Home

ଲଗାଣ ବର୍ଷାରେ ଭୁଶୁଡ଼ିଲା ଭିଜିଲାନ୍ସ କାର୍ଯ୍ୟାଳୟ ପାଚେରି

ଛତ୍ରପୁର,୪ା୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପରେ ସମଗ୍ର ଗଞ୍ଜାମ ଜିଲା ବେହାଲ ହୋଇପଡ଼ିଛି। ଇତିମଧ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଭିଜିଲାନ୍ସ ବା ଦୁର୍ନୀତି ନିବାରଣ କାର୍ଯ୍ୟାଳୟର ପାଚେରି ଭୁଶୁଡ଼ି ଯାଇଛି। ଶୁକ୍ରବାର ଦ୍ୱିପହରରୁ ଲଗାଣ…

୧୫ ବର୍ଷରେ ଡେବ୍ୟୁ କରି ଇତିହାସ ରଚିଲେ Vaibhav Suryavanshi, ଭାଙ୍ଗିଲେ ସଚିନଙ୍କ ରେକର୍ଡ

ମ୍ୟାଞ୍ଚେଷ୍ଟର,୪।୭: ଭାରତୀୟ କ୍ରିକେଟର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ଶେଷରେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍‌ରେ ତାଙ୍କୁ ଭାରତ ପାଇଁ…

ଅଦିନିଆ ବର୍ଷା ସହ ଘନ କୁହୁଡ଼ି: ଜନଜୀବନ ଅସ୍ତବ୍ୟସ୍ତ

ଥୁଆମୂଳ ରାମପୁର,୪।୭,(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ତିନି ଦିନ ହେଲା ପାଣିପାଗରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ଲଗାତାର ଲାଗି ରହିଥିବା ଝିପିଝିପି ବର୍ଷା ସାଙ୍ଗକୁ ଘନ କୁହୁଡ଼ିର ଆସ୍ତରଣ ସମଗ୍ର ଅଞ୍ଚଳକୁ ଆବୃତ…

ଘାଟିରେ ବାରମ୍ବାର ଅଟକୁଛି ଭାରୀଯାନ, ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କଣ୍ଟେନର ଉକ୍ତ ଘାଟି ରାସ୍ତାର ବୁଲାଣି ରାସ୍ତାରେ ବୁଲିପାରି ନ ଥିଲା ଫଳରେ ବିପଦସଂକୁଳ ଅବସ୍ଥାରେ ଅଟକି…

୧୧ଦିନ ହେବ ଅନ୍ଧାରରେ ସିର୍ଲା ପଞ୍ଚାୟତ, ପଞ୍ଚାୟତ ବାସୀ ଘେରିଲେ ବିଦ୍ୟୁତ କାର୍ଯ୍ୟାଳୟ

ତୁମୁଡିବନ୍ଧ,୪।୭,(ଦିପକ କୁମାର ପରାସେଠ): ପ୍ରାୟ ୧୧ ଦିନ ହେବ ସିର୍ଲା ପଞ୍ଚାୟତ ଅନ୍ଧାରରେ ରହିଛି। ଏଥିରେ ଅତିଷ୍ଠ ହୋଇ ପଞ୍ଚାୟତ ବାସୀ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରିଛନ୍ତି।ଏହି ଘଟଣା କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଆମ୍ବେଦକର ଛକ ସ୍ଥିତ ବିଦ୍ୟୁତ କାର୍ଯ୍ୟାଳୟରେ…

କେସିଙ୍ଗା ଏନ୍‌ଏସି ନିର୍ବାଚନରେ ବିଜେଡିର ବିଜୟକୁ ନେଇ ଗୁପ୍ତ ବୈଠକ

କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ସହର କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ କିଛି ମାସ ପରେ ନିର୍ବାଚନ ହେବାର ସଙ୍କେତ ମିଳିବା ପରେ ବିଜେଡି ପକ୍ଷରୁ ତପ୍ତରତା ପ୍ରକାଶ ପାଇ ଥିବାରୁ ଶନିବାର ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ବିଜେଡି ପକ୍ଷରୁ…

