Oman Vs Indian Rupee: ମୋଦିଙ୍କ ଓମାନ ଗସ୍ତ ପରେ ଲକ୍ଷପତି ହେବେ ୫ଶହ ଭାରତୀୟ
ମସକଟ,୧୬।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଟି ରାଷ୍ଟ୍ର ଗସ୍ତରେ ଅଛନ୍ତି, ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତ କରୁଛନ୍ତି। ତାଙ୍କର ଚାରି ଦିନିଆ ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ମୋଦି ଡିସେମ୍ବର ୧୭-୧୮ ରେ ଓମାନ ଗସ୍ତ କରିବେ। ତଥାପି, ଓମାନ ଏକ…
ଯମୁନା ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା, ୪ମୃତ ୧୦୦ରୁ ଅଧିକ ଆହତ
ନୂଆଦିଲ୍ଲୀ,୧୬ା୧୨: ମଥୁରାର ଯମୁନା ଏକ୍ସପ୍ରେସୱେରେ କୁହୁଡ଼ି ଯୋଗୁଁ ସାତଟି ବସ୍ ଏବଂ ତିନୋଟି କାର ପରସ୍ପର ସହ ଧକ୍କା ହୋଇଥିବା ନେଇ ଖବର ସାମ୍ନାକୁ ଆସୁଛି । ଦୁର୍ଘଟଣା ପରେ ବସ୍ ଏବଂ କାରଗୁଡ଼ିକରେ ନିଆଁ ଲାଗିଯାଇଥିଲା। ଏହି ଭୟଙ୍କର ଦୁର୍ଘଟଣାରେ…
ବଢିଲା ଶୀତ: ଦାରିଙ୍ଗବାଡିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼
ଦାରିଙ୍ଗବାଡି, ୧୬।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପୁଣି ବଢିଲା ଶୀତର ପ୍ରକୋପ ବିଭିନ୍ନ ସ୍ଥାନରେ ଘନ କୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ମଙ୍ଗଳବାର ସକାଳ ସମୟରେ ତାପମାତ୍ରା ରାଜ୍ୟରେ ସବୁଠାରୁ କମ ରହିଥିବା ଜଣାପଡିଛି ।…
‘ଜମ୍ମୁ-କଶ୍ମୀର ଆମର ଥିଲା ରହିବ…’ ପାକିସ୍ତାନକୁ କଡ଼ା ଜବାବ ଦେଲା ଭାରତ
ନୂଆଦିଲ୍ଲୀ,୧୬।୧୨: ଜାତିସଂଘ ସୁରକ୍ଷା ପରିଷଦରେ ‘ଶାନ୍ତି ପାଇଁ ନେତୃତ୍ୱ’ ବା‘ଲିଡରଶିପ ଫର ପିସ୍’ ଉପରେ ଖୋଲା ବିତର୍କ ସମୟରେ ଭାରତ ପାକିସ୍ତାନକୁ କଡ଼ା ଜବାବ ଦେଇଛି। ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ରାଷ୍ଟ୍ରଦୂତ ହରିଶ ପି. ସ୍ପଷ୍ଟ ଭାବରେ କହିଛନ୍ତି ଯେ…
ଜଗନ୍ନାଥ ଗ୍ରହଣୀୟ
‘ନାମରେ କ’ଣ ଅଛି ? ଯାହାକୁ ଆମେ ଗୋଲାପ କହୁଛୁ, ଅନ୍ୟ କୌଣସି ନାମରେ ଡାକିଲେ ମଧ୍ୟ ତା’ର ସୁଗନ୍ଧ ସେହିପରି ମିଠା ରହିବ।’ ନାମକୁ ନେଇ କେତେବେଳେ ଯଦି ଚର୍ଚ୍ଚା ହୋଇଥାଏ ସେକ୍ସପିୟରଙ୍କ ପ୍ରସିଦ୍ଧ ନାଟକ ‘ରୋମିଓ ଆଣ୍ଡ୍ ଜୁଲିଏଟ୍’ରୁ…
ବନ୍ଧୁକ ଆଇନ କଡ଼ାକଡ଼ି କରିବ ଅଷ୍ଟ୍ରେଲିଆ
ସିଡ୍ନୀ,୧୬ା୧୨: ଅଷ୍ଟ୍ରେଲିଆର ସିଡ୍ନୀସ୍ଥିତ ବଣ୍ଡାଇ ବିଚ୍ରେ ରବିବାର ହିହୁଦୀଙ୍କ ହାଣ୍ଡୁକ୍କା ଉତ୍ସବର ପ୍ରଥମ ଦିନରେ ୨ ବନ୍ଧୁକଧାରୀଙ୍କ ଗୁଳିମାଡ଼ରେ ୧୬ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକେ ଆହତ ହୋଇଥିଲେ। ଅଷ୍ଟ୍ରେଲିଆରେ ପ୍ରାୟ ୩୦ ବର୍ଷ ମଧ୍ୟରେ ଏହା ସବୁଠୁ ବଡ଼ ଗଣଗୁଳିକାଣ୍ଡ…
ସୁବଳୟା ଅଞ୍ଚଳରେ ବୁଲୁଛନ୍ତି ଦନ୍ତାହାତୀ: ଗୋଡେ ଗୋଡେ ଜଗିଛି ବନ ବିଭାଗ
