Home

କେନ୍ଦ୍ରାପଡ଼ାରେ ଗଡ଼ିବ ପ୍ରଥମ ଯାତ୍ରୀବାହୀ ରେଳ

କେନ୍ଦ୍ରାପଡ଼ା,୫ା୩ (ଜଗନ୍ନାଥ ଧଳ)”କେନ୍ଦ୍ରାପଡ଼ା ଜିଲାରେ ପ୍ରଥମ ଥର ପାଇଁ ଯାତ୍ରୀବାହୀ ରେଳ ମଙ୍ଗଳବାର ଚାଲିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ରେଳକୁ ସବୁଜ ପତାକା ଦେଖାଇବେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଯାଜପୁର ଜିଲା ଗସ୍ତ ସୂଚୀରେ ଏହି କାର୍ଯ୍ୟକ୍ରମ ରହିଥିବା ବେଳେ କେନ୍ଦ୍ରାପଡ଼ା…

କେବଳ ମାର୍କେଟିଂ କରିବାକୁ ବସିଛନ୍ତି ମୋଦି: ଜୟରାମ ରମେଶ

ନୂଆଦିଲ୍ଲୀ,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂଆ ନାରା ‘ମୋ ଦେଶ ମୋର ପରିବାର’କୁ ନେଇ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ଏମ୍‌ପି ଜୟରାମ ରମେଶ। ସେ କହିଛନ୍ତି କହିଛନ୍ତି, ଆମର ମଧ୍ୟ ପ୍ରାଥମିକତା ଦେଶର ଲୋକ। ମୁଦ୍ରାସ୍ଫୀତି, ବେକାରୀ, ଅର୍ଥନୈତିକ ଅସ୍ଥିରତା…

ଆଜିଠୁ ଗଡିବ ହରିଦାସପୁର- ପାରାଦ୍ୱୀପ ପାସେଞ୍ଜର ଟ୍ରେନ

ଭୁବନେଶ୍ୱର,୫।୩: ଆଜିଠୁ ହରିଦାସପୁର- ପାରାଦ୍ୱୀପ ରେଲୱେ ଟ୍ରାକରେ ଗଡିବ ପାସେଞ୍ଜର ଟ୍ରେନ। ଏହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହାସହ ପ୍ରାରମ୍ଭିକ ଅବସ୍ଥାରେ ପାରାଦୀପରୁ କେନ୍ଦୁଝର ଯାଏ ମଧ୍ୟ କ ମେମୁ ଟ୍ରେନ ଚଳାଚଳ କରିବ।

ପାକିସ୍ତାନର ପୋଲ୍‌ ଖୋଲଦେଲା ଭାରତ: ଧରାପଡିଲା ମିଛ

ମୁମ୍ବାଇ,୫।୩: ମୁମ୍ବାଇର ନାଭା ଶେଭା ବନ୍ଦରରେ ପାକିସ୍ତାନ ଅଭିମୁଖେ ଯାଉଥିବା ଏକ ଜାହାଜକୁ ଭାରତୀୟ ସୁରକ୍ଷା ଏଜେନ୍ସି ଅଟକ ରଖିଛି। ଏହି ଜାହାଜ ଚାଇନାରୁ ପାକିସ୍ତାନ ଯାଉଥିଲା। ଆଣବିକ ଅସ୍ତ୍ରଶସ୍ତ୍ର ଏବଂ ବାଲିଷ୍ଟିକ କ୍ଷେପଣାସ୍ତ୍ର ସହ ଜଡିତ ସାମଗ୍ରୀ ତିଆରି ସନ୍ଦେହରେ…

