ଲଟାବୁଦାରେ ପୁରିଲାଣି ଶିଶୁ ଉଦ୍ୟାନ
ବ୍ରହ୍ମପୁର,୨ା୧୧(ସ୍ମୃତି ରଞ୍ଜନ ମହାଲିକ): ସହରର ୪୨ନଂ ୱାର୍ଡ ଅନ୍ତର୍ଗତ ଶରଧାବାଲି ନିକଟରେ ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ (ବିଇଡିଏ)ର ଥିବା ଶିଶୁ ଉଦ୍ୟାନ ଉଜୁଡ଼ିଯାଇଛି। ରକ୍ଷଣାବେକ୍ଷଣ ଅଭାବ ତଥା ବିଇଡିଏ ଅବହେଳାରୁ ପ୍ରାୟ ୬ ଲକ୍ଷ ଟଙ୍କା ପାଣିରେ ପଡ଼ିଛି। ବିଇଡିଏର ଖାଲି…
ଦଳିତଙ୍କ ଉପରେ ପରିସ୍ରା କରି ୬ ଗିରଫ
ତିରୁନେଲ୍ଭେଲି,୩ା୧୧:ତାମିଲନାଡୁର ତିରୁନେଲ୍ଭେଲି ଜିଲାରେ ୨ ଜଣ ଦଳିତ ବ୍ୟକ୍ତିଙ୍କୁ ମାଡ଼ ମାରିବା, ଉଲଗ୍ନ କରାଇବା, ସେମାନଙ୍କ ଉପରେ ପରିସ୍ରା କରିବା ଓ ସେମାନଙ୍କ ପାଖରେ ଥିବା ଟଙ୍କା ଲୁଟିବା ଅଭିଯୋଗରେ ପୋଲିସ ୬ ଜଣଙ୍କୁ ଗିରଫ କରିଛି। ଏଭଳି ଘଟଣାକୁ ବିଭିନ୍ନ…
ଥୋଡ଼ ସମୟରେ ବିଲ ଶୁଖିଲା
ବାଙ୍ଗିରିପୋଷି,୩ା୧୧(ସଞ୍ଜୟ କୁମାର ଅଗ୍ରୱାଲ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକରେ ପାଣି ଅଭାବରୁ ଧାନ ଫସଲ ନଷ୍ଟ ହେବାକୁ ବସିଲାଣି। ଧାନ ଥୋଡ଼ ଓ ଫୁଲ ଉଡ଼ାଇବା ସମୟରେ ବିଲ ଶୁଖିଲା ପଡ଼ିଛି। ଫଳରେ ଧାନ କେଣ୍ଡା ବାହାରି ପାରୁନି। ବିଲରେ ପାଣି…
ଆଇଆଇଟି ଛାତ୍ରୀଙ୍କୁ ଉଲଗ୍ନ କରି ଭିଡିଓ ରେକର୍ଡିଂ କଲେ ବାଇକ୍ ଆରୋହୀ: ବିଏଚ୍ୟୁ କ୍ୟାମ୍ପସ୍ରେ ବିକ୍ଷୋଭ
ବାରାଣସୀ,୩ା୧୧:ବନାରସ୍ ହିନ୍ଦୁ ବିଶ୍ୱବିଦ୍ୟାଳୟ (ବିଏଚ୍ୟୁ)ର ଜଣେ ଆଇଆଇଟି ଛାତ୍ରୀଙ୍କୁ ତାଙ୍କ ହଷ୍ଟେଲ ନିକଟରେ ୩ଜଣ ବାଇକ୍ ଆରୋହୀ ଅସଦାଚରଣ କରିବା ସହ ଉଲଗ୍ନ କରି ଏହାର ଭିଡିଓ ରେକର୍ଡିଂ କରିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ବିଏଚ୍ୟୁ ଛାତ୍ରୀଛାତ୍ର ଗୁରୁବାର ବିକ୍ଷୋଭ…
ସ୍କୁଲ ପିଲାଙ୍କୁ ପଢ଼ାଯିବ ନିର୍ବାଚନୀ ପାଠ
ନୂଆଦିଲ୍ଲୀ,୩ା୧୧(ପି.ଟି.): ସାରା ଦେଶରେ ନିର୍ବାଚନ ସମ୍ପର୍କିତ ସାକ୍ଷରତା ପାଇଁ ବିଦ୍ୟାଳୟସ୍ତରରେ ପିଲାମାନଙ୍କୁ ପାଠ ପଢ଼ାଯିବ। ଏଥିପାଇଁ ନିର୍ବାଚନ କମିଶନ (ଇସି) ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ମଧ୍ୟରେ ଗୁରୁବାର ବୁଝାମଣାପତ୍ର (ଏମ୍ଓୟୁ) ସ୍ବାକ୍ଷରିତ ହୋଇଛି। ଏମ୍ଓୟୁ ଅନୁଯାୟୀ ସବୁ ସ୍କୁଲ୍ର ଷଷ୍ଠରୁ…
ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ସ୍ଥାନରେ ଶୌଚାଳୟ ନିର୍ମାଣ
କେନ୍ଦୁଝର,୩ା୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ତହସିଲ କାର୍ଯ୍ୟାଳୟ ନିକଟରେ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ପୂର୍ଣ୍ଣାୟବ ପ୍ରତିମୂର୍ତ୍ତି ସ୍ଥାପନ କରାଯିବା ଲାଗି ପ୍ରସ୍ତାବିତ ସ୍ଥାନରେ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି) ପକ୍ଷରୁ ସର୍ବସାଧାରଣ ଶୌଚାଳୟ ଏବଂ…
