Home

ୟୁକ୍ରେନର ଅବଦିଭକା ସହରକୁ ଦଖଲ କଲେ ରୁଷିଆ ସୈନ୍ୟ, ପୁଟିନ କଲେ ପ୍ରଶଂସା…

ମସ୍କୋ/କିଭ,୧୯।୨ : ରୁଷିଆର ପ୍ରତିରକ୍ଷା ମନ୍ତ୍ରୀ ସର୍ଗେଇ ଶୋଏଗୁ କହିଛନ୍ତି ରୁଷିଆ ସୈନ୍ୟ ୟୁକ୍ରେନର ଅବଦିଭକା ସହରକୁ ସମ୍ପୂର୍ଣ୍ଣ ଭାବେ ନିଜ ଦଖଲକୁ ନେଇଛନ୍ତି। ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଲେଫ୍ଟନାଣ୍ଟ ଜେନେରାଲ ଆଣ୍ଡ୍ରେ ମର୍ଡଭିଚେଭଙ୍କ ନେତୃତ୍ୱରେ ସୈନ୍ୟମାନେ ଏହି ସଫଳତା ହାସଲ…

ପିଓକେରେ ଚାଇନା ପ୍ରଯୁକ୍ତି, ପାକିସ୍ତାନୀ ଟାଓ୍ବାର

ନୂଆଦିଲ୍ଲୀ,୧୯ା୨(ପି.ଟି.):ଆତଙ୍କବାଦୀ ଓ ସେମାନଙ୍କ ସହଯୋଗୀଙ୍କୁ କଶ୍ମୀର ଭିତରକୁ ଅନୁପ୍ରବେଶ କରାଇବା ଉଦ୍ଦେଶ୍ୟରେ ପାକ୍‌-ଅଧିକୃତ କଶ୍ମୀର (ପିଓକେ) ସଂଲଗ୍ନ ନିୟନ୍ତ୍ରଣରେଖାରେ ପାକିସ୍ତାନ ଲଗାତର ଭାବେ ଟେଲିକମ୍‌ ଟାଓ୍ବାର ବଢ଼ାଇଚାଲିଛି। ଆତଙ୍କବାଦୀ ସଙ୍ଗଠନଗୁଡ଼ିକ ଚାଇନା ଦ୍ୱାରା ବିକଶିତ ଓ୍ବାଇଏସ୍‌ଏମ୍‌ଏସ୍‌ ସେବା ବ୍ୟବହାର କରିଆସୁଛନ୍ତି। ଏହି…

ଭାରତୀୟ ମହିଳା ଦଳକୁ ଐତିହାସିକ ସ୍ବର୍ଣ୍ଣ

ଶାହା ଆଲାମ (ମାଲେସିଆ), ୧୯ା୨(ପି.ଟି):ବ୍ୟାଡ୍‌ମିଣ୍ଟନ ଏସିଆ ଟିମ୍‌ ଚାମ୍ପିୟନଶିପ୍‌ରେ ଭାରତୀୟ ମହିଳା ଦଳ ଐତିହାସିକ ସ୍ବର୍ଣ୍ଣ ପଦକ ହାସଲ କରିଛି। ରବିବାର ସ୍ଥାନୀୟ ସେଟିଆ ସିଟି କନ୍‌ଭେନଶନ ସେଣ୍ଟରଠାରେ ଅନୁଷ୍ଠିତ ଫାଇନାଲରେ ଦଳ ଥାଇଲାଣ୍ଡକୁ ୩-୨ରେ ପରାସ୍ତ କରିଛି। ଦଳକୁ ଜିତାଇବାରେ…

ରାଜ୍ୟରେ ଖୋଲିବ ଆଉ ୧୮ଟି ସରକାରୀ ଡିଗ୍ରୀ କଲେଜ

ଭୁବନେଶ୍ୱର, ୧୮।୨(ଅସମାପିକା ସାହୁ)- ରାଜ୍ୟରେ ଆଉ ୧୮ଟି ସରକାରୀ ଡିଗ୍ରୀ କଲେଜ ଖୋଲିବ। ଚଳିତ ଶିକ୍ଷାବର୍ଷଠାରୁ ଏସବୁ କଲେଜ କାର୍ଯ୍ୟକ୍ଷମ ହେବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଗସ୍ତ…

ତୃତୀୟ ଟେଷ୍ଟରେ ଅଜବ ଡ୍ରାମା: ପାଳି ଘୋଷଣା ହେବାପୂର୍ବରୁ ପାଭିଲିୟନ ଫେରୁଥିଲେ ଯଶସ୍ବୀ-ସରଫରାଜ,ଅଟକାଇଲେ ରୋହିତ: ଦେଖନ୍ତୁ ଭିଡିଓ

ରାଜକୋଟ,୧୮।୨: ରାଜକୋଟରେ ଭାରତ ଇଂଲଣ୍ଡକୁ ଶୋଚନୀୟ ଭାବେ ପରାସ୍ତ କରିଛି। ଟିମ ଇଣ୍ଡିଆ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ୪୩୪ ରନ୍‌ରେ ଜିତିଛି। ଏହି ମ୍ୟାଚର ଚତୁର୍ଥ ଦିନରେ ଏକ ଆକର୍ଷଣୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ଯଶସ୍ବୀ ଜୟସ୍ବାଲ ଏବଂ ସରଫରାଜ…

