଆନନ୍ଦପୁର ଥାନାରେ ଲିଖିତ ଅଭିଯୋଗ ହେବା…
ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ: ମା’ ଅଣ୍ଡାଦାନସ୍ଥଳରେ ଜଗି ରହିଥିବାବେଳେ ପୁରୁଷ କୁମ୍ଭୀର…
ମହାକାଳପଡ଼ା,୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ମହାନଦୀ ତ୍ରିକୋଣଭୂମି ଅବବାହିକା ଶାଖା ନଦୀ, ନାଳ ଘେରାରେ ବଉଳା କୁମ୍ଭୀରଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଅଣ୍ଡାଦାନ ପରେ ମା’ କୁମ୍ଭୀର ୫୦ରୁ ୬୦ ଦିନ ପର୍ଯ୍ୟନ୍ତ…
ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ଖବର! ବଦଳିଲା ସପ୍ଲାଇ ନିୟମ, ସରକାର ହଟାଇଲେ ଜରୁରୀକାଳୀନ ନିୟନ୍ତ୍ରଣ
ନୂଆଦିଲ୍ଲୀ,୫/୭: ମିଡିଲ୍ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଯୁଦ୍ଧବିରତି ଏବଂ ହୋର୍ମୁଜ୍ ଷ୍ଟ୍ରେଟ୍ (Strait of Hormuz) ଦେଇ ସାମୁଦ୍ରିକ ଜାହାଜ ଚଳାଚଳ ପୁଣି ଥରେ ଆରମ୍ଭ ହେବା ପରେ କେନ୍ଦ୍ର ସରକାର ଜରୁରୀକାଳୀନ ଯୋଗାଣ (Emergency Supply) ନିୟମରେ ପରିବର୍ତ୍ତନ କରିବାକୁ…
ଡରାଇଲା IMD ର ଆକଳନ: ଓଡ଼ିଶାକୁ ରେଡ୍ ଆଲର୍ଟ, ୩ଦିନ ଏସବୁ ଜିଲାରେ…
ଭୁବନେଶ୍ୱର, ୫ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୯.୪ କି.ମି. ଉଚ୍ଚତା ପର୍ଯ୍ୟନ୍ତ…
ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା
ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା ସହ ଅକାଳ ମୃତ୍ୟୁସଂଖ୍ୟା ବଢ଼ୁଥିବା ନେଇ ଗତ ଗୁରୁବାର ଗ୍ରାମବାସୀ କଳାହାଣ୍ଡି ଜିଲାପାଳ…
ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…
କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ ସହ କଥା ହୋଇଥିଲେ। କଥାବାର୍ତ୍ତାରେ ସେମିତି କିଛି ଅସ୍ବାଭାବିକ ଥିବା ଅନୁଭବ ହୋଇ…
ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି: ପିକ୍ଅପ୍ ଜବତ, ପୋଲିସ ୨ ଜଣଙ୍କୁ ଗିରଫ କରି…
ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡ଼ି ପଞ୍ଚାୟତ କାରିପାଙ୍ଗା ଗ୍ରାମର ଅରୁଣ ପ୍ରଧାନଙ୍କ ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରି ହେବାର ମାତ୍ର ଅଧ ଘଣ୍ଟା ମଧ୍ୟରେ କ. ନୂଆଗାଁ ପୋଲିସ…
ପୁରୀରୁ କୋରାପୁଟକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍, ନୋଟସ ଜାରି କରି ପୂର୍ବତଟ ରେଳ ବିଭାଗ କହିଲା ଆସନ୍ତା…
କୋରାପୁଟ,୪ା୭(ଅମିତାଭ ବେହେରା): ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟାଇ ଆସନ୍ତା ୬ ଜୁଲାଇରେ ପୁରୀ-କୋରାପୁଟ ତ୍ରି-ସାପ୍ତାହିକ ଏକ୍ସପ୍ରେସର ଉଦ୍ଘାଟନୀ ଯାତ୍ରା ଆରମ୍ଭ ହେବ। ଏହି ଅବସରରେ ୦୮୪୦୯ ପୁରୀ-କୋରାପୁଟ ଉଦ୍ଘାଟନୀ ସ୍ପେଶାଲ ଟ୍ରେନ୍ ସୋମବାର ଅପରାହ୍ନ ୧ଟାରେ ପୁରୀ ଷ୍ଟେଶନରୁ ଛାଡ଼ିବ। ପୂର୍ବତଟ…
IND vs ENG T20 : ଟସ୍ ଜିତିଲା ଭାରତ: ସଞ୍ଜୁ ସାମସନ ଆଉଟ୍, ବୈଭବ କରିବେ ଓପନିଂ
ମ୍ୟାଞ୍ଚେଷ୍ଟର,୪।୭:ଇଂଲଣ୍ଡ ଏବଂ ଭାରତ ମଧ୍ୟରେ ଆଜି ଓଲ୍ଡ ଟ୍ରାଫୋର୍ଡ, ମ୍ୟାଞ୍ଚେଷ୍ଟରଠାରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍ରେ ଭାରତୀୟ ଦଳର ଅଧିନାୟକ ଶ୍ରେୟସ ଆୟର ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ୍ର ସବୁଠାରୁ ବଡ଼…
କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟିକଲେ ବିଚାରପତି
ଝରିଗାଁ,୪ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ କୋର୍ଟ ପରିସରରେ ଶନିବାର ୭୭ତମ ବନ ମହୋତ୍ସବ ସପ୍ତାହ ଅବସରରେ ଝରିଗାଁ କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟି କରିଛନ୍ତି ବିଚାରପତି। ଏଥିରେ ପ୍ରଥମଶ୍ରେଣୀ ବିଚାରପତି ସ୍ମିତା ଲାକ୍ରା ଯୋଗଦେଇ ବିଭିନ୍ନ ପ୍ରକାରର…

