Home

କିଡ୍‌ନୀ ଦେଇ ସ୍ତ୍ରୀଙ୍କ ଜୀବନ ବଞ୍ଚାଇଥିଲେ ସ୍ବାମୀ, ଛାଡପତ୍ର ହେବାରୁ କହିଲେ, ‘ମୋ କିଡନୀ ଫେରା’

ଓ୍ବାଶିଂଟନ୍‌,୨୧।୨: ଛାଡପତ୍ରର ବିଭିନ୍ନ ଘଟଣା ଦେଖିବାକୁ ପାଇଥିବେ। କିନ୍ତୁ ଏହି ମାମଲା ଆପଣଙ୍କୁ ଆଶ୍ଚର୍ଯ୍ୟ କରିଦେବ। ଛାଡପତ୍ର ପରେ ସ୍ବାମୀ-ସ୍ତ୍ରୀ କ୍ଷତିପୂରଣ ପାଇଁ ଟଙ୍କା ମାଗିଥା’ନ୍ତି। କିନ୍ତୁ ଏହି ଘଟଣାରେ ବ୍ୟକ୍ତିଜଣକ କିଡନୀ ମାଗିଛନ୍ତି। ଘଟଣା ଜାଣି ତାଜୁବ ହୋଇଯିବେ। ଘଟଣାଟି…

ମୋଦି ସରକାର ଦେଉଛନ୍ତି ୩ ଲକ୍ଷ ଟଙ୍କାର ଋଣ, କିପରି ନେବେ ଏହାର ଲାଭ ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାରେ ବ୍ୟକ୍ତିବିଶେଷଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ। ଯାହା ସେମାନଙ୍କ ଉଦ୍ୟୋଗ ଆରମ୍ଭ କରିବାରେ ଆର୍ଥିକ…

ପୃଥିବୀ ମୁହାଁ ଦୁଇ ଟନ ଓଜନର ଉପଗ୍ରହ…

ଲଣ୍ଡନ,୨୧।୨ : ୟୁରୋପୀୟ ସ୍ପେସ ଏଜେନ୍ସିର ଏକ ପୁରାତନ ଉପଗ୍ରହ କିଛି ଘଣ୍ଟା ମଧ୍ୟରେ ପୃଥିବୀ ଉପରେ ଖସିବାକୁ ଯାଉଛି। ଏହି ଉପଗ୍ରହର ନାମ ହେଉଛି ଇଆରଏସ-୨ । ଏହା ୧୯୯୫ ରେ ଉତକ୍ଷେପଣ କରାଯାଇଥିଲା। ପୃଥିବୀ ପର୍ଯ୍ୟବେକ୍ଷଣ କ୍ଷମତା ଏବଂ…

ସାବଧାନ! Pay later ହେଉଛି ହ୍ୟାକ୍‌, ଆକାଉଣ୍ଟରୁ ୯୭ହଜାର ଟଙ୍କା ହୋଇଗଲା ଗାଏବ

ନୂଆଦିଲ୍ଲୀ,୨୧।୨: ଦେଶରେ ପ୍ରତିଦିନ ନୂଆ ଉପାୟରେ ସ୍କାମ ହେଉଛି। ଆପଣ ଜାଣିଥିବେ, ସାଧାରଣତ ହ୍ୟାକରମାନେ ଲୋକଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହ୍ୟାକ୍‌ କରି ଟଙ୍କା ନେଇଯାଇଥା’ନ୍ତି। କିନ୍ତୁ ନିକଟରେ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି। ଯେଉଁଥିରେ ଫୁଡ୍‌ ଡେଲିଭରି ଆକାଉଣ୍ଟକୁ ହ୍ୟାକ୍‌…

ଭାଜପାରେ ସାମିଲ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର,୨୧।୨: ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ ବୁଧବାର ଭାଜପାରେ ସାମିଲ ହୋଇଛନ୍ତି। ପ୍ରଦୀପ ଓ ତାଙ୍କର କିଛି ସମର୍ଥକ ଭାଜପାର ଦଳୀୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଆଜି ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି।…

ଆପଏଣ୍ଟମେଣ୍ଟ ନ ଥିବାରୁ ବିଗ୍‌ ବିଙ୍କୁ ଭେଟିବାକୁ ମନା କରି ଦେଇଥିଲେ ଅମିନ ସୟାନୀ…

ମୁମ୍ବାଇ,୨୧।୨ : ‘ବିନାକା ଗୀତାମାଲା’ର ଘୋଷକ ତଥା ରେଡିଓ କିଙ୍ଗ’ ଅମିନ ସୟାନୀଙ୍କ ଦେହାନ୍ତ ହୋଇଛି। ୯୧ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ବିଗ୍‌ ବି ଅମିତାଭ ବଚ୍ଚନ ଏବଂ ଅମିନ ସୟାନୀଙ୍କ ନେଇ ଏକ ରୋଚକ ତଥ୍ୟ…

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଘୋଷଣା: ବର୍ଷକୁ ୨ ଥର ହେବ ବୋର୍ଡ ପରୀକ୍ଷା, ଜାଣନ୍ତୁ କେବେଠୁ ଲାଗୁ ହେବ ଏହି ନିୟମ