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ ସହ ବିବାହ କରିବେ ବୋଲି ନିଜେ ସ୍ପଷ୍ଟ କରିଛନ୍ତି। ମୁମ୍ବାଇ ସ୍ଥିତ ତାଙ୍କ…

ବିଜେଡ଼ି ନେତା ଭୃଗୁ ବକ୍ସିପାତ୍ରଙ୍କ ହୁମ୍ମା ରେଳ ଷ୍ଟେଶନ ଗ୍ରସ୍ତ, ଯାତ୍ରୀଙ୍କ ବିଭିନ୍ନ ସମସ୍ୟା ନେଇ କଲେ ଆଲୋଚନା

ଗଞ୍ଜାମ,୪।୭,(ବିଦ୍ୟାଧର ସାହୁ ): ବରିଷ୍ଟ ବିଜେଡ଼ି ନେତା ତଥା ରାଜ୍ୟ ବିଜେଡ଼ି ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ହୁମ୍ମା ରେଳ ଷ୍ଟେଶନରେ ପହଞ୍ଚି ଯାତ୍ରୀଙ୍କ ସୁବିଧା ଏବଂ ସଂଯୋଗ ସମସ୍ୟାର ସମୀକ୍ଷା କରିବା ପାଇଁ ରେଳ ଅଧିକାରୀ ଏବଂ ସ୍ଥାନୀୟ ବାସିନ୍ଦାଙ୍କ…

ନିର୍ମାଣାଧୀନ କାନ୍ଥ ପଡ଼ି ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

କେନ୍ଦୁଝର,୪।୭, (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରାସ ଗ୍ରାମରେ ନବ ନିର୍ମିତ ଏକ ଘରର ଛାତ ଉପର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ ଶ୍ରମିକଙ୍କ ମୃତ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଜଲା ମୁଖ୍ୟ…

Parliament Monsoon Session: ଜୁଲାଇ ୨୦ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ସଂସଦର ମୌସୁମୀ ଅଧିବେଶନ, ମିଳିଲା ରାଷ୍ଟ୍ରପତିଙ୍କ ଅନୁମୋଦନ

ନୂଆଦିଲ୍ଲୀ,୪।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବ। କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ X ରେ ଏକ ପୋଷ୍ଟରେ କହିଛନ୍ତି ଯେ, ଭାରତ ସରକାରଙ୍କ ସୁପାରିଶ କ୍ରମେ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୨୦ ରୁ ଅଗଷ୍ଟ ୧୩…

‘କକ୍ରୋଚ ଜନତା ପାର୍ଟି’ର ପ୍ରତିବାଦକୁ ସମର୍ଥନ କଲେ ମହୁଆ ମୋଇତ୍ରା

ନୂଆଦିଲ୍ଲୀ,୪।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଶୁକ୍ରବାର ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦରେ ଯୋଗ ଦେଇ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ସ୍ବର ଉଠାଇଥିଲେ। ଶିକ୍ଷା ବ୍ୟବସ୍ଥାରେ ଦାୟିତ୍ୱ ଦାବି କରି ଏବଂ କେନ୍ଦ୍ର ସରକାରଙ୍କଠାରୁ ଉତ୍ତର ଚାହୁଁଥିବା ୱାଙ୍ଗଚୁକ…

IND vs ENG 2nd T20: ବୈଭବ ସୂର୍ଯ୍ୟବଂଶୀଙ୍କୁ ଭୟ କରୁଛି ଇଂଲଣ୍ଡ? ତାଙ୍କୁ ମୁକାବିଲା କରିବା ପାଇଁ ଯୋଜନା ପ୍ରସ୍ତୁତ

ନୂଆଦିଲ୍ଲୀ,୪।୭: ବୈଭବ ସୂର୍ଯ୍ୟବଂଶୀ କେବେ ତାଙ୍କର ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିବେ? ଏହି ପ୍ରଶ୍ନ ବର୍ତ୍ତମାନ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ। ବୈଭବ ନିକଟରେ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଶେୟାର କରିଛନ୍ତି, ଯାହା ପ୍ରଶଂସକମାନଙ୍କୁ ଅନୁମାନ କରିବାକୁ ବାଧ୍ୟ କରିଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?