ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…
ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ଜଣେ ବରିଷ୍ଠ ଅଧିକାରୀ ନୂଆଦିଲ୍ଲୀ ଯାଇ…
ମହଜୁଦ ଅଛି ତେଲ, ତଥାପି ପମ୍ପ ବନ୍ଦ, ଭିଡ଼: ଭୟର ବାତାବରଣ
ଭୁବନେଶ୍ୱର,୧୬ା୫(ସୁନିତ୍ ମିଶ୍ର):ରାଜ୍ୟରେ ପେଟ୍ରୋଲ, ଡିଜେଲକୁ ନେଇ ଦେଖାଦେଇଥିବା ସମସ୍ୟା ସମାଧାନ ହୋଇପାରି ନାହିଁ। ରାଜ୍ୟର ପ୍ରାୟ ସବୁ ପମ୍ପରେ ଘଣ୍ଟା ଘଣ୍ଟା ଧରି ଲୋକମାନଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଛି। ଏପରିକି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପେଟ୍ରୋଲ, ଡିଜେଲର ବ୍ୟବହାର କମ୍…
ଢୋଲମହୁଲ ଗୋଚର ଜମିରେ ବେଆଇନ ଆଡ଼ିବନ୍ଧ ନିର୍ମାଣ: ଖରିଫ ଚାଷ ପ୍ରଭାବିତ ଆଶଙ୍କା
ଲୋଇସିଂହା,୧୬।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ବୁର୍ଡା ମୌଜାର ଢୋଲମହୁଲ ଗୋଚର ଜମି ଉପରେ ଏବେ ଜମି ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ବର୍ଷ ବର୍ଷ ଧରି ବ୍ୟବହୃତ ପ୍ରାକୃତିକ ନାଳ ଓ ଜଳସ୍ରୋତକୁ ନ୍ୟସ୍ତ ସ୍ବାର୍ଥ ବ୍ୟକ୍ତି ମାଟି ପକାଇ…
ରାସ୍ତା ମରାମତି ନାଁରେ ପ୍ରହସନ: ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା
ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି):ରାସ୍ତା ମରାମତି ପରିବର୍ତ୍ତେ କେବଳ ସୂଚନା ଫଳକରେ ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା କରାଯାଇଛି। ଏଭଳି ଘଟଣା ଥୁଆମୂଳ ରାମପୁର ବ୍ଲକର କୁମାରକାନୀ ଛକରୁ ବାଗଡ଼ିଆଣି ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ରାସ୍ତାରେ…
ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ ଧନସିଂ: ପରିବାର ଚଳାଇବା…
ନୂଆପଡ଼ା,୧୬ା୫ (ମକାରୁ ବେମାଲ):କେନ୍ଦ୍ର ଓ ରାଜ୍ୟ ସରକାର ଗରିବ, ଅସହାୟ, ଦିବ୍ୟାଙ୍ଗଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ପ୍ରଶାସନିକ ଅଧିକାରୀ, ନିର୍ବାଚିତ ପ୍ରତିନିଧିଙ୍କ ଆନ୍ତରିକତା ଅଭାବରୁ ପ୍ରକୃତ ହିତାଧିକାରୀ ଏଥିରୁ ବଞ୍ଚତ୍ତ ହେଉଥିବା ଅଭିଯୋଗ ହେଉଛି। ଏହାର ଉଦାହରଣ…
ସରପଞ୍ଚଙ୍କ ନିଆରା ପ୍ରୟାସ: ଚାରିଆଡ଼ୁ ସାଉଁଟୁଛନ୍ତି ପ୍ରଶଂସା
ନୂଆପଡ଼ା,୧୬ା୫(ମକାରୁ ବେମାଲ):ନୂଆପଡ଼ା ଜିଲାରେ ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ମୁକ୍ତ ସମାଜ ଗଠନ ନିମନ୍ତେ ଚାଲିଥିବା ଏସ୍ୟୁପି ଫ୍ରି ନୂଆପଡ଼ା ଅଭିଯାନ ବର୍ତ୍ତମାନ ଏକ ଜନ ଆନ୍ଦୋଳନରେ ପରିଣତ ହୋଇଛି। ଏହି ଅଭିଯାନକୁ ନୂଆ ଦିଗ ଦେଇଛି କୋମନା ବ୍ଲକର ଜଣେ…
କଳାହାଣ୍ଡିରେ ବାହାର ରାଜ୍ୟ କମ୍ପାନୀର କାୟାବିସ୍ତାର: ଚିନ୍ତିତ ନାହାନ୍ତି ଅଧିକାରୀ, କର୍ମଚାରୀ
