Home

ବିଜୁ ପଟ୍ଟନାୟଙ୍କ ପାଇଁ ଏମିତି କହିଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୫।୩: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏକ୍ସରେ ଏକ ପୋଷ୍ଟ ମାଧ୍ୟମରେ ମୋଦି କହିଛନ୍ତି, କିମ୍ବଦନ୍ତୀ ବିଜୁ ପଟ୍ଟନାୟକ ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ମୁଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।…

ଭାରତରେ ପ୍ରଥମ:ସବୁଜ ହାଇଡ୍ରୋଜେନ ବ୍ୟବହାର କଲା ଜିନ୍ଦଲ ଷ୍ଟେନ୍‌ଲେସ

କଳିଙ୍ଗନଗର,୫ା୩(ଶୁଭାଶିଷ ରାଉତ ):ଜିନ୍ଦଲ ଷ୍ଟେନ୍‌ଲେସ (ଜେଏସ୍‌ଏଲ) ସୋମବାର ହରିୟାଣାର ହିସାରରେ ଥିବା ଷ୍ଟେନ୍‌ଲେସ ଷ୍ଟିଲ ପ୍ଲାଣ୍ଟରେ ସବୁଜ ହାଇଡ୍ରୋଜେନର ପ୍ରଥମ ବ୍ୟବହାର ଆରମ୍ଭ କରିଛି ା ସ୍ଥିରତା ପ୍ରତି ପ୍ରତିବଦ୍ଧତା ଏବଂ ନେଟ ଜିରୋ ଅଙ୍ଗାରକାମ୍ଳ ନିର୍ଗମନ ପାଇଁ ଭାରତର ଲକ୍ଷ୍ୟ…

ନବଜାତ ଶିଶୁକୁ ଛାଡି ମୋଦିଙ୍କୁ ସ୍ବାଗତ କରିବାକୁ ଏୟାରପୋର୍ଟ ପହଞ୍ଚିଲେ ଭାଜପା କର୍ମୀ, ପ୍ରଧାନମନ୍ତ୍ରୀ ହେଲେ ଇମୋଶନାଲ

ଚେନ୍ନାଇ,୫।୩: ଭାଜପା କର୍ମୀଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେତେ ସମ୍ମାନ ରହିଛି ତାହା କାହାକୁ ଅଛପା ନୁହେଁ। ଏହାର ସଦ୍ୟତମ ଉଦାହରଣ ସୋମବାର (ମାର୍ଚ୍ଚ ୪), ଯେତେବେଳେ ପ୍ରଧାନମନ୍ତ୍ରୀ ମୋଦି ତାମିଲନାଡୁରେ ପହଞ୍ଚିଥିଲେ। ଏଠାରେ ତାମିଲନାଡୁର ଜଣେ ଭାଜପା…

ପ୍ରଧାନମନ୍ତ୍ରୀଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଚଣ୍ଡିଖୋଲ/ବଡ଼ଚଣା,୫ା୩ (ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନରେ ଯାଜପୁର ଜିଲା ଚଣ୍ଡିଖୋଲ ଆସିବେ। ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ପଡ଼ିଆରେ ସେ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ କେତେକ ପ୍ରକଳ୍ପର ଲୋକାର୍ପଣ କରିବେ। ଏଥିପାଇଁ…

ଭାରତର ପ୍ରଥମ ଫାଟକ ବିହୀନ ରେଳପଥ

ଚଣ୍ଡିଖୋଲ,୪ା୩(ପ୍ରଦୀପ୍ତ କୁମାର ପୃଷ୍ଟି):ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟିବ। ପ୍ରଥମ କରି ହରିଦାସ ପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ରେଳ ଚଳାଚଳ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଏହାର ଶୁଭାରମ୍ଭ କରିବେ। ଏହି ରେଳପଥରେ ୨୦୨୦ଜୁନ ୩୦ରେ ପ୍ରଥମ ମାଲ ବୋଝେଇ ଟ୍ରେନ…

ମାଉଥ ଫ୍ରେସନର ଖାଇ ରକ୍ତବାନ୍ତି

ନୂଆଦିଲ୍ଲୀ,୫।୩: ଗୁରୁଗ୍ରାମର ଏକ ରେସ୍ତୋରାଁରେ ଖାଇବା ପରେ ପାଞ୍ଚ ଜଣ ଲୋକ ଅସୁସ୍ଥ ହୋଇପଡିଥିଲେ। କୁହାଯାଏ ଯେ ଶୁଖିଲା ବରଫ ମିଶ୍ରିତ ମାଉଥ୍‌ ଫ୍ରେନ୍ସରରେ ମିଶ୍ରିତ ହୋଇଥିଲା, ସେମାନେ ଏହାକୁ ଖାଇବା ମାତ୍ରେ ପାଟିରୁ ରକ୍ତସ୍ରାବ ଆରମ୍ଭ କଲେ ଏବଂ ସମସ୍ତଙ୍କର…

