ବଡ଼ ଧରଣର ବିମାନ ଦୁର୍ଘଟଣା: ଏତିକି ଥିଲେ ଯାତ୍ରୀ, ଜଳିଗଲା…
ନୂଆଦିଲ୍ଲୀ,୧୬।୧୨: କେନ୍ଦ୍ରୀୟ ମେକ୍ସିକୋରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ଏକ ଛୋଟ ଘରୋଇ ବିମାନ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରିବାରୁ ଅତି କମରେ ସାତ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣା ଅଞ୍ଚଳରେ ଉତ୍ତେଜନା ସୃଷ୍ଟି କରିଥିଲା ଏବଂ…
ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍କାଉଣ୍ଟର
ଭଦ୍ରକ,୧୬୧୨(ସନାତନ ରାଉତ): ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍କାଉଣ୍ଟର କରାଯାଇଥିବା ସୂଚନା ରହିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆଙ୍କୁ ଏନକାଉଣ୍ଟର କରାଯାଇଛି । ଭଦ୍ରକ ସହରାଞ୍ଚଳ ଥାନାଧିକାରୀ ପ୍ରଭାଂଶୁ ମିଶ୍ର ଏନେଇ ସୂଚନା ଦେଇଛନ୍ତି…
୯ ଘଣ୍ଟା ହେବ ବିଦ୍ୟୁତ୍ କାଟ: ଏହି ଦିନ ସକାଳ ୮ଟାରୁ କଟିଯିବ….
ବରଗଡ଼,୧୫।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ଭଟଲି ଏବଂ ଘେଁସ ଗ୍ରୀଡ ସବଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ବରଗଡ଼ ଜିଲା ଅନ୍ତର୍ଗତ ଅମ୍ବାଭୋନା, ବଡମାଲ, ଭୁକ୍ତା, ଡୁଙ୍ଗୁରୀ, କପାସିରା, ଲଖନପୁର,…
ସ୍ବାମୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କରୁଥିଲେ ସ୍ତ୍ରୀ… ଜଣାପଡ଼ିବା ପରେ ଘଟିଗଲା ଏମିତି
ନୂଆଦିଲ୍ଲୀ,୧୫।୧୨: ମହିଳାଙ୍କ ଅଶ୍ଳୀଳ ଭିଡିଓ ଏବଂ ଫଟୋ ଭାଇରାଲ ଏକ ସାଧାରଣ ଘଟଣା। କିନ୍ତୁ ଗାଜିପୁରର ମହମ୍ମଦାବାଦରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ଅଶ୍ଳୀଳ ଫଟୋ ସୋସିଆଲ ମିଡିଆରେ ଭାଇରାଲ କରି ଚର୍ଚ୍ଚାକୁ ଆସିଛନ୍ତି। କେବଳ ଏତିକି ନୁହେଁ, ସ୍ବାମୀଙ୍କୁ ହତ୍ୟା…
New Labour Law: ସପ୍ତାହକୁ ମିଳିବ କି ୩ଦିନ ଛୁଟି? କଣ କହିଲା ଶ୍ରମ ମନ୍ତ୍ରଣାଳୟ ଜାଣନ୍ତୁ
ନୂଆଦିଲ୍ଲୀ,୧୫।୧୨: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରୁ ଅଫିସ୍ ପର୍ଯ୍ୟନ୍ତ, ଲୋକଙ୍କ ମନରେ ସମାନ ପ୍ରଶ୍ନ ଘୂରି ବୁଲୁଛି ଯେ, ଭାରତରେ ଚାରି ଦିନିଆ କାର୍ଯ୍ୟ ସପ୍ତାହ ଲାଗୁ ହେବ କି ନାହିଁ । ନୂତନ ଶ୍ରମ ସଂହିତା ପରେ ଏହି ଆଲୋଚନା…
ମେସିଙ୍କ କ୍ରିକେଟ୍ କ୍ରେଜ୍: ବଡ଼ ଉପହାର ଦେଲେ ଜୟ ଶାହା
ନୂଆଦିଲ୍ଲୀ, ୧୫।୧୨: ଆର୍ଜେଣ୍ଟିନାର ଷ୍ଟାର ଫୁଟବଲ ଖେଳାଳି ଲିଓନେଲ ମେସି ତାଙ୍କ ଗୋଟ ଇଣ୍ଡିଆ ଟୁର୍ର ତୃତୀୟ ଦିନରେ ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି କାର୍ଯ୍ୟକ୍ରମ ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମରେ ଅନୁଷ୍ଠିତ ହୋଇଥିଲା। ଆଇସିସି ସଭାପତି ଜୟ ଶାହା, ଡିଡିସିଏ ସଭାପତି…
ଟି-୨୦ରେ ବଡ଼ କାରନାମା କଲେ ତିଲକ ବର୍ମା: କୋହଲିଙ୍କ ପଛରେ ପକାଇଲେ
ନୂଆଦିଲ୍ଲୀ,୧୫।୧୨: ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ତିଲକ ବର୍ମା ଟି-୨୦ କ୍ରିକେଟରେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ସେ ତାଙ୍କ ଟି-୨୦ କ୍ୟାରିୟରରେ ୪୦୦୦ ରନ ପୂରଣ କରିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ଟି-୨୦ ସିରିଜର ତୃତୀୟ ମ୍ୟାଚରେ…
ମହିଳାଙ୍କଠାରେ ଏହି ୭ ଲକ୍ଷଣ ଦେଖାଯାଉଥିଲେ ସାବଧାନ! ହୃଦଘାତ…
ନୂଆଦିଲ୍ଲୀ,୧୫।୧୨: ହୃଦଘାତର ସବୁଠାରୁ ସାଧାରଣ ଲକ୍ଷଣ ହେଉଛି ଛାତିରେ ଯନ୍ତ୍ରଣା। କିନ୍ତୁ ଅନେକ କ୍ଷେତ୍ରରେ, ହୃଦଘାତର ଲକ୍ଷଣ ସମ୍ପୂର୍ଣ୍ଣ ଭିନ୍ନ ହୋଇପାରେ, ବିଶେଷକରି ମହିଳାଙ୍କ କ୍ଷେତ୍ରରେ। ମହିଳାଙ୍କଠାରେ ହୃଦଘାତର ଲକ୍ଷଣ ପୁରୁଷମାନଙ୍କଠାରୁ ବହୁତ ଭିନ୍ନ ହୋଇଥାଏ । ମହିଳାମାନଙ୍କ କ୍ଷେତ୍ରରେ ହୃଦଘାତର…
ଏପରି ଗାଁ, ଯେଉଁଠି କାହା ଘରେ ନାହିଁ ରୋଷେଇ ଘର: ଖାଇବା ଶୈଳୀ ଜାଣିଲେ ଉଡ଼ିଯିବ ହୋଶ୍
ଶତାବ୍ଦୀ ଧରି ଭାରତୀୟ ଗ୍ରାମଗୁଡ଼ିକ ସେମାନଙ୍କର ସରଳତା ଏବଂ ପରମ୍ପରା ପାଇଁ ଜଣାଶୁଣା। ସମୟ ବଦଳିଛି ଏବଂ ସୁବିଧାସୁଯୋଗ ବୃଦ୍ଧି ପାଇଛି। କିନ୍ତୁ ଆଜି ମଧ୍ୟ କିଛି ଗ୍ରାମ ସେମାନଙ୍କର ଅନନ୍ୟ ପରମ୍ପରା ସହିତ ଧ୍ୟାନ ଆକର୍ଷଣ କରେ। ଏପରି ଏକ…
ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନିତିନ ନବୀନ
ନୂଆଦିଲ୍ଲୀ,୧୫।୧୨: ଭାଜପାର ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନୀତିନ ନବୀନ । ସଭାପତି ଜେପି ନଡ୍ଡା ଓ ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ସେ ଦଳୀୟ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦଳର ବହୁମୁଖୀ ହଲରେ ଜାତୀୟ…
ନିଜ ହାତରେ ରାସ୍ତା ଖୋଳିଲେ ଭାଜପା ବିଧାୟକ: ଗୁଣବତ୍ତାର ଖୋଲିଲା ପୋଲ୍
ଭୋପାଳ,୧୫।୧୨: ମଧ୍ୟପ୍ରଦେଶର ଦିଣ୍ଡୋରୀର ଶାହପୁରା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ତଥା ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଓମ ପ୍ରକାଶ ଧୁର୍ଭେ ବିଭାଗୀୟ କର୍ମଚାରୀଙ୍କ ପର୍ଦ୍ଦାଫାସ କରୁଛନ୍ତି। ଭାଜପା ବିଧାୟକ ଅଭିଯୋଗ କରିଛନ୍ତି, ପୂର୍ତ୍ତ ବିଭାଗ ଏବଂ ପ୍ରଧାନମନ୍ତ୍ରୀ ସଡ଼କ ବିଭାଗର ଅଧିକାରୀମାନେ…
ବଞ୍ଚିବାକୁ ରାହା ଖୋଜୁଛନ୍ତି ବେସାହାରା ଭଉଣୀ-ଭାଇ
ଗଞ୍ଜାମ,୧୫।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ଗଜପତି ନଗର ତିନି ନମ୍ବର ସାହିରେ ସ୍ବର୍ଗତ ଦିନେଶ୍ୱର ବେହେରାଙ୍କ ଘର l ଦିନେଶ୍ୱର ମତ୍ସ୍ୟଜୀବି ପରିବାର ହୋଇଥିବାରୁ ଚିଲିକାରେ ମାଛ ମାରିବା ଥିଲା ତାଙ୍କର ମୁଖ୍ୟ ବେଉସା l ଦିନେ ନଳବଣ…
Archives


