Home

ନିର୍ବାଚିତ ସରକାରଙ୍କୁ ଭୟଭୀତ କରାଇ ଭାଙ୍ଗିବା କେଉଁ ପ୍ରକାରର ଗଣତନ୍ତ୍ର: ଖାର୍ଗେ

ନୂଆଦିଲ୍ଲୀ,୨୭।୨: ହିମାଚଳ ପ୍ରଦେଶରେ ଯାହା କରାଯାଇଛି ତାହା ଠିକ୍‌ ନୁହେଁ। ଯଦି କେନ୍ଦ୍ର ସରକାର ନିର୍ବାଚିତ ସରକାରଙ୍କୁ ଭାଙ୍ଗିବାର କାର୍ଯ୍ୟ କରନ୍ତି ତେବେ ଏହା କି ପ୍ରକାର ଗଣତନ୍ତ୍ର? ଏହାପୂର୍ବରୁ ମଧ୍ୟପ୍ରଦେଶ, କର୍ନାଟକ, ମଣିପୁର, ଗୋଆରେ ମଧ୍ୟ ସମାନ ଘଟଣା ଘଟିଥିଲା।…

ଟିମ୍‌ ଇଣ୍ଡିଆ ତ ଦୂରର କଥା, ଏବେ ମୁମ୍ବାଇ ଟିମ୍‌ରେ ବି ସୁଯୋଗ ମିଳି ନ ପାରେ…

ନୂଆଦିଲ୍ଲୀ,୨୭।୨: ସମୟ ଥିଲା ଯେତେବେଳେ ଅଜିଙ୍କ୍ୟ ରାହାନେ ଟିମ୍‌ ଇଣ୍ଡିଆ ବ୍ୟାଟିଂର ପ୍ରମୁଖ ଅଂଶ ଥିଲେ। ମଧ୍ୟକ୍ରମରେ ଉଲ୍ଲେଖନୀୟ ବ୍ୟାଟିଂ କରି ସେ ଅନେକ ମ୍ୟାଚ୍‌ ଜିତାଇଥିଲେ। ଏହି କାରଣରୁ ତାଙ୍କୁ ଟେଷ୍ଟ ଟିମ୍‌ର ଅଧିନାୟକ ମଧ୍ୟ କରାଯାଇଥିଲା। ବର୍ତ୍ତମାନ ସମୟରେ…

ରାଜଧାନୀରେ ପୁଣି ଚୋରି: ଘରୁ ନେଇଗଲେ ୫ ଲକ୍ଷର ସୁନା ଅଳଙ୍କାର

ଭୁବନେଶ୍ୱର,୨୭।୨(ସତ୍ୟଜିତ୍‌ ରାଉତ): ରାଜଧାନୀରେ କମୁନି ଚୋରଙ୍କ ଉପଦ୍ରବ। ସୁଯୋଗ ଦେଖି ଘରେ କଳାକନା ବୁଲାଉଛନ୍ତି ଚୋର। ତେବେ ଭୁବନେଶ୍ୱରରେ ପୁଣି ଚୋରି ହୋଇଛି। ଶହୀଦନଗର ଥାନା ଅନ୍ତର୍ଗତ ଭିଏସ୍‌ଏସ୍‌ ନଗରରେ ଜଣଙ୍କ ଘରୁ ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ସୁନା ଅଳଙ୍କାର…

ପରୀକ୍ଷା ହଲ୍‌ରେ କପି ଦେଲେ ମହିଳା ହୋମଗାର୍ଡ, ସହଯୋଗ କରି ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ

କଟକ,୨୬ା୨ (କାର୍ତ୍ତିକ ସାହୁ): ମାଟ୍ରିକ ପରୀକ୍ଷା ହଲ୍‌ରେ ଦାୟିତ୍ୱ ଠିକ ଭାବେ ତୁଲାଇ ନ ଥିବାରୁ ନରସିଂହପୁର ବ୍ଲକ ଅନ୍ତର୍ଗତ ପତଣ୍ଡାସ୍ଥିତ ଶଙ୍କର୍ଷଣ ବିଦ୍ୟାପୀଠର ଶିକ୍ଷୟିତ୍ରୀ ଅନୁସୟା ମହାରଣାଙ୍କୁ ନିଲମ୍ବିତ କରାଯାଇଛି। ଶିକ୍ଷୟିତ୍ରୀ ଜଣକ ପରୀକ୍ଷା ନିରୀକ୍ଷକ ଦାୟିତ୍ୱରେ ଥିବା ହଲ୍‌…

