କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍ଙ୍କୁ ଦାବି
କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ ଯାତ୍ରୀ ସଂଘ ପକ୍ଷରୁ ସମ୍ବଲପୁର ମଣ୍ଡଳ ରେଳ ପ୍ରବନ୍ଧକ (ଡିଆରଏମ)ଙ୍କୁ ସୋମବାର ଏକ…
ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ
ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି ଅବ୍ୟବସ୍ଥିତ ହୋଇ ପଡ଼ିଥିବା ଡ୍ରେନ ଓ ଅଳିଆ ଆବର୍ଜନା ସଫେଇ କାର୍ଯ୍ୟ ଆରମ୍ଭ…
ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର
ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍ରେ ନୋବେଲ ସମ୍ମାନ ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। ଏହି ତିନି ବୈଜ୍ଞାନିକଙ୍କୁ…
ଟିମ୍ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…
ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛି। ସ୍ଲୋ ଓଭର ରେଟ…
ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ
ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ ପାଇଁ ତାଙ୍କୁ ମହାରାଷ୍ଟ୍ର ସିନିୟର ପୁରୁଷ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ମହାରାଷ୍ଟ୍ର…
‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’
ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଦ୍ୟାଳୟ ପରିସରରୁ ମଇଳା ବାହାର କରାଯାଇଥିଲା। ଏଥିସହ ପରିବେଶର…
ଗାଁ ଭିତରେ ମଦ ବିକ୍ରିକୁ ବିରୋଧ, ଅବକାରୀ ଉପନିରୀକ୍ଷକଙ୍କ ନିକଟରେ ଅଭିଯୋଗ କରି…
କେସିଙ୍ଗା,୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୂନମାଠ ପଞ୍ଚାୟତ ଅଧିନସ୍ଥ ବିଜ ଖମନ ଗ୍ରାମ ଭିତରେ ଦେଶୀ ଓ ବିଦେଶୀ ମଦ ବେନିୟମ ଭାବେ ବିକ୍ରିକୁ ବିରୋଧ କରି ସରପଞ୍ଚ ପ୍ରେମଲାଲ ଭୋଇଙ୍କ ନେତୃତ୍ୱରେ ଓ ଗ୍ରାମବାସୀ ତଥା ସମିତିସଭ୍ୟା,…
ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ
ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ତେବେ ଧାର୍ଯ୍ୟ ନିୟମ ଅନୁଯାୟୀ ଆଇଟିଡିଏ ପ୍ରକଳ୍ପ ପ୍ରଶାସକଙ୍କ…
Chanakya Niti: କେମିତି ନିବିଡ଼ ହେବ ସମ୍ପର୍କ, ଏହାକୁ ବଜାୟ ରଖିବାର ସହଜ କଳା…
ଭାରତୀୟ ସଂସ୍କୃତିରେ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରର ବିଶେଷ ମହତ୍ତ୍ୱ ରହିଛି। ଚାଣକ୍ୟ କେବଳ ରାଜନୀତି କିମ୍ବା କୂଟନୀତି ନୁହନ୍ତି, ବରଂ ମାନବୀୟ ସମ୍ପର୍କକୁ କିପରି ସୁନ୍ଦର ଓ ସୁଦୃଢ଼ ରଖାଯାଇପାରିବ, ସେ ନେଇ ଅନେକ ମୂଲ୍ୟବାନ ଉପଦେଶ ଦେଇଛନ୍ତି। ଚାଣକ୍ୟ ନୀତି…
୧୫ରେ ଛାତ୍ର ସଂସଦ ନିର୍ବାଚନ, କିଏ ଲଢ଼ିପାରିବେ? ଜାଣନ୍ତୁ ନିୟମ
ଭୁବନେଶ୍ବର,୫ା୧୦: ଆସନ୍ତା ଅକ୍ଟୋବର ୧୫ରେ ହେବ ଛାତ୍ର ସଂସଦ ନିର୍ବାଚନ । ୧୬ରେ ଶପଥଗ୍ରହଣ ସମାରୋହ ହେବା ନେଇ ସୋମବାର ଘୋଷଣା କରିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଦଶହରା ଛୁଟି ପୂର୍ବରୁ ହେବ ଛାତ୍ର ସଂସଦ ନିର୍ବାଚନ ।…
ମହାକାଳପଡ଼ାରେ ପୋଷଣ ମାସ: ଶିଶୁଙ୍କୁ ଭିଟାମିନ୍ଯୁକ୍ତ ଖାଦ୍ୟ ଦେବାକୁ ବିଡିଓଙ୍କ ଆହ୍ୱାନ
ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମିଶନ ଶକ୍ତି ସଭାଗୃହଠାରେ ‘ସୁସ୍ଥ ଶିଶୁ, ସୁସ୍ଥ ପରିବାର, ସମୃଦ୍ଧ ଓଡ଼ିଶା’ ବାର୍ତ୍ତା ନେଇ ୯ମ ରାଷ୍ଟ୍ରୀୟ ପୋଷଣ ମାସ-୨୦୨୬ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବ୍ଲକ ବିଡିଓ ତଥା…
ଶୃଙ୍ଖଳା ନାଁରେ ବର୍ବରତା! ୮୨ ଛାତ୍ରଙ୍କୁ ଅଧାଲଣ୍ଡା କରିଦେଲେ ଶିକ୍ଷକ, ରାଜ୍ୟରେ ହଇଚଇ
ମୁମ୍ବାଇ,୫।୧୦: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିମୁର ତାଲୁକାର ଜାମ୍ଭୁଲଘାଟସ୍ଥିତ ଏକ ସରକାରୀ ମାଧ୍ୟମିକ ଆଶ୍ରମ ବିଦ୍ୟାଳୟରେ ପ୍ରାୟ ୮୨ ଜଣ ଛାତ୍ରଙ୍କୁ ଅନୁଶାସନ ନାଁରେ ଅଧା ଲଣ୍ଡା କରାଯାଇଥିବା ଅଭିଯୋଗ ହୋଇଛି । ଘଟଣାକୁ…