ବାଲୁକା କଳା ମାଧ୍ୟମରେ ପ୍ରବାଦ ପୁରୁଷଙ୍କୁ ଶଦ୍ଧାଞ୍ଜଳି ଦେଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର,୫।୩: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଅସୀମ ବୀରତ୍ୱର ପ୍ରତୀକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ଆଜି ରାଜ୍ୟରେ ଏହି ଦିନକୁ ପଞ୍ଚାୟତିରାଜ ଦିବସ ଭାବେ ପାଳନ କରଯାଉଛି। ଏହି ପ୍ରବାଦ ପୁରୁଷଙ୍କ ଜୟନ୍ତୀ ଉପଲକ୍ଷେ ପୁରୀ ବେଳାଭୂମିରେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ…

ଗର୍ଭପାତ ମହିଳାଙ୍କ ସାମ୍ବିଧାନିକ ଅଧିକାର, ଏହି ବିଲକୁ ମଞ୍ଜୁରୀ ଦେବାରେ ଫ୍ରାନ୍ସ ହେଲା ପ୍ରଥମ ଦେଶ

ପ୍ୟାରିସ,୫।୩: ସୋମବାର ଫ୍ରାନ୍ସ ସଂସଦର ମିଳିତ ଅଧିବେଶନରେ ଫ୍ରାନ୍ସର ଆଇନଜୀବୀମାନେ ସମ୍ବିଧାନରେ ମହିଳାଙ୍କ ଗର୍ଭପାତ କରିବାର ଅଧିକାରକୁ ଦର୍ଶାଇ ଏକ ବିଲ ଅନୁମୋଦନ କରିଛନ୍ତି। ଏହିପରି ଭାବରେ, ଫ୍ରାନ୍ସ ବିଶ୍ୱର ପ୍ରଥମ ଦେଶ ହୋଇପାରିଛି ଯେଉଁଥିରେ ଗର୍ଭପାତକୁ ସାମ୍ବିଧାନିକ ଅଧିକାର ଅନ୍ତର୍ଭୁକ୍ତ…

ଭାରତକୁ ମିଳିଗଲା ନୂଆ ହାର୍ଦ୍ଦିକ ପାଣ୍ଡ୍ୟା!

ନୂଆଦିଲ୍ଲୀ,୫।୩: ରଣଜୀ ଟ୍ରଫିରେ ମୁମ୍ବାଇ ଖେଳାଳି ତନୁଶ କୋଟିଆନଙ୍କ ଯାଦୁ ଦେଖିବାକୁ ମିଳିଥିଲା। ବ୍ୟାଟିଂ ବ୍ୟତୀତ ଏହି ଯୁବ ଅଲରାଉଣ୍ଡର ବୋଲିଂରେ ଶକ୍ତି ପ୍ରଦର୍ଶନ କରିଥିଲେ। ତନୁଷ କୋଟିୟାନ ସ୍ପିନ ଅଫ ବୋଲିଂ କରୁଥିବାବେଳେ ଜଣେ ଡାହାଣ ହାତୀ ବ୍ୟାଟ୍ସମ୍ୟାନ। ନିକଟରେ…

ଏଥର ଆଇପିଏଲ୍‌ରେ ପ୍ରଶଂସକଙ୍କୁ ସରପ୍ରାଇଜ୍‌ ଦେବେ ଧୋନୀ

ଚେନ୍ନାଇ,୫।୨: ମହେନ୍ଦ୍ର ସିଂ ଧୋନୀ ଚେନ୍ନାଇ ସୁପର କିଙ୍ଗ୍ସକୁ ତାଙ୍କ ଅଧିନାୟକତ୍ୱରେ ଆଇପିଏଲ ୨୦୨୩ ଟାଇଟଲ ଜିତିଥିଲେ। ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ମୋଟ ୫ଟି ଆଇପିଏଲ ଟାଇଟଲ ଜିତିଛି। ଏବେ ପୁଣି ଥରେ ପ୍ରଶଂସକମାନେ ଆଶା କରୁଛନ୍ତି ଯେ ଧୋନୀ ଅଧିନାୟକ…

ଭାରତ ପାଇଁ ପାକିସ୍ତାନ ଯିବେନି ଏହି ଅଷ୍ଟ୍ରେଲିୟ ଖେଳାଳି!

