ସତ୍ୟେନ୍ଦୁ କର ରାଜ୍ୟ ଟପ୍ପର
ଭୁବନେଶ୍ୱର,୧୪ା୨ (ଅସମାପିକା ସାହୁ):ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ଦ୍ୱାରା ପରିଚାଳିତ ସର୍ବଭାରତୀୟ ଜେଇଇ ମେନ୍ (ସେସନ-୧) ୨୦୨୪ ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଦେଶର ୨୩ଜଣ ଛାତ୍ର ୧୦୦ ପର୍ସେଣ୍ଟାଇଲ ସ୍କୋର୍ ରଖିଥିବାବେଳେ ଗୁଜରାଟର ଦ୍ୱୀଜା ଧର୍ମେଶକୁମାର ପଟେଲ ୯୯.୯୯…
ଆନ୍ଦୋଳନକାରୀଙ୍କୁ ଲାଠିମାଡ଼
ଚଣ୍ଡିଗଡ଼/ନୂଆଦିଲ୍ଲୀ,୧୪ା୨: ନିଜ ଉତ୍ପାଦିତ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) ନିଶ୍ଚିତ କରିବା ସକାଶେ ଆଇନ ପ୍ରଣୟନ ଦାବିରେ କୃଷକମାନେ ପ୍ରାୟ ୨୭ ମାସ ପରେ ମଙ୍ଗଳବାର ଦିଲ୍ଲୀ ସୀମାରେ ପୁଣି ଏକତ୍ରିତ ହୋଇଛନ୍ତି। ୨୬ କୃଷକ ସଙ୍ଗଠନ ପକ୍ଷରୁ ‘ଦିଲ୍ଲୀ…
୧୬ରେ ଯୁକ୍ତ୨, ୨୦ରେ ମାଟ୍ରିକ ପରୀକ୍ଷା: ଆନ୍ଦୋଳନରେ ଶିକ୍ଷକ, ପରୀକ୍ଷା ପରିଚାଳନା ବାଧାପ୍ରାପ୍ତ ଆଶଙ୍କା
ଭୁବନେଶ୍ୱର, ୧୪।୨ (ଅସମାପିକା ସାହୁ):ଆସିଲାଣି ପରୀକ୍ଷା ଋତୁ। କିନ୍ତୁ ଆନ୍ଦୋଳନରେ ଶିକ୍ଷକ। ଦାବି ପୂରଣ ନ ହେଲେ ପରୀକ୍ଷା ପରିଚାଳନାକୁ ନେଇ ଦୃଢ଼ ପଦକ୍ଷେପ ନେଇପାରନ୍ତି ଶିକ୍ଷକ। ତେଣୁ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ସରକାର ଦାବି ପୂରଣ କରନ୍ତୁ ବୋଲି…
ଅଖିଳେଶଙ୍କ ଟେନ୍ସନ୍ ବଢାଇଲେ ପଲ୍ଲବୀ
ନୂଆଦିଲ୍ଲୀ,୧୪।୨: ଏସପି ସଭାପତି ଅଖିଳେଶ ଯାଦବଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ପରେ ବର୍ତ୍ତମାନ ସହଯୋଗୀ ଅପ୍ନା ଦଳ ବିଧାୟକ ପଲ୍ଲବୀ ପଟେଲ ରାଜ୍ୟ ସଭା ନିର୍ବାଚନରେ ସେ ସମାଜବାଦୀ ପାର୍ଟି ପାଇଁ ଭୋଟ ଦେବେ…
ସକାଳ ୯ଟା ପୂର୍ବରୁ ଆସିବ ସଫେଇ ଗାଡ଼ି, ଅବହେଳା କଲେ କାର୍ଯ୍ୟାନୁଷ୍ଠାନ
କଟକ,୧୩ା୨ (କାର୍ତ୍ତିକ ସାହୁ) କଟକ ସହରର ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ସହରରେ ଥିବା ବ୍ୟବସାୟିକ ସଂସ୍ଥାଗୁଡିକରୁ ବାହାରୁଥିବା ବର୍ଜ୍ୟର ସୁପରିଚାଳନା ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଇଛି। ବିଶେଷ…
ପାରା ଅପରିଷ୍କାର କରୁଛନ୍ତି କି? ବାଲକୋନିରେ ଲଗାନ୍ତୁ ଏହି ଗଛ
ପାରା ମଣିଷ ସମାଜର ସବୁଠାରୁ ନିକଟତର ପକ୍ଷୀ ବୋଲି କୁହାଯାଏ। ପୂର୍ବରୁ ଗୋଟିଏ ସ୍ଥାନରୁ ଆଉ ଏକ ସ୍ଥାନକୁ ଚିଠି ପଠେଇବା ପାଇଁ ପାରା ଲୋଡାପଡୁଥିଲା। କିଛିଲୋକ ପାରା ପୋଷିଥାନ୍ତି। ଆଉ କିଛିଜଣ ନିଜ ବାଲକୋନିରେ ପାରାଙ୍କ ପାଇଁ ଶସ୍ୟଦାନା ସବୁବେଳେ…
ଓଡ଼ିଶାରେ ଆୟୁଷ୍ମାନ ଯୋଜନା ଲାଗୁ କରିବାକୁ ଜନସ୍ବାର୍ଥ ମାମଲା: ହାଇକୋର୍ଟରେ ମାମଲା ଖାରଜ
