ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍, ଆଉ ତା’ପରେ..
ଆନନ୍ଦପୁର/ବଞ୍ଚୋ,୪/୭(ସୁଶାନ୍ତ କୁମାର ସାହୁ/ପ୍ରଦୋଷ ବିଶ୍ୱାଳ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଥିବା ବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଝାରସୁଗୁଡାରୁ…
ପରିବେଶ ସୁରକ୍ଷାରେ ଉତ୍ସର୍ଗୀକୃତ ଦମ୍ପତି ସଙ୍ଗୀତା-ସତ୍ୟଜିତ: ୩୦୦ରୁ ଅଧିକ ଘରଚଟିଆ ସଂରକ୍ଷଣ
ଅମରପାଲି,୪ା୭(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତର ଖଜୁରିଆପାଲି ଗ୍ରାମର ସ୍ବାମୀସ୍ତ୍ରୀ ସତ୍ୟଜିତ ଗଡୁଆ ଓ ସଙ୍ଗୀତା ପାତ୍ର ପରିବେଶ ସୁରକ୍ଷା ଏବଂ ବନ୍ୟପ୍ରାଣୀ ସଂରକ୍ଷଣ କ୍ଷେତ୍ରରେ ନିଷ୍ଠାର ସହ କାର୍ଯ୍ୟ କରି ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଛନ୍ତି।…
ଦ୍ୱିଗୁଣ ହେଲା ବୁକର୍ ବିଜେତାଙ୍କ ପୁରସ୍କାର ରାଶି
ଲଣ୍ଡନ, ୪ା୭:ବିଶ୍ୱ ସାହିତ୍ୟ ଜଗତର ଅନ୍ୟତମ ପ୍ରତିଷ୍ଠିତ ପୁରସ୍କାର ‘ଅନ୍ତର୍ଜାତୀୟ ବୁକର୍ ପୁରସ୍କାର’ ର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଏହା ‘ବୁଖ୍ମ୍ୟାନ ଅନ୍ତର୍ଜାତୀୟ ବୁକର୍ ପୁରସ୍କାର’ ନାମରେ ଜଣାଶୁଣା ହେବ। ଏକ ଦାତବ୍ୟ ସଂସ୍ଥା ‘ବୁଖ୍ମ୍ୟାନ ଫିଲାନ୍ଥ୍ରୋପିଜ୍’ ଆଗାମୀ ଏକ…
ଆହୁରି ସକ୍ରିୟ ହେବ ଲଘୁଚାପ: ଆଜି ପ୍ରବଳ ବର୍ଷିବ, ୫ ଜିଲାକୁ ରେଡ୍ ଓ୍ବାର୍ନିଂ
ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପି ରହିଛି। ଫଳରେ ସାରା…
ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…
ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ ଅନାପତ୍ତି ପ୍ରମାଣପତ୍ର ବା ଏନ୍ଓସି (NOC) ପ୍ରଦାନ କରିଛି। ଏହି ତାଲିକାରେ ପାକିସ୍ତାନର…
ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…
ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ ଠକେଇ ଘଟଣା ଘଟିଛି। ଏଟିଏମରୁ ଟଙ୍କା ଉଠାଇ ଦେବା ଆଳରେ ଜଣେ ଦୁର୍ବୃତ୍ତ…
କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ…
ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ କରିଦେଇଛି। ଗତ ଜୁନ ୧୮ ତାରିଖରେ ଲୋହାଗଡ଼ ଦୁର୍ଗ ପାହାଡ଼ରୁ ଠେଲିଦେଇ କେତନଙ୍କୁ…
ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ
ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ ଯାଇଥିବା ଆଉ ଜଣେ ଶ୍ରମିକଙ୍କ ମୃତଦେହ ଶୁକ୍ରବାର ନିଜ ଗାଁରେ ପହଞ୍ଚିଛି। ମୃତଦେହ…
ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର
ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା ଜରୁରୀକାଳୀନ ଚିକିତ୍ସା ବ୍ୟାହତ ହେଉଥିବା ବେଳେ ଶୁକ୍ରବାର ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ…
୪୦ ବର୍ଷ ପରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ଇଣ୍ଡୋନେସିଆରୁ ଅଷ୍ଟ୍ରେଲିଆ ଯାଏ ଦେଖିବାକୁ ମିଳିବ…
ନୂଆଦିଲ୍ଲୀ,୩।୪: ବିଶ୍ୱର ବଦଳୁଥିବା ଭୂ-ରାଜନୈତିକ ସମୀକରଣ ମଧ୍ୟରେ ଭାରତ ନିଜର ବୈଦେଶିକ ନୀତି ଏବଂ ବାଣିଜ୍ୟିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଜୁଲାଇ ୬ ତାରିଖରୁ ୧୧…
HRଙ୍କ ଗୋଟିଏ ଫୋନ୍ କଲ୍ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…
ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍ଆରଙ୍କଠାରୁ ଏକ ଫୋନ୍ କଲ ପାଇଥିଲେ। ସେ ଭାବିଥିଲେ ଏହା ଏକ ସାଧାରଣ କଲ୍, କିନ୍ତୁ…
କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…
ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍ଇଏଲ୍) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ ପ୍ରସଙ୍ଗ ନେଇ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଆଜି ଛତ୍ରପୁର ଉପଜିଲାପାଳ…