ନୂଆଦିଲ୍ଲୀ,୨୧।୨: ବୋର୍ଡ ପରୀକ୍ଷା ଆରମ୍ଭ ହୋଇଛି। ବର୍ତ୍ତମାନ ସିବିଏସଇ ବୋର୍ଡ, ବିହାର ବୋର୍ଡ, ଏମ୍‌ପି ବୋର୍ଡ, ଓଡ଼ିଶା ବୋର୍ଡ, ବେଙ୍ଗଲ ବୋର୍ଡ ସମେତ ଅନେକ ରାଜ୍ୟ ବୋର୍ଡର ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଚାଲିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ…

ନୀରବି ଗଲେ ‘ବିନାକା ଗୀତାମାଲା’ର ଘୋଷକ ଅମିନ ସୟାନୀ…

ମୁମ୍ବାଇ,୨୧।୨ : ‘ରେଡିଓ କିଙ୍ଗ’ ଅମିନ ସୟାନୀଙ୍କ ଦେହାନ୍ତ ହୋଇଛି। ଧ୍ୱନି ଜଗତର ସୃଷ୍ଟିକର୍ତ୍ତା ଭାବରେ ଜଣାଶୁଣା ଅମିନ ସୟାନି ୯୧ ବର୍ଷ ବୟସରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ରେଡିଓ ଶ୍ରୋତାମାନଙ୍କ ‘ବିନାକା ଗୀତାମାଲା’ର ଘୋଷକ ନୀରବି ଯାଇଛନ୍ତି। ସେ…

ସିଦ୍ଧୁ ହାତ ଛାଡି ପୁଣି ଧରିବେ ପଦ୍ମ !, ଯୁବରାଜ ଲଢ଼ିବେ ଲୋକସଭା ନିର୍ବାଚନ…

ଚଣ୍ଡିଗଡ଼,୨୧।୨ : ୨୦୨୪ ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତି ମଧ୍ୟରେ ନବଜୋତ ସିଦ୍ଧୁ ଏବଂ ଯୁବରାଜ ସିଂଙ୍କ ବିଷୟରେ ସର୍ବଶେଷ ଅପଡେଟ ଆସିଛି। ଉଭୟଙ୍କ ପାଇଁ ଭାଜପା ମାଷ୍ଟରପ୍ଲାନ ମଧ୍ୟ ପ୍ରସ୍ତୁତ କରିଛି। କଳ୍ପନାଜଳ୍ପନା ଚାଲିଛି ଯେ ନବଜୋତ ସିଦ୍ଧୁ ପୁଣି…

Land laws across India: ଆପଣଙ୍କ ପାଖରେ ଏତେ ଏକରରୁ ଅଧିକ ଜମି ଥିଲେ ନେଇଯିବେ ସରକାର! ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୧।୨: ଲୋକେ ନିବେଶ ପାଇଁ ଜମି କିମ୍ବା ଘର କିଣୁଥିବାର ନିଶ୍ଚୟ ଦେଖିଥିବେ। ସମ୍ପତ୍ତି କିମ୍ବା ଜମିରେ ନିବେଶ କରେ ଏବେ ପ୍ରଚଳିତ ନୁହେଁ ବରଂ ବହୁ ପ୍ରାଚୀନ କାଳରୁ ଏହା ଜାରି ରହିଛି। ଭାରତରେ ଲୋକେ ନିଜର ଅଧିକ ପୁଞ୍ଜି…

ଆନ୍ଦୋଳନରୁ ଓହରିଲା ସଚିବାଳୟ ସେବା ସଂଘ

ଭୁବନେଶ୍ୱର,୨୦ା୨(ଅନିଲ ଦାସ)- କେନ୍ଦ୍ର ସଚିବାଳୟ ହାରରେ ଦରମା ଦାବିରେ ଫେବୃଆରୀ ୧୩ରୁ କଲମ ଛାଡ ଆନ୍ଦୋଳନ ଚଳାଇଥିବା ସଚିବାଳୟ କର୍ମଚାରୀମାନେ ମଙ୍ଗଳବାର ପୂର୍ବାହ୍ନରେ ଅଚାନକ ଆନ୍ଦୋଳନରୁ ଓହରି ଯାଇଛନ୍ତି । ଆନ୍ଦୋଳନରେ ଯୋଗ ଦେଇଥିବା ଅଫିସରଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଓ…

ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି: ଭିନ୍ନକ୍ଷମ ଭକ୍ତଙ୍କ ପାଇଁ ହେବ ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ,୨୦।୨ : ଭିନ୍ନକ୍ଷମ ଭକ୍ତ କିପରି ସୁରୁଖୁରୁରେ ଜଗା ଦର୍ଶନ ପରିପାରିବେ ଏନେଇ ମଙ୍ଗଳବାର ଛତିଶା ନିଯୋଗ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୈଠକରେ ଶ୍ରୀମନ୍ଦିର ନାଟ ମଣ୍ଡପ ମରାମତି ନେଇ ମଧ୍ୟ ଆଲୋଚନା ହୋଇଛି। ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?