ଥରିଲା ପାକିସ୍ତାନ
ଇସଲାମାବାଦ,୧୫ା୧୨: ଶୁକ୍ରବାର ପାକିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି। ଯାହାର ତୀବ୍ରତା ରିକ୍ଟର ସ୍କେଲ୍ରେ ୪.୨ ଥିଲା। ନ୍ୟାଶନାଲ ସେସ୍ମିକ୍ ମନିଟରିଂ ସେଣ୍ଟର (ଏନ୍ଏସ୍ଏମ୍ସି) ଅନୁଯାୟୀ, ଏପର୍ଯ୍ୟନ୍ତ ଧନଜୀବନ ନଷ୍ଟ ହେବାର କୌଣସି ଖବର ହସ୍ତଗତ ହୋଇନାହିଁ। ସକାଳ ପ୍ରାୟ ୯.୧୩ରେ ପାକିସ୍ତାନରେ…
ମୋ ବାପାଙ୍କର ଅଛନ୍ତି ୬ ସ୍ତ୍ରୀ,୪୫ ସନ୍ତାନ: ରହସ୍ୟ ଉନ୍ମୋଚନ କଲେ ଝିଅ
ବିବାହ ଏକ ପବିତ୍ର ବନ୍ଧନ ଭାବରେ ବିବେଚନା କରାଯାଏ। ଏହି ପବିତ୍ର ବନ୍ଧନ ବିଷୟରେ ସମଗ୍ର ବିଶ୍ୱରେ ବିଭିନ୍ନ ପ୍ରକାରର ବିଶ୍ୱାସ ପ୍ରଚଳିତ। ଅନେକ ଲୋକ କେବଳ ଗୋଟିଏ ବିବାହରେ ଖୁସି ଥିବାବେଳେ ଅନେକ ଲୋକ ଅଛନ୍ତି ଯେଉଁମାନେ ଅନେକ ବିବାହ…
ପ୍ରେମିକଙ୍କଠାରୁ ପ୍ରତିଶୋଧ ନେବା ପାଇଁ ଯୁବତୀ କଲେ ଏମିତି କାମ: ଲୋକେ କରୁଛନ୍ତି ବାଃ ବାଃ
ଆଜିକାଲି ଶାଶ୍ୱତ ପ୍ରେମ ଖୁବ୍ କମ ଦେଖିବାକୁ ମିଳୁଛି। ଯଦିଓ କିଛି ଯୁବତୀ/ଯୁବକ ଅଛନ୍ତି, ଯେଉଁମାନେ ନିଜ ପ୍ରେମକୁ ବିବାହ ରୂପ ଦେଉଛନ୍ତି। କିନ୍ତୁ ଅନ୍ୟ କେତେକ ପ୍ରେମ ସମ୍ପର୍କ ଟାଇମ୍ପାସ୍ ଭଳି ହୋଇଯାଇଛି। ଅନେକ ସମୟରେ ଏପରି ହୋଇଥାଏ, ଯଦି…
ଜାଡ଼ରେ ଥରୁଛି ଦାରିଙ୍ଗବାଡ଼ି
ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପ୍ରବଳ ଶୀତ ଅନୁଭୂତ ହେବା ସହ ପାରଦ ତଳମୁହାଁ ହୋଇଛି। ୧୦ ଡିଗ୍ରୀ ତଳେ ପାରଦ ରହୁଥିବା ବେଳେ ଆଭ୍ୟନ୍ତରୀଣ ଅଞ୍ଚଳରେ ଅସହ୍ୟ ଶୀତ ଅନୁଭୂତ ହେଉଛି। ଶୁକ୍ରବାର ସକାଳ…
ଜନ୍ମଦିନରେ ଶପଥ ନେବେ ଭଜନଲାଲ
ଜୟପୁର,୧୫ା୧୨: ଶୁକ୍ରବାର ଭଜନଲାଲ ଶର୍ମାଙ୍କ ପାଇଁ ଏକ ବିଶେଷ ଦିନ। ଆଜି ତାଙ୍କର ଜନ୍ମଦିନ ଏବଂ ଆଜିର ଏହି ଖାସ୍ ଦିନରେ ସେ ରାଜସ୍ଥାନର ୧୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଜୟପୁରର ଐତିହାସିକ ଆଲବର୍ଟ ହଲ୍ ବାହାରେ ଏହି…
ଆକ୍ସନ ମୁଡ୍ରେ ନୂଆ ମୁଖ୍ୟମନ୍ତ୍ରୀ: ଭାଜପା କର୍ମୀଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ଘର ଉପରେ ଚଢିଲା ବୁଲଡୋଜର
ଭୋପାଳ,୧୫।୧୨: ମଧ୍ୟପ୍ରଦେଶର ନବନିଯୁକ୍ତ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କ ଆରମ୍ଭରୁ ଆକ୍ସନ ମୁଡ୍ରେ ଅଛନ୍ତି। କ୍ଷମତାକୁ ଆସିବାର ଗୋଟିଏ ଦିନ ମଧ୍ୟରେ ପ୍ରଥମ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଭାଜପା କର୍ମୀଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ଘର ବୁଲ୍ଡୋଜର ଦ୍ୱାରା ଭଙ୍ଗାଯାଇଛି। ଅପରାଧକୁ…