ବିବାହର ମିଥ୍ୟା ପ୍ରତିଶୃତି ଦେଇ ଘରୋଇ ସହାୟିକାଙ୍କୁ ଠକେଇ, ଅଟୋ ଚାଳକ ଗିରଫ

ଭୁବନେଶ୍ୱର,୨୭।୨(ସୂର୍ଯ୍ୟକାନ୍ତ ବେହେରା): ଜଣେ ଘରୋଇ ସହାୟିକାଙ୍କୁ ବିବାହର ମିଥ୍ୟା ପ୍ରତିଶୃତି ଦେଇ ତାଙ୍କଠାରୁ ଟଙ୍କା ଠକିବା ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ଅଟୋ ଚାଳକଙ୍କୁ ଗିରଫ କରିଛି । ଅଭିଯୁକ୍ତ ହେଲେ ସ୍ଥାନୀୟ ଥାନା ଅଞ୍ଚଳରେ ରହୁଥିବା ପୁରୀର ପ୍ରଦୀପ୍ତ…

ସିରିଜ ହାରିଯିବା ସତ୍ତ୍ୱେ ନିଜର ପ୍ରଶଂସା କରି ଚର୍ଚ୍ଚାରେ ଷ୍ଟୋକ୍ସ

ନୂଆଦିଲ୍ଲୀ,୨୭।୨: ଭାରତ ବିପକ୍ଷରେ ଇଂଲଣ୍ଡର ଖେଳାଳିମାନେ ଜବରଦସ୍ତ ପ୍ରଦର୍ଶନ କରିବେ ବୋଲି ଆଶା କରାଯାଉଥିଲା। ହେଲେ ରୋହିତଙ୍କ ଯୁବ ବିଗ୍ରେଡ୍‌ ଇଂଲଣ୍ଡ ଟିମ୍‌ର ଆଶା ଧୂଳିସାତ କରିଦେଇଛନ୍ତି। ବେଜବଲ୍‌କୁ ନେଇ ଦୁନିଆରେ ଦବ୍‌ଦବା ହାସଲ କରିଥିବା ଇଂଲଣ୍ଡ ଟିମ୍‌ ଭାରତରେ ଟେଷ୍ଟ…

ମେ’ ୧୫ ଭିତରେ ଯୁକ୍ତ୨ ପରୀକ୍ଷା ଫଳ

ଭୁବନେଶ୍ୱର, ୨୭।୨(ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଫଳ ମେ’ ୧୫ ଭିତରେ ପ୍ରକାଶ ପାଇପାରେ। ଚଳିତ ବର୍ଷ ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ପାଇବ। ଏ…

ବାରବାଟୀ ଷ୍ଟାଡିୟମର ନବୀକରଣ ପ୍ରକଳ୍ପର ଶିଳାନ୍ୟାସ: ବିଭିନ୍ନ ଜିଲାରେ ହେବ ୪୧କ୍ରିକେଟ ଏକାଡେମୀ

କଟକ,୨୭।୨: କଟକ ବାରବାଟୀ ଷ୍ଟାଡିୟମ ନବୀକରଣ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ରାଜ୍ୟର ବିଭିନ୍ନ ଜିଲାରେ ହେବାକୁଥିବା ଥିବା ୪୧ଟି କ୍ରିକେଟ ଏକାଡେମୀର ମଧ୍ୟ ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଛନ୍ତି । ଭର୍ଚ୍ଚୁଆଲ ମାଧ୍ୟମରେ ବୁଧବାର ଏହାର…

