ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧ା୧(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କରିଛନ୍ତି। ଏହାର ଟ୍ୟାଗ୍ଲାଇନ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି। ଏହି…
ଅଙ୍ଗନଓ୍ବାଡ଼ି କେନ୍ଦ୍ରର ପୋଷଣ କାର୍ଯ୍ୟକ୍ରମରେ ରାଜ୍ୟପାଳ
ଛତ୍ରପୁର,୧୧ା୧(ସନ୍ତୋଷ ପାଢ଼ୀ): ରାଜ୍ୟପାଳ ରଘୁବର ଦାସ ଗୁରୁବାର ଗଞ୍ଜାମ ଗଞ୍ଜାମ ଜିଲାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ରାଜ୍ୟପାଳ ଆଜି ସକାଳେ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ଦର୍ଶନ କରିଛନ୍ତି। ଏହା ପରେ ସେ ସେଠାରୁ ହୁମ୍ମାସ୍ଥିତ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଯାଇ…
କାଳ ସାଜିଲା ‘ଚିକେନ ଟିକ୍କା ମସଲା ପ୍ୟାଜ ପିଜ୍ଜା’, ମିଶିଥିଲା ଏପରି ଇନଗ୍ରୀଡିଏନ୍ସ ଚାଲିଗଲା ଜୀବନ
ଇଂଲଣ୍ଡ,୧୧।୧: ସମସ୍ତେ ପ୍ରୋସେସିଙ୍ଗ ବା ଫାଷ୍ଟ ଫୁଡ୍ ଖାଇବାକୁ ପସନ୍ଦ କରନ୍ତି। ତା’ଭିତରୁ ବହୁଜଣ ପିଜ୍ଜା ଖାଇବାକୁ ବହୁତ ପସନ୍ଦ କରନ୍ତି। ବିଭିନ୍ନ ଫ୍ଲେଭରର ମିଳୁଥିବା ପିଜ୍ଜା ଏବେ ମାର୍କେଟରେ ଇନଷ୍ଟାଣ୍ଟ ପ୍ରସ୍ତୁତ ହୋଇ ବିକ୍ରି ହେଉଛି। ନିକଟରେ ଜଣେ ବ୍ୟକ୍ତି…
ପାପୁଆ ନ୍ୟୁ ଗିନି ହିଂସାରେ ୧୫ ମୃତ
ପୋର୍ଟ ମୋରେସ୍ବି,୧୧ା୧: ପାପୁଆ ନ୍ୟୁ ଗିନି ହିଂସାରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି। ଅଷ୍ଟ୍ରେଲୀୟ ରାଜ୍ୟ ପ୍ରସାରଣକାରୀ ଏବିସି ଗୁରୁବାର ଏହି ଘଟଣା ସମ୍ପର୍କରେ ସୂଚନା ଦେଇଛି। ଦକ୍ଷିଣ ପ୍ରଶାନ୍ତ ଦେଶର ପ୍ରଧାନମନ୍ତ୍ରୀ ଗୋଟିଏ ଦିନ ବିରୋଧ ପରେ ଶାନ୍ତି ପାଇଁ…
ଦୁଇ ବାଇକ୍ ମୁହାଁମୁହିଁ: ଚାଲିଗଲା ୨ ଜୀବନ, ୨ ଗୁରୁତର
କାମାକ୍ଷାନଗର,୧୧ା୧(ଅମଜାଦ ଖାନ): ଢେଙ୍କାନାଳ ଜିଲା କାମାକ୍ଷାନଗର-ତୁମୁସିଙ୍ଗା ଥାନା ମହୁଲି ଓଟିପିସିଏଲ କଲୋନୀ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଦ୍ବୟ ହେଲେ ମହୁଲି ଗ୍ରାମର ସାଗର…
ଜିମ୍ରେ ୮୦ବର୍ଷିୟା ବୃଦ୍ଧା କରୁଛନ୍ତି ଦମଦାର୍ ଓ୍ବାର୍କଆଉଟ୍, ଭିଡିଓ ଦେଖିଲେ ଉଡିଯିବ ହୋସ୍
ବୟସ ଏକ ସଂଖ୍ୟା ମାତ୍ର। ଏହାକୁ ପ୍ରମାଣିତ କରିଛନ୍ତି ଜଣେ ୮୦ବର୍ଷିୟ ବୃଦ୍ଧା। ୨୦-୩୦ବର୍ଷର ଯୁବପିଢି ଟିକିଏ କାମ କରି ଥକି ଯାଉଥିବାବେଳେ ବୃଦ୍ଧାଜଣକ ପ୍ରତିଦିନ ବ୍ୟାୟାମ କରି ନିଜକୁ ଫିଟ୍ ରଖିଛନ୍ତି। ଏହି ବୃଦ୍ଧାଙ୍କ ଓ୍ବାର୍କଆଉଟ୍ ସୋସିଆଲ ମିଡିଆରେ ଭାଇରାଲ…
ଏମିତି ଦେଶ, ଯେଉଁଠି ଲିଭ୍-ଇନ୍ରେ ରହିପାରିବେନି ପ୍ରେମୀଯୁଗଳ
