Home

ହର୍ଷିତ ରାଣା ଆଇପିଏଲରୁ ବାଦ ପଡ଼ିଲେ, ତାଙ୍କ ସ୍ଥାନ ନେଇ ପାରନ୍ତି ଏହି ୩ ଖେଳାଳି

ନୂଆଦିଲ୍ଲୀ,୧୬।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ (IPL) ପାଇଁ ବିଗୁଲ ୨୮ ମାର୍ଚ୍ଚରେ ବାଜିବାକୁ ଯାଉଛି; କିନ୍ତୁ, ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, କୋଲକାତା ନାଇଟ ରାଇଡର୍ସ (KKR) ଏକ ବଡ଼ ଝଟକା ପାଇଛି। ରିପୋର୍ଟ ଅନୁଯାୟୀ, KKRର ଷ୍ଟାର ଅଲରାଉଣ୍ଡର…

ନେତାନ୍ୟାହୁଙ୍କୁ ହତ୍ୟା ଆଇଆର୍‌ଜିସିର ଲକ୍ଷ୍ୟ

ତେହରାନ୍‌,୧୬ା୩: ଇରାନ୍‌-ଆମେରିକା ଯୁଦ୍ଧ ରବିବାର ୧୬ ଦିନ ଅତିକ୍ରମ କରିଥିଲାବେଳେ ଆମେରିକାର ବିଭିନ୍ନ ଠିକଣା ସମେତ ଇସ୍ରାଏଲ ଉପରେ ଇରାନ୍‌ର ଆକ୍ରମଣ ଜାରି ରହିଛି। ଏହାମଧ୍ୟରେ ଇରାନ୍‌ର ଇସ୍‌ଲାମିକ୍‌ ରିଭୋଲ୍ୟୁଶନାରୀ ଗାର୍ଡ କର୍ପସ୍‌ (ଆଇଆର୍‌ଜିସି) ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କୁ ଟାର୍ଗେଟ କରି…

SCB ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ୨୩…

ଆଜି ୩୭ ରାଜ୍ୟ ସଭା ଆସନ ପାଇଁ ଭୋଟ

ନୂଆଦିଲ୍ଲୀ,୧୬ା୩: ୧୦ ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ ପାଇଁ ସୋମବାର ପୂର୍ବାହ୍ନ ୯ଟାରୁ ଅପରାହ୍ନ ୪ଟା ମଧ୍ୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଅପରାହ୍ନ ୫ଟାରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ମହାରାଷ୍ଟ୍ର, ଓଡ଼ିଶା,…

SCBରେ ବଡ଼ଧରଣର ଅଗ୍ନିକାଣ୍ଡ: ୧୦ ମୃତ, ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ପରେ ICUରେ ସାଂଘାତିକ…

ଆଜି ରାଜ୍ୟ ସଭା ଭୋଟ, ମଇଦାନରେ ୫ ପ୍ରାର୍ଥୀ

ଭୁବନେଶ୍ୱର, ୧୬।୩(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନ ଲାଗି ସୋମବାର ଭୋଟ ହେବ। ଏପ୍ରିଲ ୨ ତାରିଖରେ ରାଜ୍ୟ ସଭାରୁ ସୁଜିତ୍‌ କୁମାର, ମମତା ମହନ୍ତ, ମୁଜିବୁଲ୍ଲା ଖାନ(ମୁନା) ଏବଂ ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ଶେଷ ହେବ। ଖାଲି ହେବାକୁ…

ଜିଲାପାଳଙ୍କ ନିର୍ଦ୍ଦେଶ ପରେ ତତ୍ପର ହେଲା ଯୋଗାଣ ବିଭାଗ, ଗୋଟିଏ ଘରୁ ଜବତ ହେଲା ୨୧ ଗ୍ୟାସ ସିଲିଣ୍ଡର

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରନ୍ଧନ ଗ୍ୟାସର କଳାବଜାର ଚାଲିଥିବା ଅଭିଯୋଗ ହୋଇଛି। ତେବେ ଏଭଳି କଳାବଜାର ଉପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲାପାଳ ଆଦିତ୍ୟ ଗୋୟଲ ନିର୍ଦ୍ଦେଶ ଦେବା ପରେ ଜିଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ…

କଳିଙ୍ଗା ଘାଟିରେ କୁଆପଥର ବର୍ଷା, କିଛି ସମୟ ପାଇଁ ଠପ୍ ହେଲା ଯାତାୟତ

ଭଞ୍ଜନଗର,୧୫ା୩(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ଅଞ୍ଚଳରେ ରବିବାର ଦିନବେଳା କୁଆପଥର ସହ ପ୍ରବଳ ବର୍ଷା ହୋଇଛି । ପ୍ରାୟ ୨ ରୁ ୩ ସେମି ବହଳରେ କୁଆ ପଥର ରାସ୍ତା ଉପରେ ବିଛେଇ ହୋଇ…

ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ; ଦେଶୀରନ୍ଧା ମଦ- ମହୁଲ ଫୁଲ ଜବତ, ୩ ଗିରଫ

ବଞ୍ଚୋ,୧୫ା୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ଅବକାରୀ ଅଧିକ୍ଷକଙ୍କ ତତ୍ତ୍ବାବଧନରେ ଆନନ୍ଦପୁର ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ କରାଯାଇଛି । ଅବକାରୀ ନିରୀକ୍ଷକ ବ୍ରଜମୋହନ ମଲ୍ଲିକ ଏବଂ ହାଟଡିହି ଅବକାରୀ ଥାନା ଷ୍ଟାଫମାନଙ୍କୁ ନେଇ ଗଠିତ ଏକ…

ଗାଙ୍ଗଦହଣୀରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାର ଛାରଖାର, ଘରେ କେହି ନଥିବା ବେଳେ…

ପୁରୁଷୋତ୍ତମପୁର,୧୫ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଗାଙ୍ଗଦହଣୀ ଗ୍ରାମ ପଞ୍ଚାୟତ ଧୋବା ସାହିରେ ଅଗ୍ନିକାଣ୍ଡ । ରବିବାର ଅଭି ସେଠୀଙ୍କ ଘରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର‌ ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି । ଘରେ କେହି ନଥିବା…

ଗଛକୁ ଧକ୍କା ଦେଇ ବିଲକୁ ପଶିଗଲା କାର୍, ଏକାଥରେ ଚାଲିଗଲା ମା’ପୁଅଙ୍କ ଜୀବନ

ବୁଗୁଡ଼ା,୧୫।୩(କାଳିଚରଣଦାଶ ): ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।କାର ଦୁର୍ଘଟଣାରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଥିବା  ବେଳେ ବାପା ଓ ଝିଅ ସାମାନ୍ୟ ଆହତ ହୋଇଥିବା ଜଣା ପଡିଛି । ମୃତକ ମାନେ…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର, ଆସୁଛି ୮୦ ହଜାର ଟନ୍ ଅଶୋଧିତ ତୈଳ

ନୂଆଦିଲ୍ଲୀ,୧୫।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି । ଭାରତୀୟ ପତାକା ଲାଗିଥିବା ଅଶୋଧିତ ତୈଳ ଟ୍ୟାଙ୍କର୍ ଜଗ୍ ଲାଡକି ସୁରକ୍ଷିତ ଭାବରେ ଏକ ବିପଦପୂର୍ଣ୍ଣ ସାମୁଦ୍ରିକ କ୍ଷେତ୍ରରୁ ବାହାରି ଆସିଛି ଏବଂ ବର୍ତ୍ତମାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri