WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର
ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ ପୂର୍ବରୁ ଏକ ୟୁଜରନେମ ଫିଚର ପ୍ରଦାନ କରୁଛି। ଆଇଟି ମନ୍ତ୍ରଣାଳୟ ଏବେ ସେମାନଙ୍କୁ…
ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…
ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର ପୌରପରିଷଦର ପୌରାଧ୍ୟକ୍ଷା ରଜନୀରାଣୀ ଖଟୁଆଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଉପଜଲାପାଳଙ୍କୁ ଦାବିପତ୍ର…
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…
ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ ଏବଂ ଗୀତା ଦାସ ଗାଇବେ । ଲକ୍ଷ୍ମୀପୁରାଣକୁ ନେଇ ସରକାର ଅନନ୍ୟ…
ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ
କାରାକାସ୍,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ ହଠାf ଲାଲ ରଙ୍ଗ ହୋଇଗଲା। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ…
ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା
ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି ୩ ଅଗଷ୍ଟରେ ହେବ। ଏହା ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ଏହି…
ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ
ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯ ତାରିଖରେ ଶେଷକୃତ୍ୟ ଦିଆଯିବ। ଏହି ଶୋଭାଯାତ୍ରା ଦୁଇଟି ଦେଶର ଅନେକ ସହର ଦେଇ…
ଇସ୍ରୋ ମୁଖ୍ୟାଳୟ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ
ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ମୁଖ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି। ଏହାପରେ ତୁରନ୍ତ ତଦନ୍ତ ଆରମ୍ଭ ହୋଇଛି। ପୋଲିସର ସୂଚନା ଅନୁଯାୟୀ, ଇସ୍ରୋ ଅଧ୍ୟକ୍ଷ…
ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ
ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ କରାଯିବା ଉଚିତ ଥିଲା ବୋଲି ସେ କହିଛନ୍ତି। ଆୟରଲାଣ୍ଡ ଦଳ ସହିତ ବୈଭବ…
ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ
ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ କରାଯାଇଛି। ଗତ ୬ ମାସ ତଳେ କେବଳ ଦିନକୁ ୧ ଘଣ୍ଟା କାମବନ୍ଦ…
‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ ଜାତୀୟ କମ୍ପାନୀ ଆଇନ ଆପିଲେଟ ଟ୍ରିବ୍ୟୁନାଲ (NCLAT) ଦ୍ୱାରା ଦିଆଯାଇଥିବା ନିର୍ଦ୍ଦେଶଗୁଡ଼ିକୁ ସମ୍ପୂର୍ଣ୍ଣ…
ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…
ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ ହୋଇଛନ୍ତି । ବିଇଓ ଗୁରୁବାର ଦିନ ଚିଠି ନଂ ୧୫୬୭ରେ ନିଲମ୍ବନ ନେଇ ଘୋଷଣା କରିଛନ୍ତି । କହିରଖୁଛି…
ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…
ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର କାରଣ ପାଲଟିଛି। ରାସ୍ତାର ଉଭୟ ପାର୍ଶ୍ୱରେ ଡ୍ରେନେଜ ବ୍ୟବସ୍ଥା ନ ଥିବାରୁ ବର୍ଷାପାଣି…