କଟକ,୧୩।୨(କାର୍ତ୍ତିକ ସାହୁ): କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଯୋଜନା ଓଡ଼ିଶାରେ ଲାଗୁ କରିବାକୁ ନିବେଦନ କରି ଦାଖଲ ହୋଇଥିବା ଆବେଦନ ହାଇକୋର୍ଟରେ ଖାରଜ ହୋଇଛି। ଭାଜପାର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ପକ୍ଷରୁ ଦାଖଲ ଆବେଦନକୁ ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠରେ ମଙ୍ଗଳବାର…
ନିଲାମ ହେବ ଅର୍ଚ୍ଚନାଙ୍କ ଦୁଇ ଦାମୀ ଗାଡ଼ି
ଭୁବନେଶ୍ୱର,୧୩।୨(ସତ୍ୟଜିତ୍ ରାଉତ): ବହୁଚର୍ଚ୍ଚିତ ହନିଟ୍ରାପ୍ ଓ ବେଆଇନ ଅର୍ଥ କାରବାର ମାମଲାରେ ଛନ୍ଦି ହୋଇଥିବା ଅର୍ଚ୍ଚନା ନାଗଙ୍କ ଦୁଇଟି ଦାମୀ ଗାଡ଼ି ନିଲାମ ହେବ। ଏନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଇଡି ପକ୍ଷରୁ ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର…
ଭାଲେଣ୍ଟାଇନ୍ସ ଡେ ପୂର୍ବରୁ ଶସ୍ତା ହେଲା ସୁନା…
ନୂଆଦିଲ୍ଲୀ,୧୩।୨ : ପ୍ରତିବର୍ଷ ପରି ୧୪ ଫେବୃଆରୀରେ ଭାଲେଣ୍ଟାଇନ୍ସ ଡେ ପାଳନ କରାଯାାଉଛି। ଏହି ଅବସରରେ, ଲୋକମାନେ ନିଜ ସାଥୀଙ୍କୁ ଆପଣେଇବା ପାଇଁ ଅନେକ ପଦ୍ଧତି ଗ୍ରହଣ କରିଥାନ୍ତି। ଅନେକ ଲୋକ ନିଜ ସ୍ତ୍ରୀ କିମ୍ବା ଗର୍ଲଫ୍ରେଣ୍ଡକୁ ସୁନା ଉପହାର ଦେଇଥାନ୍ତି…
ଅଗ୍ନିପଥ ଯୋଜନା, ନିୟମିତ କ୍ୟାଡର ନିଯୁକ୍ତି ରାଲି ସାଧାରଣ ପ୍ରବେଶିକା ପରୀକ୍ଷା ପାଇଁ ଆରମ୍ଭ ହେଲା ଅନ୍ଲାଇନ୍ ରେଜିଷ୍ଟ୍ରେଶନ, ଏପ୍ରିଲ ୨୨ରେ ପରୀକ୍ଷା
କଟକ,୧୩ା୨ (କାର୍ତ୍ତିକ ସାହୁ): ଭାରତୀୟ ଅଗ୍ନିପଥ ଯୋଜନା ଓ ନିୟମିତ କ୍ୟାଡର ନିଯୁକ୍ତି ରାଲି ନିମନ୍ତେ ଅନଲାଇନ୍ ସାଧାରଣ ପ୍ରବେଶିକା ପରୀକ୍ଷା-୨୦୨୪ ଆସନ୍ତା ଏପ୍ରିଲ ୨୨ରେ ଅନୁଷ୍ଠିତ ହେବ। ଏଥି ନିମନ୍ତେ ଅନ୍ଲାଇନ୍ ପଞ୍ଜିକରଣ ଫେବୃଆରୀ ୧୩ରୁ ଆରମ୍ଭ ହୋଇଛି। ଏହି…
କଂଗ୍ରେସର ଘୋଷଣା- ‘ସରକାରକୁ ଆସିଲେ ଏମ୍ଏସ୍ପିର ଆଇନଗତ ଗ୍ୟାରେଣ୍ଟି ଦେବୁ’
ନୂଆଦିଲ୍ଲୀ,୧୩।୨: ପଞ୍ଜାବ-ହରିୟାଣାର କୃଷକମାନେ ଏମ୍ଏସ୍ପିର ଆଇନଗତ ଗ୍ୟାରେଣ୍ଟି ସମେତ ଅନେକ ଦାବି ନେଇ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ହଜାର ହଜାର ସଂଖ୍ୟାରେ କୃଷକ ଶମ୍ଭୁ ସୀମାରେ ପହଞ୍ଚିଛନ୍ତି। କୃଷକଙ୍କୁ ଆଗକୁ ବଢ଼ିବାରୁ ରୋକିବା ଲାଗି ପୋଲିସ ପକ୍ଷରୁ ବ୍ୟାରିକେଡିଂ କରାଯାଇଛି। ହେଲେ…
ଲୋକ ସଭା ନିର୍ବାଚନରେ କାହିଁକି ପ୍ରତିନ୍ଦ୍ୱନ୍ଦ୍ୱିତା କରୁନାହାନ୍ତି ସୋନିଆ ଗାନ୍ଧୀ? ଏହା ହେଉଛି ୩ କାରଣ…
ନୂଆଦିଲ୍ଲୀ,୧୩।୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ୬ ଥର ଲୋକ ସଭା ଏମ୍ପି ସୋନିଆ ଗାନ୍ଧୀ ଏଥର ରାଜ୍ୟ ସଭା ଯିବେ। ସେ ରାଜସ୍ଥାନରୁ ରାଜ୍ୟ ସଭା ଲାଗି ଦାବି ଉପସ୍ଥାପନ କରିବେ। ସୋନିଆ ଲୋକ ସଭା ନିର୍ବାଚନରେ ପ୍ରତିନ୍ଦ୍ୱନ୍ଦ୍ୱିତା ନ…

