Home

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଅନାବରଣ ହୋଇଛି। ଏହି ଉପଲକ୍ଷେ ବିଦ୍ୟାଳୟ ପରିସରରେ ସହକାରୀ ଶିକ୍ଷକ ଚନ୍ଦ୍ରଶେଖର ବାଡ଼ତ୍ୟାଙ୍କ…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର ଆହତ ହୋଇଥିଲେ ଏବଂ ସେମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ନିଆଯାଇଥିଲା। ବାରାଣସୀ ବିମାନବନ୍ଦର…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ ସମ୍ପର୍କରେ ଦୁଇ ରାଷ୍ଟ୍ର ମଧ୍ୟରେ ଏକ ଚୁକ୍ତି ଚୂଡ଼ାନ୍ତ ହୋଇଛି। ଫଳରେ, ହର୍ମୁଜ…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ ଏବଂ ପ୍ରଧାନମନ୍ତ୍ରୀ ମୋଦି ଦିଲ୍ଲୀରେ ତାଙ୍କ ସ୍ମାରକୀ ‘ସଦୈବ ଅଟଳ’…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬ ଅଗଷ୍ଟ ୨୦୨୬) ସକାଳେ ତାଙ୍କ ଘର ନିକଟରେ ଥିବା ପାର୍ଟି ଅଫିସରୁ ତାଙ୍କର…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର ଯୁଦ୍ଧପୋତକୁ ଫେରାଇ ଆଣିଛନ୍ତି। ଏହା ଏସିଆ-ପ୍ରଶାନ୍ତ କ୍ଷେତ୍ରରେ ମୁତୟନ ଥିବା ଶେଷ ଆମେରିକୀୟ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ ପିଏମ୍ ଜିସିଡି ହାଇସ୍କୁଲ ପଡ଼ିଆରେ ଆୟୋଜିତ ଜିଲାସ୍ତରୀୟ ଉତ୍ସବରେ ଜିଲାପାଳ ଆଶୁତୋଷ କୁଲକର୍ଣ୍ଣୀ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର ଅଞ୍ଚଳର ୭୫ ବର୍ଷୀୟ ନୀଳକଣ୍ଠ ଦାସ। ସୂଚନା ଅନୁସାରେ, ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଯୁବ ଅଧ୍ୟାପକଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ବାଲେଶ୍ୱର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌ ପୋଲ ତଳକୁ ଖସିପଡ଼ିଥିଲେ। ନଦୀରେ ବର୍ତ୍ତମାନ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ନଦୀ…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ ମଧୁବାବୁ ପେନସନ୍ ଯୋଜନା, ତେବେ ଆସନ୍ତୁ ଏହି ଘୋଷଣା ଉପରେ ନଜର ପକାଇବା……

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ କରିାକୁ ଗଣ୍ଡଗୋଳ ଘଟିଥିଲା। ପ୍ରତିବାଦରେ ଉକ୍ତ ସଂଖ୍ୟାଲଘୁ ସମ୍ପ୍ରଦାୟର ଶତାଧିକ ଲୋକ ସୋର-କୁପାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?