କଂଗ୍ରେସରେ ଆଉ ଏକ ବିଭାଜନ ଆଶଙ୍କା

ଭୋପାଳ,୧୮।୨:୪ ବର୍ଷ ପରେ ମଧ୍ୟପ୍ରଦେଶ କଂଗ୍ରେସରେ ଆଉ ଏକ ବିଭାଜନ ଆଶଙ୍କା ସୃଷ୍ଟି ହୋଇଛି। ୨୦୨୦ ମାର୍ଚ୍ଚରେ ବରିଷ୍ଠ କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସହ ତାଙ୍କର ୨୨ ଅନୁଗତ ବିଧାୟକ ଭାଜପାରେ ସାମିଲ ହେବାରୁ କମଲ ନାଥଙ୍କ ସରକାର ଭାଙ୍ଗିଯାଇଥିଲା।…

ଫେବୃଆରୀ ୨୪ ଯାଏ ଇଣ୍ଟରନେଟ୍‌ ସେବା ବନ୍ଦ

ଚଣ୍ଡିଗଡ଼,୧୮।୨:କୃଷକ ଆନ୍ଦୋଳନକୁ ଦୃଷ୍ଟିରେ ରଖି ପଞ୍ଜାବର ପଟିଆଲା ସଙ୍ଗ୍ରୁର, ଫତେଗନ୍‌ ସାହିବ ଆଦି କେତେକ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ଇଣ୍ଟରନେଟ୍‌ ସେବା ବନ୍ଦ ଅବଧିକୁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ ଏଭଳି ପଦକ୍ଷେପ…

ଭାଜପାରେ ଯୋଗଦେବା ନେଇ ଏମିତି କହିଲେ କମଲ ନାଥ

ଭୋପାଳ,୧୮।୨: ମଧ୍ୟପ୍ରଦେଶ ରାଜନୀତିରେ ଅଶାନ୍ତି ଲାଗି ରହିଛି। ଏହାର କାରଣ ହେଉଛି ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥ ଏବଂ ତାଙ୍କ ପୁଅ ଏମ୍‌ପି ନକୁଲ ନାଥ। ପ୍ରାୟ ଏକ ସପ୍ତାହ ଧରି ମଧ୍ୟପ୍ରଦେଶରୁ ଦିଲ୍ଲୀ ପର୍ଯ୍ୟନ୍ତ ରାଜନୈତିକ ସର୍କଲରେ ଚର୍ଚ୍ଚା…

ଅନୁରାଗ ଠାକୁରଙ୍କ ଭବିଷ୍ୟବାଣୀ: ମାସେ ଭିତରେ ଭାଜପାରେ ଯୋଗଦେବେ କଂଗ୍ରେସର ଅନେକ ହେଭିଓ୍ବେଟ୍‌ ନେତା

ନୂଆଦିଲ୍ଲୀ,୧୮।୨: କଂଗ୍ରେସ ନେତା କମଲ ନାଥଙ୍କ ଭାଜପାରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଚାଲିଛି। ତାଙ୍କ ସହ ଅନ୍ୟ ଜଣେ ବଡ କଂଗ୍ରେସ ନେତା ମନୀଷ ତିୱାରୀ ମଧ୍ୟ ଭାଜପା ଶିବିରରେ ଯୋଗଦେବା ନେଇ ଏକ ଜୋରଦାର ଆଲୋଚନା ଚାଲିଛି। ଏହି ସମୟରେ…

ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ବିଜୟ ମନ୍ତ୍ର ଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୮।୨: ଆସନ୍ତା ପାଞ୍ଚ ବର୍ଷ ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧିବେଶନରେ କହିଛନ୍ତି। ଦେଶକୁ ଏକ ବିକଶିତ ରାଷ୍ଟ୍ର କରିବା ପାଇଁ ଏହି ସମୟ ମଧ୍ୟରେ ଅନେକ କାର୍ଯ୍ୟ କରିବା…

ମହିଳା ମାଟ୍ରନମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୮।୨(ଅସମାପିକା ସାହୁ): ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟାଲଘୁ ତଥା ପଛୁଆ ବର୍ଗ କଲ୍ୟାଣ ବିଭାଗ ଦ୍ୱାରା ପରିଚାଳିତ ଛାତ୍ରୀ ନିବାସଗୁଡ଼ିକରେ କର୍ଯ୍ୟରତ ମହିଳା ମାଟ୍ରନମାନଙ୍କର ମାସିକ ପାରିଶ୍ରମିକ ୧୦୦୦୦ ଟଙ୍କାରୁ ୧୫୦୦୦ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ…

CBSE Board Exam: ସୋମବାରଠାରୁ ଦଶମ-ଦ୍ୱାଦଶ ମୁଖ୍ୟ ପରୀକ୍ଷା, ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳୀ ଜାରି

ନୂଆଦିଲ୍ଲୀ,୧୮।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଚାଲିଛି। ସୋମବାର ଠାରୁ ମୁଖ୍ୟ ପରୀକ୍ଷା ଆରମ୍ଭ ହେବ। ଏଭଳି ପରିସ୍ଥିତିରେ ଛାତ୍ରମାନେ ସେମାନଙ୍କର ସମସ୍ତ ପ୍ରସ୍ତୁତି କରିଛନ୍ତି। ଏହି ପରୀକ୍ଷା ସକାଳ ୧୦.୩୦ରେ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?