ପୋଲିସ ବିରୋଧରେ ଲାଗିଲା ପୋଷ୍ଟର, ଜୁଆ ଖେଳ ପଛରେ ପୋଲିସ କର୍ମଚାରୀଙ୍କ ହାତ
ଉମରକୋଟ ୧୩।୨: ନବରଙ୍ଗପୁରପୁ ଜିଲା ରାଇଘର ଥାନା ଅନ୍ତର୍ଗତ କୁକୁରକୁଆଁ ଗ୍ରାମ ନିକଟରେ ରାସ୍ତା ଉପରେ ଗଛକାଟି ଲଗାଯାଇଛି ପୋଷ୍ଟର । କିନ୍ତୁ ପୋଷ୍ଟରରେ କୌଣସି ସଂଗଠନର ନାଁ ଉଲ୍ଲେଖ ନାହିଁ। କେବଳେ ଧଳା କପଡ଼ାରେ ଲାଲ ରଙ୍ଗ ଦେଇ ପୋଷ୍ଟରଟି…
ପିଏମ ସୂର୍ଯ୍ୟ ଘର ମୁକ୍ତ ବିଦ୍ୟୁତ ଯୋଜନା ଆରମ୍ଭ: ମାସକୁ ମାଗଣାରେ ମିଳିବ ୩୦୦ ୟୁନିଟ ବିଜୁଳି…
ନୂଆଦିଲ୍ଲୀ,୧୩।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ମୁକ୍ତ ବିଦ୍ୟୁତ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ଅନ୍ତର୍ଗତ ସରକାର ପ୍ରତି ମାସରେ ୩୦୦ ୟୁନିଟ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ ଯୋଗାଇ ଏକ କୋଟି ଘରକୁ ଆଲୋକିତ…
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ମିଳିଲା ଜାତୀୟ ସ୍କଚ ଆୱାର୍ଡ
ଭୁବନେଶ୍ୱର,୧୩।୨: ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ମିଳିଛି ଜାତୀୟ ସ୍କଚ ଆୱାର୍ଡ଼ ୨୦୨୩ । ସ୍କଚ ଆୱାର୍ଡ଼ କର୍ତ୍ତୃପକ୍ଷଙ୍କ ଦାରା ନୂଆଦିଲ୍ଲୀ ସ୍ଥିତ ସମ୍ଭିଧାନ କ୍ଲବ ହଲରେ ଅନୁଷ୍ଠିତ ଉତ୍ସବରେ ରାଜ୍ୟ ସରକାରଙ୍କ ତରଫରୁ ରାଜ୍ୟ ସ୍ବାସ୍ଥ୍ୟସେବା ପ୍ରତିଶ୍ରୁତି…
Paytm Payments Bank: ୟୁଜରଙ୍କ ପାଇଁ ଖୁସି ଖବର,ଆରବିଆଇ ଅନୁମତି ଦେଲେ ପେଟିମ ସହିତ କାମ କରିବାକୁ କହିଲା ଏହି ବ୍ୟାଙ୍କ…
ନୂଆଦିଲ୍ଲୀ,୧୩।୨ : ପେଟିଏମ ପେମେଣ୍ଟସ ବ୍ୟାଙ୍କ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିବାବେଳେ ଆକ୍ସିସ ବ୍ୟାଙ୍କ ପେଟିଏମ ପେମେଣ୍ଟ ବ୍ୟାଙ୍କ ପାଇଁ ଏକ ଲାଇଫ ଲାଇନ ସାଜିଛି। ଏହି ପ୍ରସଙ୍ଗରେ ଆକ୍ସିସ ବ୍ୟାଙ୍କ ଏମଡି ତଥା ସିଇଓ ଅମିତାଭ ଚୌଧୁରୀ କହିଛନ୍ତି…
ଏକ ଚୁକ୍ତିରୁ ହୋଇଛି ତେଜସ୍ବୀଙ୍କ ଜନ୍ମ, ମମତା ଦେଶ ପାଇଁ କଳଙ୍କ: କେନ୍ଦ୍ର ମନ୍ତ୍ରୀ…
ନୂଆଦିଲ୍ଲୀ,୧୩।୨ :ବିହାରରେ ଫ୍ଲୋର ଟେଷ୍ଟ ପୂର୍ବରୁ ଘଟିଥିବା ରାଜନୈତିକ ଉତ୍ତେଜନାକୁ ନେଇ କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଗିରିରାଜ ସିଂ ତେଜସ୍ବୀ ଯାଦବ ଏବଂ ତାଙ୍କ ପିତା ଲାଲୁ ପ୍ରସାଦ ଯାଦବଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି…
ଚୋର ଧରିବା ପାଇଁ ୫୦ପଇସା ଘୋଷଣା କଲା ପୋଲିସ, ଲୋକେ କହିଲେ…
ଜୟପୁର,୧୩।୨: ରାଜସ୍ଥାନ ପୋଲିସର ଏକ ପ୍ରେସ ରିଲିଜ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେବାରେ ଲାଗିଛି। ଜାରି ପତ୍ରରେ ରାଜସ୍ଥାନ ପୋଲିସ ଅପରାଧୀଙ୍କୁ ଧରିବା ପାଇଁ ୫୦ପଇସା ପୁରସ୍କାର ଘୋଷଣା କରିଛିି। ଅପରାଧୀଙ୍କୁ ଧରି ପୋଲିସର ଜିମା ଦେବା ବ୍ୟକ୍ତିଙ୍କୁ ଏହି…
ମମତାଙ୍କ ପୋଲିସଙ୍କୁ ଲାଜ ନାହିଁ: କାହିଁକି ଏଭଳି କହିଲେ ଶୁଭେନ୍ଦୁ…
କୋଲକାତା,୧୩।୨ : ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ଭାଜପା ନେତା ବିକାଶ ସିଂଙ୍କ ଗିରଫଦାରୀକୁ ନେଇ ପୋଲିସ ବିଭାଗକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୋଲିସ ଲଜ୍ଜାଜନକ କାର୍ଯ୍ୟ କରିଛି। ପୋଲିସଙ୍କୁ…
ଯୋଗୀ ଜିନ୍ଦାବାଦ ସ୍ଲୋଗାନ ମଧ୍ୟରେ ଯୁବକ କଲେ ଏପରି, ସୋସିଆଲ ମିଡ଼ିଆରେ ଭାଇରାଲ…
ଲକ୍ଷ୍ନୌ,୧୩।୨ : ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ କିଛି ଲୋକ ସିଏମ ଯୋଗୀ ଆଦିତ୍ୟନାଥ ଏବଂ ଭାଜପା ନେତାଙ୍କ ସପକ୍ଷରେ ସ୍ଲୋଗାନ ଦେଉଥିଲେ। ସେଠାରେ ଅନେକ ବାଳକ ମଧ୍ୟ ଉପସ୍ଥିତ ଥିଲେ, ଏପରି ସମୟରେ ହଠାତ…
ଜୟପ୍ରଦାଙ୍କ ବିରୋଧରେ ଜାମିନ ବିହୀନ ଓ୍ବାରେଣ୍ଟ ଜାରି, ୨୭ ଫେବୃଆରୀ ସୁଦ୍ଧା କୋର୍ଟରେ ହାଜର ପାଇଁ ନିର୍ଦ୍ଦେଶ..
