ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ
ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ କେସିଙ୍ଗା ଏସ ଡ଼ି ପି ଓ ସନ୍ଦୀପ ମାଝୀ ଙ୍କ ନେତୃତ୍ୱରେ ରିଷିଡା…
ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା
ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ ରାଜି ନ ହେବା ସହ ବାହାରକୁ ରୋଜଗାର କରିବାକୁ ଯିବାକୁ ଅଡ଼ି ବସିଥିଲେ।…
ଜାତୀୟ ରାଜପଥର ଫୁଟ୍ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…
ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ ଦୁର୍ବୃତ୍ତ କାଟି ଚୋରି କରି ନେଉଥିବା ଅଭିଯୋଗ ହୋଇଛି। ଗୋଟିଏ ସ୍ଥାନରେ ରେଲିଂ…
ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ
ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ତାଙ୍କର ‘ସାନ ଭଉଣୀ’ ବୋଲି କହିଥିଲେ। ପ୍ରଥମ…
ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…
ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ ପାଚିକା ନିଯୁକ୍ତି ପାଇଁ ବିଜ୍ଞାପନ ବାହାରିଥିଲା l ସେହି ଗ୍ରାମର ପଦ୍ମିନୀ ଜଗତ…
ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…
ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି ରିପୋର୍ଟଗୁଡ଼ିକୁ ଗୁଜବ ବୋଲି କହି ଖାରଜ କରିଦେଇଛନ୍ତି ଯେ ଏହା ମୂଳ ପ୍ରସଙ୍ଗଗୁଡ଼ିକରୁ…
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍ ଉଡାଇ ଦେବ
ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍ ମାଧ୍ୟମରେ ହାର୍ଦ୍ଦିକଙ୍କୁ ଅଧିଗ୍ରହଣ କରିଥିଲା ଏବଂ ତାଙ୍କୁ ଅଧିନାୟକ ନିଯୁକ୍ତ କରିଥିଲା। ସେ ଏକ ସମ୍ଭାବ୍ୟ…
ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…
ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସହକାରୀ ଉପଜିଲାପାଳ ପ୍ରଧାନ ଟୁଲିଆମ୍ମା ମୁଖ୍ୟ ଅତିଥି ଭାବେ ଯୋଗଦେଇ…
Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା
ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ ମହିଳା T20 ବିଶ୍ୱକପ ମାଧ୍ୟମରେ ଅନେକ ମହିଳା ଦଳ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା…
ଆତ୍ମସମର୍ପଣ କରିବ କି ୟୁକ୍ରେନ? ରୁଷିଆ ଆକ୍ରମଣରେ ଦୋହଲିଗଲା କ୍ୱିଭ, ଆୟରଲ୍ୟାଣ୍ଡ ଯାତ୍ରାକୁ ଅଧାରେ ଛାଡି ଫେରିଲେ ଜେଲେନସ୍କି
କ୍ୱିଭ,୨।୭: ତୈଳ ବିଶୋଧନାଗାର ଏବଂ ଡିପୋ ଉପରେ ଡ୍ରୋନ ଆକ୍ରମଣ ଯୋଗୁ କ୍ରୋଧିତ ହୋଇ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ରାଜଧାନୀ କ୍ୱିଭ ଉପରେ ବଡ଼ ଆକ୍ରମଣକୁ ଅନୁମତି ଦେଇଛନ୍ତି। ଫଳରେ, ଗତ ୨୪ ଘଣ୍ଟା ମଧ୍ୟରେ ସମଗ୍ର ସହର…
ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍କୁ ଦ୍ରୁତଗତିରେ ଆସି ଜଣେ ବାଇକ୍କୁ ଧକ୍କା ଦେବା ସହ ସ୍କୁଟି ଆରୋହୀଙ୍କୁ ଚାପିଦେଇଛି। ଫଳରେ ଘଟଣାସ୍ଥଳରେ ହିଁ ସ୍କୁଟି ଚାଳକଙ୍କ…
ଆମେରିକା-ଇରାନ ଯୁଦ୍ଧ ଯୋଗୁ ବନ୍ଦ ଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ପଶ୍ଚିମ ଏସିଆ ସେବା ପୁନର୍ବାର ଆରମ୍ଭ କରିଛି
ନୂଆଦିଲ୍ଲୀ,୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା; କିନ୍ତୁ, ଉତ୍ତେଜନା ହ୍ରାସ ପରେ, ଏୟାର ଇଣ୍ଡିଆ ଏକ୍ସପ୍ରେସ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଗୁରୁବାର (୨ ଜୁଲାଇ) ଦିନ, ବିମାନ କମ୍ପାନୀ ଓମାନ ଏବଂ…

