Home

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ ନୋଟିସ ଜାରି କରିଛି, ସେମାନଙ୍କର ବିଦ୍ୟମାନ ୟୁଜରନେମ ଫିଚରଗୁଡ଼ିକୁ ପ୍ରଶ୍ନ କରିଛି। ୟୁଜରନେମ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭଟଲି ପଞ୍ଚାୟତ ସମିତି ସଭାଗୃହରେ ଆୟୋଜିତ ଏହି ବୈଠକରେ ବରଗଡ଼…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି। ଗତ ୮ ଦିନ ଧରି ତାଙ୍କର କୌଣସି ପତ୍ତା ମିଳୁ ନଥିବା ବେଳେ,…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ, କୋମ, ତାବ୍ରିଜ, ଇସ୍ଫାହାନ ଏବଂ ଶିରାଜ ଭଳି ସହର ପର୍ଯ୍ୟନ୍ତ ଲୋକମାନେ ସେମାନଙ୍କ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ ଏକ ଅଜଣା ମୃତଦେହ ଦେଖିବାକୁ ମିଳିଛି। ଗୁରୁବାର ଅପରାହ୍ନରେ ଏହି ମୃତଦେହଟି ଝରଣା…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ ପ୍ରଥମ ଟି-୨୦ ମ୍ୟାଚ ବାତିଲ ହୋଇଥିଲା। ସେହି ମ୍ୟାଚ ରାତି ୧୦ଟାରେ ଆରମ୍ଭ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ ଶେଷ ହୋଇନାହିଁ। କାଗଜ, କଲମରେ କ୍ରୟ ହୋଇ ସାରିଥିବା ବେଳେ ଏବେ ମଧ୍ୟ…

ସିଂହ ରାଶିରେ ଶୁକ୍ରଙ୍କ ଗୋଚର: ଜୁଲାଇ ୪ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ଧନଲାଭ ସହ ମିଳିବ ସୁଖ-ସମୃଦ୍ଧି

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହଙ୍କୁ ସୁଖ, ସମୃଦ୍ଧି, ପ୍ରେମ, ସୌନ୍ଦର୍ଯ୍ୟ ଓ ଭୌତିକ ସୁଖ-ସୁବିଧାର କାରକ ବୋଲି କୁହାଯାଏ। ଯେତେବେଳେ ବି ଶୁକ୍ର ନିଜର ରାଶି ପରିବର୍ତ୍ତନ କରନ୍ତି, ଏହାର ସିଧାସଳଖ ପ୍ରଭାବ ମାନବ ଜୀବନ, କ୍ୟାରିୟର ଓ ଆର୍ଥିକ ସ୍ଥିତି…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର ଶବର ଏବଂ ରାଜ୍ୟ ଉପ ସଭାପତି ତଥା ପାରଳାର ପୂର୍ବତନ ବିଧାୟକ କେ.ନାରାୟଣ…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ କେସିଙ୍ଗା ଏସ ଡ଼ି ପି ଓ ସନ୍ଦୀପ ମାଝୀ ଙ୍କ ନେତୃତ୍ୱରେ ରିଷିଡା…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ ରାଜି ନ ହେବା ସହ ବାହାରକୁ ରୋଜଗାର କରିବାକୁ ଯିବାକୁ ଅଡ଼ି ବସିଥିଲେ।…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ ଦୁର୍ବୃତ୍ତ କାଟି ଚୋରି କରି ନେଉଥିବା ଅଭିଯୋଗ ହୋଇଛି। ଗୋଟିଏ ସ୍ଥାନରେ ରେଲିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?