ମୁମ୍ବାଇ,୧୩।୨ : ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ମାମଲାରେ ଅଭିନେତ୍ରୀ ତଥା ରାମପୁର ଏମପି ଜୟାପ୍ରଦା ଅଡୁଆରେ ପଡ଼ିଛନ୍ତି। ଏଥର ମଧ୍ୟ ସେ ଶୁଣାଣି ପାଇଁ କୋର୍ଟରେ ପହଞ୍ଚି ନାହାନ୍ତି। ସପ୍ତମ ଥର ପାଇଁ କୋର୍ଟ ତାଙ୍କ ବିରୋଧରେ ଜାମିନ ବିହୀନ…
ଇଣ୍ଡିଆକୁ ବଡ଼ ଝଟକା: ଫ୍ଲୋର ଟେଷ୍ଟ ପରେ ବିଧାୟକ ମନୋଜଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ…
ପାଟନା,୧୩।୨ : ଗତ କିଛି ଦିନ ହେବ ବିହାର ରାଜନୀତିରେ ପ୍ରତିଦିନ କିଛି ନୂଆ ଘଟଣା ଘଟୁଛି। ଫ୍ଲୋର ଟେଷ୍ଟ ପରେ ମଙ୍ଗଳବାର ଏଠାରୁ ବଡ ଖବର ଆସୁଛି। ଏଠାରେ ହତ୍ୟା ମାମଲାରେ ସିପିଆଇ (ଏମଏଲ) ବିଧାୟକ ମନୋଜ ମଞ୍ଜିଲଙ୍କୁ ୨୦…
ସୁରକ୍ଷା ପାଇଁ ଲୋକଙ୍କୁ ଚନ୍ଦ୍ରଙ୍କୁ ପଠାଯିବ କି? ଆମେରିକା ଇସ୍ରାଏଲକୁ ବନ୍ଦ କରୁ ଅସ୍ତ୍ର ଯୋଗାଣ: ଅସନ୍ତୋଷ ବ୍ୟକ୍ତ କଲା ଇୟୁ…
ଓ୍ବାଶିଂଟନ,୧୩।୨ : ରାଫା ସହର ଉପରେ ଆକ୍ରମଣ ପରେ ସାରା ବିଶ୍ୱରୁ ଇସ୍ରାଏଲ ଉପରେ ଚାପ ପଡ଼ିବା ଆରମ୍ଭ କରିଛି। ୟୁଏଇର ବୈଦେଶିକ ନୀତି ମୁଖ୍ୟ ଜୋଶେପ ବୋରେଲ ଇସ୍ରାଏଲର ସହଯୋଗୀ ବିଶେଷ କରି ଆମେରିକା ଇସ୍ରାଏଲକୁ ଅସ୍ତ୍ରଶସ୍ତ୍ର ଯୋଗାଣ ବନ୍ଦ…
ଏଣିକି ଅନଲାଇନ ଟ୍ରାଞ୍ଜାକ୍ସନ ପାଇଁ ଦରକାର ନାହିଁ ଓଟିପି, ଆରବିଆଇ କରୁଛି ବଡ ପ୍ଲାନ
ନୂଆଦିଲ୍ଲୀ,୧୩।୨: ଅନଲାଇନ ଟ୍ରାଞ୍ଜାକ୍ସନ ପାଇଁ ଓ୍ବାନ ଟାଇମ୍ ପାସଓ୍ବାର୍ଡ(ଓଟିପି) ଆବଶ୍ୟକ ହୋଇଥାଏ। ଟ୍ରାଞ୍ଜାକ୍ସନ ସମୟରେ ପଞ୍ଜୀକୃତ ମୋବାଇଲ ନମ୍ବର କିମ୍ବା ଇମେଲରେ ଓଟିପି ଆସିବା ପରେ ଟ୍ରାଞ୍ଜାକ୍ସନ ସମ୍ପୂର୍ଣ୍ଣ ହୋଇଥାଏ। ମୋବାଇଲ ନମ୍ବରରେ ଓଟିପି ଆସିବା ପରେ ଅନଲାଇନ ଟ୍ରାଞ୍ଜାକ୍ସନ ସୁରକ୍ଷିତ…