ଭବାନୀପାଟଣା, ୧୬ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ କେନ୍ଦୁପତ୍ରକୁ ନେଇ ବହୁ କୋଟି ଟଙ୍କାର କାରବାର ଏବେ ସଙ୍କଟମୟ ସ୍ଥିତିରେ ଗତି କରୁଛି। ସରକାର ବିପୁଳ ପରିମାଣର ରାଜସ୍ବ ହରାଇବା ସତ୍ତ୍ୱେ ଆଦୌ ବିଚଳିତ ନ ହେବା ସମସ୍ତଙ୍କୁ ଚକିତ କରିଛି। ବାହାର…
ଅର୍ଜୁନଙ୍କୁ ମିଳିଲା ବଡ଼ ଅଫର୍: ଏବେ…
ବଲିଉଡ ଅଭିନେତା ଅର୍ଜୁନ ରାମପାଲ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସେ ତ ଦମଦାର ଅଭିନୟ କରନ୍ତି କିନ୍ତୁ ‘ଧୂରନ୍ଧର-୨’ରେ ତାଙ୍କର ଖଳନାୟକ ଭୂମିକା ବେଶ୍ ପ୍ରଶଂସନୀୟ। ଏହି କାରଣରୁ ସମସ୍ତେ ତାଙ୍କୁ ଏବେ ପ୍ରତିପକ୍ଷ ଭୂମିକାରେ ଦେଖିବାକୁ ଚାହାଁନ୍ତି। ଏହି ଚର୍ଚ୍ଚା…
ସମ୍ପର୍କୀୟ ଭାଇ ଦେଲା ବିଶ୍ବାସରେ ବିଷ:୧୩ ବର୍ଷୀୟା ନାବାଳିକା ହେଲେ ୬ ମାସର ଗର୍ଭବତୀ, ଡାକ୍ତରୀ ପରୀକ୍ଷା ପରେ…
ବୈଶିଙ୍ଗା,୧୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବଳାତ୍କାର ଶିକାର ଜନୈକା ୧୩ ବର୍ଷିୟା ନାବାଳିକା ୬ମାସର ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଭାଇକୁ ଗିରଫ କରିଛି ପୋଲିସ । ପୀଡିତାଙ୍କ ପରିବାରବର୍ଗଙ୍କ ଅଭିଯୋଗ ମୁତାବକ ଅଭିଯୁକ୍ତ ୨୮ବର୍ଷୀୟ ଯୁବକଜଣକ ପୀଡିତାଙ୍କ…
କର୍ମକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯାତନା: ନିଲମ୍ବିତ ହେଲେ ବରଗଡ଼ ବିଇଓ, ଡିଇଓ
ବରଗଡ଼,୧୫।୫(ପ୍ରେମାନନ୍ଦ ଖମାରୀ)- କର୍ମକ୍ଷେତ୍ରରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଏବଂ ବିଭାଗରେ ଆର୍ଥିକ ଅନିୟମିତତା ଅଭିଯୋଗ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହି ମାମଲାରେ ଗିରଫ ହୋଇ ବରଗଡ଼ ଜିଲା କାରାଗାରରେ ରହିଥିବା ବରଗଡ଼ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ତଥା…
ଯାତ୍ରୀଙ୍କ ପକେଟ୍କୁ ଝଟ୍କା: ରାଜ୍ୟରେ ବଢ଼ିଲା ଘରୋଇ ବସ୍ ଭଡ଼ା, ଜାଣନ୍ତୁ କାହା ପାଇଁ କେତେ?
ଭୁବନେଶ୍ୱର,୧୫।୫: ରାଜ୍ୟରେ ଯାତ୍ରୀବାହୀ ଘରୋଇ ବସ ଭଡ଼ା ବୃଦ୍ଧି ପାଇଛି। ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବସ ଭଡ଼ା ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ସ୍ବୟଂଚାଳିତ ଭଡ଼ା ବୃଦ୍ଧି ପ୍ରକ୍ରିୟା ଅନୁଯାୟୀ, ବିଭିନ୍ନ ବର୍ଗର ବସ ଭଡ଼ାରେ କିଲୋମିଟର…
NEET ପେପର ଲିକ୍ ମାମଲାରେ CBIର ବଡ଼ କାର୍ଯ୍ୟାନୁଷ୍ଠାନ: ମାଷ୍ଟରମାଇଣ୍ଡ ପି.ଭି. କୁଲକର୍ଣ୍ଣି ଗିରଫ
ନୂଆଦିଲ୍ଲୀ/ପୁଣେ,୧୫।୫: NEET-UG 2026 ପ୍ରଶ୍ନପତ୍ର ଲିକ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (CBI)କୁ ଏକ ବଡ଼ ସଫଳତା ମିଳିଛି। ତଦନ୍ତକାରୀ ସଂସ୍ଥା ଏହି ସାରା ଘଟଣାର ମାଷ୍ଟରମାଇଣ୍ଡ କୁହାଯାଉଥିବା ପି.ଭି. କୁଲକର୍ଣ୍ଣିଙ୍କୁ ଗିରଫ କରିଛି। CBI ଅନୁଯାୟୀ, କୁଲକର୍ଣ୍ଣି ହିଁ ପେପର…
Archives