ଅମରପାଲି, ୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ବନଖଣ୍ଡ ଅନ୍ତର୍ଗତ ବୀରମହାରାଜପୁର ବନାଞ୍ଚଳର ସୁବଳୟା ଅଞ୍ଚଳରେ ଜଙ୍ଗଲି ଦନ୍ତା ହାତୀ ବୁଲୁଥିବାବେଳେ ବନବିଭାଗ ପଛେପଛେ ଯାଉଛନ୍ତି। ସୂଚନା ଅନୁସାରେ, ଏକ ତିନି ଟିକିଆ ହାତୀ ପଲ ଖାଦ୍ୟ ଅନ୍ବେଷଣ ହେଉ କିମ୍ବା ପ୍ରବଳ କୁହୁଡି…
କିଡନୀ ରୋଗରେ ଗୋଟିଏ ପରିବାରର ୨ ଜଣଙ୍କ ମୃତ୍ୟୁ ଘଟଣା, ସରକାରୀ ସହାୟତା ପାଇଁ ଅନୁରୋଧ
ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ବହଳପଦର ପଞ୍ଚାୟତର ସୁରଧାପାଲି ( ହୋତାପାଲି) ଗ୍ରାମରେ ଗତ ସପ୍ତାହରେ ୪ ଦିନ ମଧ୍ୟରେ ଗୋଟିଏ ପରିବାର ର କକା ଓ ପୂତୁରଙ୍କ କିଡନୀ ରୋଗରେ ମୃତ୍ୟୁ ହୋଇଥିଲା। ଏହା…
୨ବର୍ଷ ହେଲା ସୋଲାର ଜଳପ୍ରକଳ୍ପ ଅଚଳ: ପିଇବା ପାଣି ପାଇଁ ହନ୍ତସନ୍ତ ତାରାପଦରବାସୀ
ଥୁଆମୂଳ ରାମପୁର,୧୬ା୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବପଦର ପଞ୍ଚାୟତର ତାରାପଦର ଗ୍ରାମରେ ଦୀର୍ଘ ଦୁଇବର୍ଷ ହେବ ସୋଲାର ପ୍ରକଳ୍ପ ଅଚଳ ହୋଇପଡିଛି। ଫଳରେ ଗାଁରେ ବସବାସ କରୁଥିବା ୮୦ରୁ ଊର୍ଦ୍ଧ୍ୱ ଆଦିବାସୀ ପରିବାର ପାଣି ପାଇଁ ଅସୁବିଧାର…
ହାସିନାଙ୍କ ମନ୍ତବ୍ୟ: ଭାରତୀୟ ଉଚ୍ଚାୟୁକ୍ତଙ୍କୁ ବାଂଲାଦେଶର ସମନ
ଢାକା,୧୬ା୧୨: ବାଂଲାଦେଶରେ ଗତ ଅଗଷ୍ଟରେ ହିଂସାତ୍ମକ ଆନ୍ଦୋଳନ ପରେ ଦେଶ ଛାଡ଼ି ଭାରତକୁ ପଳାୟନ କରିଥିବା ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା(୭୮)ଙ୍କୁ ନଭେମ୍ବରରେ ସେଠାକାର ଏକ ସ୍ବତନ୍ତ୍ର ଟ୍ରିବ୍ୟୁନାଲ ମାନବତା ବିରୋଧରେ ଅପରାଧ ଅଭିଯୋଗରେ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଛନ୍ତି। ବାଂଲାଦେଶର ଅନ୍ତରୀଣ ସରକାର…
ଦେବଗଡ ବନ୍ଦ ପ୍ରସଙ୍ଗ : ଆନ୍ଦୋଳନର ନେତୃତ୍ୱ ନେବ ଜିଲା ମହିଳା ଏକତା ମଞ୍ଚ
ଦେବଗଡ, ୧୫ା୧୨ (ଶଶାଙ୍କ ଶେଖର ଝାଙ୍କର):ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ କୋଠାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟ ସେବା ଦାବିରେ ଜିଲା ଯୁବ ଏକତା ମଞ୍ଚ ପକ୍ଷରୁ ଦୀର୍ଘ ମାସ ଧରି ଜାରି ରହିଥିବା ଆନ୍ଦୋଳନକୁ ଅଧିକ ପ୍ରଭାବି କରିବା ଉଦେଶ୍ୟରେ ଯୁବ…
୧୭୦ ବିମାନ ଉଡ଼ାଣ ବାତିଲ
ନୂଆଦିଲ୍ଲୀ,୧୬ା୧୨(ପି.ଟି.): ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳର ବାୟୁ ଦିନକୁ ଦିନ ଅଧିକ ଖରାପ ହେବାରେ ଲାଗିଛି। ସୋମବାର ସକାଳେ ରାଜଧାନୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୯୮ରେ ପହଞ୍ଚତ୍ଥିଲା। ଅତ୍ୟଧିକ ଧୂଅଁା, କୁହୁଡ଼ି ଯୋଗୁ ଅଧିକ ଦୂରତା ପର୍ଯ୍ୟନ୍ତ ଦୃଶ୍ୟମାନ ହେଉ ନ ଥିଲା।…
Archives


