Home

ତିନି ଦିନିଆ ଭାରତ ଗସ୍ତରେ ଓମାନର ସୁଲତାନ ହୈଥମ ବିନ ତାରିକ

ନୂଆଦିଲ୍ଲୀ,୧୬।୧୨: ଆରବ ଦେଶର ସର୍ବ ପୁରାତନ ସ୍ବାଧୀନ ରାଷ୍ଟ୍ର ଓମାନର ସୁଲତାନ ହୈଥମ ବିନ ତାରିକ ତାଙ୍କର ପ୍ରଥମ ରାଜକୀୟ ଗସ୍ତରେ ଭାରତରେ ପହଞ୍ଚିଛନ୍ତି। ସକାଳେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ରାଷ୍ଟ୍ରପତି ଭବନରେ ସ୍ବାଗତ…

ସଂସଦ ଗୃହରେ ଛଡାଯାଇଥିବା ସ୍ମୋକ କ୍ୟାନ ‘ମେଡ ଇନ ଚାଇନା’

ନୂଆଦିଲ୍ଲୀ,୧୬।୧୨: ସଂସଦ ସୁରକ୍ଷା ତ୍ରୁଟିର ତଦନ୍ତ ଜାରି ରହିଛି। ଠିକ୍‌ ୨୨ବର୍ଷ ପରେ ସଂସଦ ଆକ୍ରମଣର ପୁର୍ତ୍ତି ଦିନ ଏପରି କାଣ୍ଡ ଭିଆଇଥିବା ୬ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଏହି ମାମଲାର ମାଷ୍ଟରମାଇଣ୍ଡ ଲଳିତ ଝାଙ୍କୁ ପୋଲିସ ଶୁକ୍ରବାର ୭ଦିନିଆ ରିମାଣ୍ଡରେ…

ଦକ୍ଷିଣ ଆଫ୍ରିକା ଗସ୍ତରେ ଟିମ ଇଣ୍ଡିଆକୁ ଲାଗିଲା ଡବଲ ଝଟ୍‌କା

ନୂଆଦିଲ୍ଲୀ,୧୬।୧୨: ଦକ୍ଷିଣ ଆଫ୍ରିକା ଗସ୍ତରେ ଭାରତୀୟ କ୍ରିକେଟ ଟିମକୁ ଦୁଇଟି ବଡ ଝଟକା ଲାଗିଛି। ଓ୍ବାନଡେ’ ଟିମର ଅଂଶବିଶେଷ ଥିବା ଦୀପକ ଚାହର ତାଙ୍କ ନାମ ପ୍ରତ୍ୟାହାର କରି ନେଇଛନ୍ତି। ଟେଷ୍ଟ ଦଳରେ ଭାଗ ନେଇଥିବା ମହମ୍ମଦ ଶାମି ଆହତ କାରଣରୁ…

ପାର୍ଲାମେଣ୍ଟ ବାହାରେ ନିଜକୁ ଜଳାଇବାକୁ ଚାହୁଁଥିଲେ ଅଭିଯୁକ୍ତ ସାଗର! ଡାଏରୀରେ ଲେଖିଥିଲେ ‘ବିଦାୟ ନେବାର ବେଳ…’

ନୂଆଦିଲ୍ଲୀ,୧୬।୧୨: ପାର୍ଲାମେଣ୍ଟ ସୁରକ୍ଷାରେ ତ୍ରୁଟି ମାମଲାରେ ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏହି କ୍ରମରେ ଶନିବାର ଅଭିଯୁକ୍ତ ସାଗର ଶର୍ମା ସଦନ ବାହାରେ ନିଜକୁ ନିଆଁ ଲଗାଇବାକୁ ଯୋଜନା କରିଥିବା ଜଣାପଡ଼ିଛି। ଏଥିଲାଗି ସେ ସ୍ବତନ୍ତ୍ର ଭାବେ ଉପଲବ୍ଧ…