ଟିମ୍‌ ଇଣ୍ଡିଆର ଖେଳାଳିଙ୍କୁ ମିଳିଲା ବଡ଼ ଉପହାର

ନୂଆଦିଲ୍ଲୀ,୨୭।୨: ହାଇଦ୍ରାବାଦରେ ପରାଜୟ ପରେ ଟିମ୍‌ ଇଣ୍ଡିଆ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରିଛି। ଦଳ ବିଶାଖାପାଟଣା, ରାଜକୋଟ ଏବଂ ରାଞ୍ଚି ଟେଷ୍ଟରେ ଇଲଂଣ୍ଡକୁ ପରାସ୍ତ କରିଥିଲା। ଫଳରେ ଦଳ ଟେଷ୍ଟ ସିରିଜରେ ୩-୧ରେ ଆଗୁଆ ହୋଇଛି। ତେବେ…

ନିର୍ବାଚନ କମିଶନରଙ୍କ ଛାଟ: ୧୫୬ ଓଏଏସ ଅଫିସରଙ୍କ ବଦଳି

ଭୁବନେଶ୍ୱର,୨୭।୨: ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ସରକାରୀ କର୍ମଚାରୀଙ୍କ ବଦଳି ନିୟମକୁ କଡାକଡି ପାଇଁ ନିର୍ବାଚନ କମିଶନର ନିର୍ଦ୍ଦେଶ ଦେବା ପରେ ରାଜ୍ୟର ବଦଳି ପ୍ରକ୍ରିୟା ଜାରି ରହିଛି । ବିଡିଓ, ତହସିଲଦାର, ଉପଜିଲ୍ଲାପାଳ, ପ୍ରକଳ୍ପ ନିର୍ଦ୍ଦେଶକ, ଅତିରିକ୍ତ ଜିଲ୍ଲାପାଳ ଆଦି…

୧୪୫ କୋଟିର ଚାକିରି ଛାଡ଼ିଥିଲେ, ଏବେ ୮,୩୦୦ କୋଟିର କମ୍ପାନୀ ଛିଡ଼ା କରି ଚର୍ଚ୍ଚାରେ ଏହି ମହିଳା

ପାକିସ୍ତାନୀ ବଂଶୋଦ୍ଭବ ସୁନୀରା ମଧାନୀ ହେଉଛନ୍ତି ଆମେରିକାର ଜଣେ ଜଣାଶୁଣା ମହିଳା ବ୍ୟବସାୟୀ। ସେ ଫ୍ଲୋରିଡା ବିଶ୍ୱବିଦ୍ୟାଳୟରୁ ଫାଇନାନ୍ସରେ ସ୍ନାତକ କରିଥିଲେ। ପରେ ସେ ଆମେରିକାର ଅଟଲାଣ୍ଟାର ପେମେଣ୍ଟ ପ୍ରୋସେସର କମ୍ପାନୀ ‘ଫାଷ୍ଟ ଡାଟା’ ଲାଗି କାମ କରିଥିଲେ। ହେଲେ ଚାକିରିରେ…

ସ୍ତ୍ରୀଙ୍କ ଗହଣା ଉପରେ ରହିଛି ସ୍ବାମୀଙ୍କ କେତେ ଅଧିକାର? କୋର୍ଟ ଦେଲେ ବଡ ରାୟ

ନୂଆଦିଲ୍ଲୀ,୨୭।୨: ବିବାହରେ ମହିଳାଙ୍କୁ ମିଳୁଥିବା ଜମି, ଘର ଓ ଗହଣାରେ କାହାର ଅଧିକାର ଏନେଇ ବିଭିନ୍ନ ଖବର ସାମ୍ନାକୁ ଆସିଛି। ନିକଟରେ ଦିଲ୍ଲୀ ହାଇକୋର୍ଟରେ ମଧ୍ୟ ଏଭଳି ଏକ ମାମଲାର ଆବେଦନ କରାଯାଇଛି। ଯେଉଁଠାରେ ଜଣେ ମହିଳା ତାଙ୍କ ସ୍ବାମୀଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?