ଗାଜଲବାଡ଼ି ଘାଟିରେ ଅଟକିଲା ଭାରୀଯାନ
ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟିରେ ବାରମ୍ବାର ଭାରୀଯାନ ଅଟକି ଯାଉଛି। ଫଳରେ ଦାରିଙ୍ଗବାଡ଼ିଠାରୁ ବ୍ରହ୍ମପୁର, ଭଞ୍ଜନଗର, ସୋରଡ଼ା ଅଞ୍ଚଳକୁ ଯାତାୟାତ ବାଧାପ୍ରାପ୍ତ ହେଉଛି। ପ୍ରକାଶ ଯେ, ଏକ ଯନ୍ତ୍ରପାତି ବୋଝେଇ ଟ୍ରକ୍ ୫୯ ନଂ ଜାତୀୟ…
ଆତ୍ମସମର୍ପଣ କଲେ ପାର୍ଲାମେଣ୍ଟ ଉପଦ୍ରବର ମାଷ୍ଟରମାଇଣ୍ଡ୍
ନୂଆଦିଲ୍ଲୀ,୧୫।୧୨: ପାର୍ଲାମେଣ୍ଟ ଉପଦ୍ରବର ମାଷ୍ଟରମାଇଣ୍ଡ୍ ଲଲିତ ମୋହନ ଝା ଗୁରୁବାର ନୂଆଦିଲ୍ଲୀର କର୍ତ୍ତବ୍ୟପଥ ଥାନାରେ ଆତ୍ମସମର୍ପଣ କରିବା ପରେ ତାଙ୍କୁ ଗିରଫ କରାଯାଇଛି। ତାଙ୍କୁ ଦିଲ୍ଲୀ ପୋଲିସ ସ୍ପେଶାଲ ସେଲ୍ ଅଧିକାରୀମାନେ ପଚରାଉଚରା କରୁଛନ୍ତି। କୋଲକାତାରେ ଶିକ୍ଷକତା କରୁଥିବା ଲଲିତ ଘଟଣା…
ଇସ୍ରାଏଲ୍କୁ ଗାଳି ଦେଉଥିଲେ ତୁର୍କୀ ସାଂସଦ, ହଠାତ୍ ଆସିଲା ହାର୍ଟଆଟାକ୍: ଆଉ ତା’ପରେ
ଆଙ୍କରା,୧୫।୧୨: ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଗତ କିଛି ମାସ ଧରି ଚାଲିଥିବା ଏହି ଯୁଦ୍ଧ ଏବେ ବିପଜ୍ଜନକ ମୋଡ଼ ନେଇଛି। ଉଭୟ ପକ୍ଷର ଲୋକଙ୍କୁ ହତ୍ୟା କରାଯାଉଛି। ହମାସ ଆକ୍ରମଣରେ ଇସ୍ରାଏଲ ସେନାର ୫ ହଜାରରୁ…
ଜନ୍ମଦିନରେ ବଡ଼ ରେକର୍ଡ ହାସଲ କଲେ କୁଲଦୀପ
ନୂଆଦିଲ୍ଲୀ,୧୫।୧୨:ଦକ୍ଷିଣ ଆଫ୍ରିକା ଗସ୍ତରେ ଥିବା ଟିମ ଇଣ୍ଡିଆ ଶେଷ ଟି-୨୦ ମ୍ୟାଚରେ ଏକ ଚମତ୍କାର ବିଜୟ ହାସଲ କରି ସିରିଜକୁ ୧-୧ରେ ଡ୍ର କରିଥିଲା। ଏହି ମ୍ୟାଚ୍ର ହିରୋ ସୁର୍ଯ୍ୟକୁମାର ଯାଦବ ଥିଲେ। ସେ ଜବରଦସ୍ତ ଶତକ ମାରିଥିଲେ। ତେବେ ବୋଲିଂରେ…
ପିଆଜ ଉତ୍ପାଦନ ବଢୁଛି, ଘାଣ୍ଟି ହେଉଛନ୍ତି ଖାଉଟି
ଭୁବନେଶ୍ୱର,୧୫।୧୨(ଅନିଲ ଦାସ)- ରାଜ୍ୟରେ ପିଆଜ ଉତ୍ପାଦନ ବଢୁଛି। ହେଲେ ପ୍ରତ୍ୟେକ ବର୍ଷ ଦର ବୃଦ୍ଧିରେ ଘାଣ୍ଟି ହେଉଛନ୍ତି ଖାଉଟି। ଅନ୍ୟ ବର୍ଷଗୁଡିକ ଭଳି ଚଳିତ ବର୍ଷ ମଧ୍ୟ ମାସାଧିକ କାଳ ହେବ ରାଜ୍ୟରେ ପିଆଜ କିଲୋ ପିଛା ଦର ୬୦ ଟଙ୍କା…
ଆମେରିକା, ୟୁରୋପରେ ସୋରିଷ ତେଲରେ ରାନ୍ଧିବା ନିଷେଧ, ଜାଣନ୍ତୁ କାରଣ…
ରୋଷେଇରେ ତେଲର ଅନେକ ବିକଳ୍ପ ଅଛି। ଯେମିତି କି ସୋରିଷ ତେଲ, ଅଲିଭ୍ ତେଲ, ଅଳସୀ ତେଲ, ନଡ଼ିିଆ ତେଲ, ମୁଗଫଳି ତେଲ, ପାମୋଲିନ ତେଲ ଇତ୍ୟାଦି। କିନ୍ତୁ ଭାରତ ସମେତ ବିଶ୍ୱର ଅଧିକାଂଶ ଦେଶରେ ଲୋକମାନେ ରୋଷେଇ ପାଇଁ ସୋରିଷ…
Archives


