ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ: ମୃତକଙ୍କ ପରିଚୟ ମିଳୁନି
ବାଲିଗୁଡା,୪।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ତିନିଜଣ ବାଇକ…
ହଠାତ ବିଗିଡ଼ିଗଲା ଉପମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା, ଥାଣେର ହସ୍ପିଟାଲରେ ଭର୍ତ୍ତି
ଥାଣେ,୪।୭: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ହଠାତ ଅସୁସ୍ଥ ହୋଇପଡ଼ିଲେ ଏବଂ ପରେ ତାଙ୍କୁ ଥାଣେର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ଅନୁସାରେ, ଅତ୍ୟଧିକ ଚାପ ଏବଂ ଭାଇରାଲ ଜ୍ୱର ଯୋଗୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାକୁ ପରାମର୍ଶ ଦିଆଯାଇଥିଲା।…
ଚଳଚଞ୍ଚଳ ଚାଷୀ: ଲଗାଣ ବର୍ଷାରେ ଜମିରେ ବୁଡ଼ିଲା ବିହନ
ଗଞ୍ଜାମ,୪।୭(ବିଦ୍ୟାଧର ସାହୁ):ଲଘୁଚାପଜନିତ ବର୍ଷା ଶୁକ୍ରବାରଠାରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଆରମ୍ଭ ହୋଇଛି l ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଚାଷୀକୁଳ l ଯେହେତୁ ଗତ କିଛି ଦିନ ତଳେ ପାଗ ଅନୁକୂଳ ଦେଖି ପୁଇଁତୋଳା, ବରପଲ୍ଲୀ,ସୂର୍ଯ୍ୟ ନାରାୟଣ ପୁଟର, ଲକ୍ଷ୍ମୀପୁର, ଝାଡକୁଦା, ମୟରୁ…
କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ
କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ ନିଜ କ୍ୱାର୍ଟର୍ସରେ ଝୁଲିପଡ଼ିଛନ୍ତି। ମୃତ୍ୟର କାରଣ ଅସ୍ପଷ୍ଟ ରହିଥିଲାବେଳେ, ମୃତଦେହକୁ ଏସସିବି ମେଡିକାଲକୁ ପଠାଯାଇଛି। ଘଟଣା…
ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ
ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ। ତେବେ ଚୋରି କରି ନେଉଥିବା ପିକଅପ ଭ୍ୟାନ ସହ ଚୋରୀ ସାମଗ୍ରୀକୁ କ.…
ଦିଲ୍ଲୀ ରାଜନୀତିରେ ହଲଚଲ: ମନ୍ତ୍ରିମଣ୍ଡଳରେ ବଡ଼ ଅଦଳବଦଳ, ନିର୍ମଳାଙ୍କ ହାତକୁ ଯାଇପାରେ ଶିକ୍ଷା ବିଭାଗ!
ନୂଆଦିଲ୍ଲୀ,୪ା୭: ଯେକୌଣସି ମୁହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଦଳୀୟ ମହଲରେ ଶୁଣିବାକୁ ମିଳୁଛି । ଗତ କିଛି ଦିନ ହେଲା ଦିଲ୍ଲୀରେ ଘମାଘୋଟ ମାନସମନ୍ଥନ ଚାଲିଥିବା ବେଳେ ନୂଆ ଅପଡେଟ୍ ଆସୁଛି । କିଛି ମନ୍ତ୍ରୀଙ୍କ…
‘ଭୀଷଣ ପାଣିପାଗ’ ସଙ୍କଟ ବଢ଼ିବ: ଡବ୍ଲ୍ୟୁଏମ୍ଓର ଚେତାବନୀ ଜାରି
ନୂଆଦିଲ୍ଲୀ,୪ା୭(ପି.ଟି.)ପ୍ରଶାନ୍ତ ମହସାଗର ଉପରିଭାଗରେ ସୃଷ୍ଟ ଏଲ୍ ନିନୋ ସ୍ଥିତି ଆଗାମୀ ମାସରେ ଦ୍ରୁତ ବେଗରେ ଶକ୍ତିଶାଳୀ ହେବା ଆଶଙ୍କା କରାଯାଉଛି। ଫଳରେ ଏହା ବିଶ୍ୱର ବିଭିନ୍ନ ଭାଗରେ ଗ୍ରୀଷ୍ମ ଲହର ସୃଷ୍ଟି କରିବା ସହ ଅନାବୃଷ୍ଟି, ଅତ୍ୟଧିକ ବୃଷ୍ଟି ଏବଂ ଅନ୍ୟାନ୍ୟ…
ଡାକ୍ତର ଆନ୍ଦୋଳନ: ଆଲୋଚନାକୁ ଡାକିଲେ ସରକାର
ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମେତ ୧୩ଦଫା ଦାବି ନେଇ ବୁଧବାରଠାରୁ ଡାକ୍ତରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ରାଜ୍ୟ ସରକାର ଦରମା ବନ୍ଦ ଓ ବହିଷ୍କାର ପାଇଁ ନିର୍ଦ୍ଦେଶ ଦେବା ସତ୍ତ୍ୱେ ଦାବି ପୂରଣ ଜିଦ୍ରେ ଓଡ଼ିଶା…
ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା
ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍ ମାରିଛି। ଏଥର ଲଘୁଚାପ ଜନିତ ପ୍ରଥମ ବର୍ଷାରେ ସହର ଜଳାର୍ଣ୍ଣବ ହୋଇ ପଡ଼ିଛି। ବରଗଡ଼ ପୌର…
ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ
ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି ଯୋଗୁ ଜିଲାର ଅନେକ ଚାଷୀ ସେମାନଙ୍କ ଅମଳ ଧାନ ବିକ୍ରି କରିପାରିନାହାନ୍ତି। ସେହିପରି…
ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ
ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ମନୋନୀତ କ୍ୟାଡେଟମାନେ ହେଲେ ପ୍ରେମାନନ୍ଦ ବେହେରା, ଦେବାଶିଷ ବେହେରା,…
ଜାପାନ ସହଯୋଗରେ ଓଡ଼ିଶାରେ ହେବ ୩ ପ୍ରକଳ୍ପ: ୭,୬୦୦ ନିଯୁକ୍ତି ସୁଯୋଗ ସୃଷ୍ଟି
ଭୁବନେଶ୍ୱର,୪।୭(ସୁନିତ୍ ମିଶ୍ର):ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି(ଗ୍ରୀନ୍ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସ୍ଥାନୀୟ ଲୋକସେବା ଭବନ କନ୍ଭେନସନ ସେଣ୍ଟରଠାରେ ଶୁକ୍ରବାର ଆୟୋଜିତ କାର୍ଯ୍ୟକ୍ରମରେ…