ନ୍ୟାୟ ମାଗିବାରୁ ୧୩ ବର୍ଷ ଜେଲ
ତେହରାନ,୩ା୧୧:ଗତବର୍ଷ ଇରାନରେ ଉଚିତ ଢଙ୍ଗରେ ହିଜାବ ପିନ୍ଧି ନ ଥିବା ଅଭିଯୋଗରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନରେ କୁର୍ଦ୍ଦିଶ୍ ଯୁବତୀ ମହସା ଅମିନି ପ୍ରାଣ ହରାଇଥିଲେ। ଏହାର ପ୍ରତିବାଦରେ ଦେଶବ୍ୟାପୀ ବିକ୍ଷୋଭରେ ସାମିଲ ହୋଇଥିବା ମହମ୍ମଦ ଜାଭାଦ ଜାହେଦି(୨୦)ଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା।…
ଆଜିଠୁ କନିଷ୍ଠ ଶିକ୍ଷକ ନିଯୁକ୍ତି ପରୀକ୍ଷା
ଭୁବନେଶ୍ୱର,୩।୧୧(ଅସମାପିକା ସାହୁ): ରାଜ୍ୟରେ ୨୦ ହଜାର କନିଷ୍ଠ ଶିକ୍ଷକ(ସ୍କିମାଟିକ) ନିଯୁକ୍ତି ପାଇଁ ଶୁକ୍ରବାରଠାରୁ ପରୀକ୍ଷା ଆରମ୍ଭ ହେବ। ଆଶାୟୀମାନେ କମ୍ପ୍ୟୁଟର ବେସ୍ଡ ଟେଷ୍ଟ୍ (ସିବିଟି) ଦେବେ। ଏଥିନିମନ୍ତେ ୩୦ ଜିଲାର ୫୮ଟି ପରୀକ୍ଷା କେନ୍ଦ୍ର କରାଯାଇଥିବାବେଳେ ୧୭ ତାରିଖ ପର୍ଯ୍ୟନ୍ତ ଅର୍ଥାତ୍…
କୋହଲିଙ୍କଠାରେ ଏମିତି ଡିମାଣ୍ଡ୍ କଲେ ପ୍ରଶଂସକ
ମୁମ୍ବାଇ,୩।୧୧: ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଭାରତ ଚମତ୍କାର ବିଜୟ ହାସଲ କରିଛି। ଟିମ ଇଣ୍ଡିଆ ଶ୍ରୀଲଙ୍କାକୁ ୩୦୨ ରନ୍ରେ ପରାସ୍ତ କରିଛି। ଭାରତର ବିଜୟରେ ମହମ୍ମଦ ଶାମି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଶାମି ପାଞ୍ଚଟି ଉଇକେଟ…
ରୂପାନ୍ତରଣ ପରେ ବି ସୁଧୁରୁନି ଖେଳପଡ଼ିଆ ଅବସ୍ଥା
ଖଣ୍ଡପଡ଼ା,୩ା୧୧: (ଅଜୟ କୁମାର ମହାରଣା): ଖଣ୍ଡପଡ଼ା ବ୍ଳକ ଅଧୀନ ଖଳିସାହି ଲିଙ୍ଗରାଜ ଉଚ୍ଚ ବିଦ୍ୟାଳୟଟି ୫-ଟି ରୂପାନ୍ତରଣ କାର୍ଯ୍ୟ ପରେ ବି ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ୧୪ ଏକର ପରିମିତ ଜାଗା ଥିବା ବିଦ୍ୟାଳୟ ଶ୍ରେଣୀଗୃହର ଅଭାବ ଯୋଗୁ…
ଟ୍ରାଫିକ୍ ନବକଳେବରର ମନ୍ଥର ଗତି
ନୟାଗଡ଼ ଅଫିସ,୩।୧୧(ଲୋକନାଥ ମିଶ୍ର): ନୟାଗଡ ସହରର ଟ୍ରାଫିକ ବ୍ୟବସ୍ଥାକୁ ସଜାଡିବା ପାଇଁ ଉଦ୍ୟମ ହୋଇଥିଲା ା ନୟାଗଡ ଟ୍ରାଫିକ ପୋଷ୍ଟର ନବକଳେବର ପାଇଁ ପୁରୁଣା ବସଷ୍ଟାଣ୍ଡରେ ଶିଳାନ୍ୟାସ ହେବାର ୭ ମାସରୁ ଊର୍ଦ୍ଧ୍ୱ ସମୟ ବିତି ଯାଇଛି । ହେଲେ ଗୋଲେଇ…
ସୂଚନା ଫଳକରେ ଅଟକିଛି ମନ୍ଦିର ଉନ୍ନତୀକରଣ
ଖଣ୍ଡପଡ଼ା,୩ା୧୧(ଅଜୟ କୁମାର ମହାରଣା): ଖଣ୍ଡପଡ଼ା ସହରର ୮ନଂ. ୱାର୍ଡ ଅଧୀନ କୁମ୍ଭାରସାହି ନିକଟରେ ଥିବା ଶ୍ରୀ ବାଲୁଙ୍କେଶ୍ୱର ଦେବ ପ୍ରାଚୀନ ଶୈବ ପୀଠର ଉନ୍ନତିକରଣ କାର୍ଯ୍ୟ କେବଳ ଶିଳାନ୍ୟାସ ଫଳକରେ ସୀମିତ ରହିଛି। ଖଣ୍ଡପଡ଼ା ଏନଏସି କତ୍ତୃପକ୍ଷ ଉକ୍ତ ମନ୍ଦିରର ପାରିପାର୍ଶ୍ୱିକ…
Archives