ଏକଦା ଯାହାଙ୍କୁ ଢାବା ମାଲିକ ବୋଲି ଭାବୁଥିଲେ ଲୋକେ, ଏବେ ସେ ସବୁଠୁ ଧନୀ ଟିମ୍‌ର ଅଧିନାୟକ

ନୂଆଦିଲ୍ଲୀ,୧୬।୧୨: ଜୀବନରେ କୌଣସି ଉପଲବ୍ଧି ହାସଲ କରିବା ଲାଗି ଭାଗ୍ୟ ଯେତିକି ଗୁରୁତ୍ୱପୂର୍ଣ୍ଣ, ପରିଶ୍ରମ ମଧ୍ୟ ଅନୁରୂପ ଭାବେ ଆବଶ୍ୟକ। କ୍ରିକେଟରେ ଏହାର ଅନେକ ଉଦାହରଣ ଦେଖିବାକୁ ମିଳେ। ମଇଦାନରେ ନିଜ ପ୍ରଦର୍ଶନ ବଳରେ ଖେଳାଳିମାନେ ସଫଳତାର ଶୀର୍ଷକୁ ଛୁଇଁଛନ୍ତି। ଟିମ୍‌…

ପାଞ୍ଚ ଘଣ୍ଟା ପର୍ଯ୍ୟନ୍ତ ଖବରଦାତାଙ୍କ ଶରୀରରୁ ବହି ଚାଲିଥିଲା ରକ୍ତ, ମିଳିଲା ନାହିଁ କୌଣସି ସାହାଯ୍ୟ

ଜେରୁଜେଲମ,୧୬।୧୨: ଗାଜାରେ ଇସ୍ରାଏଲର ଆକ୍ରମଣରେ କତାରର ନ୍ୟୁଜ ଚ୍ୟାନେଲ ଅଲ-ଜଜିରାର ଜଣେ କ୍ୟାମେରାମ୍ୟାନଙ୍କ ମୃତ୍ୟୁ ଘଟିଛି। ଏହି ଆକ୍ରମଣରେ ନିହତ ହୋଇଥିବା ଭିଡିଓ ଜର୍ନାଲିଷ୍ଟ ସମେର ଅବୁଦାକା ଏହି ଆକ୍ରମଣରୁ ରକ୍ଷା ପାଇବା ପାଇଁ ତାଙ୍କ ସହକର୍ମୀ ୱେଲ ଦହଦୁହଙ୍କ ସହ…

ସୁପ୍ରିମକୋର୍ଟରେ ବିଚାରଧୀନ ଅବସ୍ଥାରେ ପଡି ରହିଛି ୮୦ହଜାର ମାମଲା, ହାଇକୋର୍ଟରେ ଖାଲି ପଡିଛି ୩୨୪ଟି ପଦ

ନୂଆଦିଲ୍ଲୀ,୧୬।୧୨: ଦେଶରେ ଥିବା ବିଭିନ୍ନ କୋର୍ଟରେ ୫କୋଟିରୁ ଅଧିକ ମାମଲା ବିଚାରଧୀନ ଅବସ୍ଥାରେ ଅଛି। ସଂସଦର ଲୋକସଭାରେ ଶୀତକାଳୀନ ଅଧିବେଶନରେ ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘଓ୍ବାଲ ଏକ ଲିଖିତ ଉତ୍ତର ଦେଇଛନ୍ତି। ତନ୍ମଧ୍ୟରୁ ୮୦ହଜାର ମାମଲା ସୁପ୍ରିମକୋର୍ଟରେ ବିଚାରଧୀନ ଅବସ୍ଥାରେ…