ସିଡନୀ,୫।୨: ଅଷ୍ଟ୍ରେଲିଆ କ୍ରିକେଟ ଦଳ ପାକିସ୍ତାନ ଗସ୍ତ କରିବ। ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଅଲରାଉଣ୍ଡର କ୍ୟାମେରନ ଗ୍ରୀନ ପାକିସ୍ତାନ ବିପକ୍ଷରେ ସୀମିତ ଓଭର ସିରିଜରେ ଖେଳିବେ ନାହିଁ। ଯଦିଓ ଏହି ଖବର ନିଶ୍ଚିତ ହୋଇନାହିଁ, ବିଶ୍ୱାସ କରାଯାଏ ଯେ କ୍ୟାମେରନ ଗ୍ରୀନ ସୀମିତ…

ଅନ୍ତବସ୍ତ୍ରରେ ଟିସୁ ପେପର ଲଗାଇ ଖେଳିଥିଲେ ସଚିନ ତେନ୍ଦୁଲକର: ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୩: ବିଶ୍ୱର ମହାନ ବ୍ୟାଟ୍ସମ୍ୟାନମାନଙ୍କ ମଧ୍ୟରେ ସଚିନ ତେନ୍ଦୁଲକରଙ୍କୁ ଗଣାଯାଏ। ସେ ୧୯୮୯ ରୁ ୨୦୧୩ ମଧ୍ୟରେ ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିଲେ। ଏହି ସମୟ ମଧ୍ୟରେ ସେ ନିଜର ପରିଚୟ ସୃଷ୍ଟି କରିଥିଲେ। କିନ୍ତୁ ଏହି ନାମ ଏବଂ…

ପୂର୍ବ ଭୋଟ ଦେଖି ଭାଜପାରେ ଅଧିକ ଆଶାୟୀ

ଜଗତ୍‌ସିଂହପୁର, ୫ା୩(ପ୍ରମୋଦ କୁମାର ନାୟକ):ବାଲିକୁଦା-ଏରସମା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ୨୦୦୯, ୨୦୧୪ ଓ ୨୦୧୯ରେ ବିଜୟଲାଭ କରିଥିଲେ। ଭାଜପା ଆସନ୍ତା ନିର୍ବାଚନରେ ଏଠାରେ ଉତ୍ତମ ପ୍ରଦର୍ଶନ କରିବ ବୋଲି ଅଣ୍ଟାଭିଡ଼ିଛି। ତୁଳନାତ୍ମକ ଭାବେ ଗତ ସାଧାରଣ ଓ ପଞ୍ଚାୟତ ନିର୍ବାଚନ…

ଭୋଟର ତାଲିକାରେ ନାମ ପଞ୍ଜୀକରଣ, ତ୍ରୁଟି ସଂଶୋଧନ ଚାଲିଛି: ତୁରନ୍ତୁ କରନ୍ତୁ ଆବେଦନ

ଭୁବନେଶ୍ୱର,୫।୩(ସୁନିତ୍‌ ମିଶ୍ର):ଓଡ଼ିଶାର ଚୂଡ଼ାନ୍ତ ଭୋଟର ତାଲିକା ଗତ ଜାନୁଆରୀ ୫ ତାରିଖରେ ପ୍ରକାଶ ପାଇବା ପରେ ଏହାର ପରଦିନଠାରୁ ଭୋଟର ତାଲିକାରେ ନିରନ୍ତର ଅଦ୍ୟତନ କାର୍ଯ୍ୟ ଚାଲୁଛି। ଇତିମଧ୍ୟରେ ଭୋଟର ତାଲିକାରେ ୧.୯୦ ଲକ୍ଷ ନୂଆ ଭୋଟର ଯୋଗ ଦେଇଛନ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?