ଦୁନିଆରେ ଅନେକ ଦେଶ ଅଛି, ଯେଉଁଠି ବିଭିନ୍ନ ଆଇନ କାନୁନ୍ ରହିଛି। କେଉଁଠି କେଶ କାଟିବାକୁ ଅନୁମତି ନିଆଯାଏ ତ ଆଉ କେଉଁଠି ଟିଭି ଚଳାଇବାକୁ ନିଆଯାଏ ଅନୁମତି। ମାତ୍ର ଏମିତି ଏକ ଦେଶ ଅଛି, ଯେଉଁଠି ଲିଭ୍-ଇନ୍ରେ ରହିବା ମଧ୍ୟ…
ସେନାରୁ ବାହାର ହେବେ ୧ ଲକ୍ଷ କର୍ମଚାରୀ: ସେନାଧ୍ୟକ୍ଷ ଦେଲେ ସୂଚନା…
ନୂଆଦିଲ୍ଲୀ,୧୧।୧ : ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ ଗୁରୁବାର ଦିନ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ୨୦୨୭ ସୁଦ୍ଧା ସେନାରେ ଅପ୍ଟିମାଇଜେଶନ ପ୍ରକ୍ରିୟା ଶେଷ ହେବ। ଯାହା ପରେ ସେନାରେ ପ୍ରାୟ ଏକ ଲକ୍ଷ କର୍ମଚାରର ବାହାର…
ହ୍ବାଟସଆପ୍ ଚାଟ୍ରେ ଝିଅ ଲେଖିଦେଲେ ଭୁଲ ଇଂରାଜୀ, ବାପା କଲେ ଟ୍ୟୁଶନ, ଭାଇରାଲ ହେଉଛି ସ୍କ୍ରିନ୍ଶଟ୍
ନିକଟରେ ଜଣେ ବାପ-ଝିଅଙ୍କ ହ୍ବାଟସଆପ୍ ଚାଟ୍ ସୋସିଆଲ ମିଡିଆ ଏକ୍ସରେ ଭାଇରାଲ ହୋଇଛି। ଯାହାକୁ ଦେଖି ୟୁଜର୍ସ ନ ହସି ରହିପାରୁ ନାହାନ୍ତି। ଚାଟ୍ରେ ବାପା ଝିଅର ଇଂଲିଶ୍ ଭୁଲ ଲେଖିବା ନେଇ ଟ୍ୟୁଶନ କରିଛନ୍ତି। ଆନଭି ନାମକ ଯୁବତୀ ନିଜ…
୩୧ ଜାନୁଆରୀରୁ ବଜେଟ ଅଧିବେଶନ, ଫେବୃଆରୀ ୧ରେ ମଧ୍ୟବର୍ତ୍ତୀକାଳୀନ ବଜେଟ ଉପସ୍ଥାପନ…
ନୂଆଦିଲ୍ଲୀ,୧୧।୧ : ୨୦୨୪ ବର୍ଷ ପାଇଁ ସଂସଦର ବଜେଟ ଅଧିବେଶନ ଚଳିତ ମାସ ୩୧ରୁ ଆରମ୍ଭ ହେବ। ବଜେଟ ଅଧିବେଶନ ୧୦ ଦିନର ହେବ । ଏହା ୯ ଫେବୃଆରୀ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବଜେଟ ମଧ୍ୟ…
ସ୍ବଚ୍ଛତାରେ ପୁଣି ନମ୍ବର-୧ ହେଲା ଇନ୍ଦୋର
ଇନ୍ଦୋର,୧୧।୧: ସ୍ବଚ୍ଛତା ସର୍ବେକ୍ଷଣ ୨୦୨୪ରେ ମଧ୍ୟପ୍ରଦେଶର ଇନ୍ଦୋର ସହର କ୍ରମାଗତ ସପ୍ତମ ଥର ପାଇଁ ସ୍ବଚ୍ଛ ସହର ପୁରସ୍କାର ଜିତିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀର ସ୍ବଚ୍ଛ ସର୍ବେକ୍ଷଣ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ଏହି ପୁରସ୍କାର ପ୍ରଦାନ…
ତାରାତାରିଣୀଙ୍କୁ ଦର୍ଶନ କରି ରାଜ୍ୟବାସୀଙ୍କ ମଙ୍ଗଳକାମନା କଲେ ରାଜ୍ୟପାଳ,ରାସ୍ତାରେ ଲୋକଙ୍କ ଅଭିଯୋଗ ଶୁଣିଲେ , ରୋଗାକ୍ରାନ୍ତ ନାବାଳକଙ୍କ ଚିକିସାଲାଗି ଦେଲେ ପ୍ରତିଶ୍ରୁତି
ପୁରୁଷୋତ୍ତମପୁର,୧୧/୧( ସିମାଞ୍ଚଳ ମିଶ୍ର) ରାଜ୍ୟପାଳ ରଘୁବର ଦାଶ ଗୁରୁବାର ସକାଳେ ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରୀଣୀଙ୍କ ଦର୍ଶନ କରି ଆଶିଷ ନେବା ସହ ଓଡିଶାବାସୀଙ୍କ ମଙ୍ଗଳକାମନା କରିଛନ୍ତି। ଏହା ସହ ମନ୍ଦିର ଚତୁପାର୍ଶରେ ଚାଲିଥିବା ଉନ୍ନୟନ ମୂଳକ କାର୍ଯ୍ୟକୁ…
Archives