କେନ୍ଦ୍ରାପଡ଼ାରେ ଗଡ଼ିବ ପ୍ରଥମ ଯାତ୍ରୀବାହୀ ରେଳ

କେନ୍ଦ୍ରାପଡ଼ା,୫ା୩ (ଜଗନ୍ନାଥ ଧଳ)”କେନ୍ଦ୍ରାପଡ଼ା ଜିଲାରେ ପ୍ରଥମ ଥର ପାଇଁ ଯାତ୍ରୀବାହୀ ରେଳ ମଙ୍ଗଳବାର ଚାଲିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ରେଳକୁ ସବୁଜ ପତାକା ଦେଖାଇବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଯାଜପୁର ଜିଲା ଗସ୍ତ ସୂଚୀରେ ଏହି କାର୍ଯ୍ୟକ୍ରମ ରହିଥିବା ବେଳେ କେନ୍ଦ୍ରାପଡ଼ା…

କେବଳ ମାର୍କେଟିଂ କରିବାକୁ ବସିଛନ୍ତି ମୋଦି: ଜୟରାମ ରମେଶ

ନୂଆଦିଲ୍ଲୀ,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂଆ ନାରା ‘ମୋ ଦେଶ ମୋର ପରିବାର’କୁ ନେଇ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ଏମ୍‌ପି ଜୟରାମ ରମେଶ। ସେ କହିଛନ୍ତି କହିଛନ୍ତି, ଆମର ମଧ୍ୟ ପ୍ରାଥମିକତା ଦେଶର ଲୋକ। ମୁଦ୍ରାସ୍ଫୀତି, ବେକାରୀ, ଅର୍ଥନୈତିକ ଅସ୍ଥିରତା…

ଆଜିଠୁ ଗଡିବ ହରିଦାସପୁର- ପାରାଦ୍ୱୀପ ପାସେଞ୍ଜର ଟ୍ରେନ

ଭୁବନେଶ୍ୱର,୫।୩: ଆଜିଠୁ ହରିଦାସପୁର- ପାରାଦ୍ୱୀପ ରେଲୱେ ଟ୍ରାକରେ ଗଡିବ ପାସେଞ୍ଜର ଟ୍ରେନ। ଏହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହାସହ ପ୍ରାରମ୍ଭିକ ଅବସ୍ଥାରେ ପାରାଦୀପରୁ କେନ୍ଦୁଝର ଯାଏ ମଧ୍ୟ କ ମେମୁ ଟ୍ରେନ ଚଳାଚଳ କରିବ।

ପାକିସ୍ତାନର ପୋଲ୍‌ ଖୋଲଦେଲା ଭାରତ: ଧରାପଡିଲା ମିଛ

ମୁମ୍ବାଇ,୫।୩: ମୁମ୍ବାଇର ନାଭା ଶେଭା ବନ୍ଦରରେ ପାକିସ୍ତାନ ଅଭିମୁଖେ ଯାଉଥିବା ଏକ ଜାହାଜକୁ ଭାରତୀୟ ସୁରକ୍ଷା ଏଜେନ୍ସି ଅଟକ ରଖିଛି। ଏହି ଜାହାଜ ଚାଇନାରୁ ପାକିସ୍ତାନ ଯାଉଥିଲା। ଆଣବିକ ଅସ୍ତ୍ରଶସ୍ତ୍ର ଏବଂ ବାଲିଷ୍ଟିକ କ୍ଷେପଣାସ୍ତ୍ର ସହ ଜଡିତ ସାମଗ୍ରୀ ତିଆରି ସନ୍ଦେହରେ…

ବାଲୁକା କଳା ମାଧ୍ୟମରେ ପ୍ରବାଦ ପୁରୁଷଙ୍କୁ ଶଦ୍ଧାଞ୍ଜଳି ଦେଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର,୫।୩: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଅସୀମ ବୀରତ୍ୱର ପ୍ରତୀକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ଆଜି ରାଜ୍ୟରେ ଏହି ଦିନକୁ ପଞ୍ଚାୟତିରାଜ ଦିବସ ଭାବେ ପାଳନ କରଯାଉଛି। ଏହି ପ୍ରବାଦ ପୁରୁଷଙ୍କ ଜୟନ୍ତୀ ଉପଲକ୍ଷେ ପୁରୀ ବେଳାଭୂମିରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ…

ଗର୍ଭପାତ ମହିଳାଙ୍କ ସାମ୍ବିଧାନିକ ଅଧିକାର, ଏହି ବିଲକୁ ମଞ୍ଜୁରୀ ଦେବାରେ ଫ୍ରାନ୍ସ ହେଲା ପ୍ରଥମ ଦେଶ

ପ୍ୟାରିସ,୫।୩: ସୋମବାର ଫ୍ରାନ୍ସ ସଂସଦର ମିଳିତ ଅଧିବେଶନରେ ଫ୍ରାନ୍ସର ଆଇନଜୀବୀମାନେ ସମ୍ବିଧାନରେ ମହିଳାଙ୍କ ଗର୍ଭପାତ କରିବାର ଅଧିକାରକୁ ଦର୍ଶାଇ ଏକ ବିଲ ଅନୁମୋଦନ କରିଛନ୍ତି। ଏହିପରି ଭାବରେ, ଫ୍ରାନ୍ସ ବିଶ୍ୱର ପ୍ରଥମ ଦେଶ ହୋଇପାରିଛି ଯେଉଁଥିରେ ଗର୍ଭପାତକୁ ସାମ୍ବିଧାନିକ ଅଧିକାର ଅନ୍ତର୍ଭୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?