କରୋନା ଭାଇରସର ନୂଆ ଭାରିଏଣ୍ଟ ଜେଏନ.୧ର ଶିକାର ହେଲେଣି ୭ ଜଣ

ବେଜିଂ,୧୬।୧୨: ଚାଇନାରେ କୋଭିଡ ଦ୍ୱାରା ହୋଇଥିବା ବିନାଶକୁ ଅଧିକ ସମୟ ଅତିବାହିତ ହୋଇନାହିଁ, ଏହି ସମୟରେ କୋଭିଡ ସବ-ଭାରିଆଣ୍ଟ ଜେଏନ.୧ ର ସାତୋଟି ନୂଆ ମାମଲା ରିପୋର୍ଟ ହୋଇଛି। ଜାତୀୟ ରୋଗ ନିୟନ୍ତ୍ରଣ ଏବଂ ନିରାକରଣ ପ୍ରଶାସନ ଶୁକ୍ରବାର କହିଛି ଯେ…

୧୦ ଦିନ ହେବ ଜେଲରୁ ନିଖୋଜ ଅଛନ୍ତି ପୁଟିନଙ୍କ ସମାଲୋଚକ ନଭଲନି, ରୁଷିଆ ଅଧିକାରୀଙ୍କ ପାଖରେ ନାହିଁ କୌଣସି ସୂଚନା

ମସ୍କୋ,୧୬।୧୨: ବର୍ତ୍ତମାନ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ମୁଖ୍ୟ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ଆଲେକ୍ସାଇ ନଭଲନିଙ୍କ ବିଷୟରେ କିଛି ଖବର ନାହିଁ। ତାଙ୍କ ଓକିଲ କହିଛନ୍ତି ଯେ ଡିସେମ୍ବର ୬ରୁ ସେ ସାକ୍ଷାତ କରିନାହାଁନ୍ତି। ଏଥି ସହିତ କ୍ରେମଲିନ ଆହୁରି ମଧ୍ୟ କହିଛନ୍ତି…

ତୁଝସେ ନାରାଜ ନେହିଁ ଜିନ୍ଦେଗି.. ନିରବି ଗଲା ଅନୁପ ଘୋଶାଲଙ୍କ ସ୍ବର

ମୁମ୍ବାଇ: ବଲିଉଡର ପ୍ରସିଦ୍ଧ ଗାୟକ ତଥା ମ୍ୟୁଜିକ କମ୍ପୋଜର ଅନୁପ ଘୋଶାଲଙ୍କ ଦେହାନ୍ତ ହୋଇଛି। ତାଙ୍କର ବୟସ ୭୭ ବର୍ଷ ହୋଇଥିଲା। ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ ଓ ଅନେକ ଦିନ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଏବଂ ଗତକାଲି…

ଇନଷ୍ଟାଗ୍ରାମରେ ସବୁଠାରୁ ଅଧିକ ଫଲୋୟର୍ସ ବାଲା ଟିମ ହେଲା ସିଏସକେ

ନୂଆଦିଲ୍ଲୀ,୧୬।୧୨: ଆଇପିଏଲର ଦୁଇଟି ସଫଳ ଦଳ ହେଉଛି ମୁମ୍ବାଇ ଏବଂ ଚେନ୍ନାଇ। ଏହି ଉଭୟ ଦଳ ୫-୫ ଥର ଆଇପିଏଲ ଟାଇଟଲ ଜିତିଛନ୍ତି ଏବଂ ଅନେକ ଥର ପ୍ଲେ ଅଫ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଏହି କାରଣରୁ, ଏହି ଦୁଇ…

ନିର୍ଭୟା ଘଟଣାକୁ ପୁରିଲା ୧୧ ବର୍ଷ

ନୂଆଦିଲ୍ଲୀ,୧୬।୧୨: ଡିସେମ୍ବର ୧୬ ହେଉଛି ଭାରତ ଇତିହାସର ଏକ ଅନ୍ଧକାର ଅଧ୍ୟାୟ, ଏହା ଉଲ୍ଲେଖ ହେବା କ୍ଷଣି ମନ ଭାରି ହୋଇଯାଏ। ଏହା ହେଉଛି ସେହି ଦିନ ଯେତେବେଳେ ଏକ ନିରୀହ ଝିଇ ସହିତ ଘଟିଥିଲା ଅମାନୁଷିକ କାଣ୍ଡ, ଯାହା ସମସ୍ତଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri