Home

ବିବାହ ପ୍ରତିଶ୍ରୁତି ଦେଇ ୨ ଜଣଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲେ କନିଷ୍ଠ ଯନ୍ତ୍ରୀ: ଆଉ ତା’ପରେ…

ବାରିପଦା,୧୨ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବିବାହର ପ୍ରତିଶ୍ରୁତି ଦେଇ ୨ ଝିଅଙ୍କ ସହିତ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ଜଳସେଚନ ବିଭାଗରେ କାର୍ଯ୍ୟରତ ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ…

ରାଜ୍ୟ ଓପନ ଚେସ୍‌: ସୌମ୍ୟ ଚାମ୍ପିୟନ

ଭୁବନେଶ୍ୱର, ୧୨।୨(ତପନ ସ୍ବାଇଁ): ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ କେଶୁରାସ୍ଥିତ ରୟାଲ ପବ୍ଲିକ୍‌ ସ୍କୁଲରେ ୫ମ ମୃତ୍ୟୁଞ୍ଜୟ ପାତ୍ର ସ୍ମାରକୀ ରାଜ୍ୟ ଓପନ ର଼୍ୟାପିଡ ଚେସ୍‌ ରବିବାର ଅନୁଷ୍ଠିତ ହୋଇଯାଇଛି। ୫ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ଟପ୍‌ ସିଡ୍‌ ଫିଡେ…

ନାଗାଲ ଜିତିଲେ ଚେନ୍ନାଇ ଓପନ

ଚେନ୍ନାଇ, ୧୨ା୨ (ପି.ଟି.): ଭାରତର ଟପ୍‌ ସିଙ୍ଗଲ୍ସ ଖେଳାଳି ସୁମିତ ନାଗାଲ ରବିବାର ତାଙ୍କର ପଞ୍ଚମ ଚ୍ୟାଲେଞ୍ଜର ଲେଭଲ ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ଏଠାରେ ଚାଲିଥିବା ଚେନ୍ନାଇ ଓପନ ଟେନିସ ପ୍ରତିଯୋଗିତା ଫାଇନାଲରେ ସେ ଇଟାଲୀର ଲୁକା ନାର୍ଡିଙ୍କୁ ୬-୧,…

ଗୁଣି ସନ୍ଦେହ: ସ୍ତ୍ରୀ ଆଗରେ ସ୍ବାମୀଙ୍କୁ ହତ୍ୟା

ପାତ୍ରପୁର,୧୨ା୨(ଉମା ଚରଣ ନେପାକ):ଗଞ୍ଜାମ ଜିଲା ଜରଡ଼ା ଥାନା ଆଦିବାସୀ ଅଧ୍ୟୁଷିତ ହଳଦୀବାଡ଼ ଗ୍ରାମରେ ଶନିବାର ଏକ ହତ୍ୟାକାଣ୍ଡ ଘଟିଛି। ଗୁଣି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ଘରୁ ଟାଣିନେଇ ପିଟି ହତ୍ୟା କରିବା ପରେ ପୋଡ଼ି ଦିଆଯାଇଛି। ମୃତକ ହେଲେ ଗୁରୁବାରିଆ ଡାକୁଆ।…

ଶ୍ରଦ୍ଧାଞ୍ଜଳିଙ୍କ ହାତରେ ସାଫ୍‌ ଟ୍ରଫି

ଢାକାରେ ଅନୁଷ୍ଠିତ ୧୯ବର୍ଷରୁ କମ୍‌ ମହିଳା ସାଫ୍‌ ଫୁଟ୍‌ବଲରେ ଭାରତ-ବାଂଲାଦେଶ ଯୁଗ୍ମ ଚାମ୍ପିୟନ ହୋଇଛି। ସହକାରୀ କୋଚ୍‌ ଦାୟିତ୍ୱ ତୁଲାଇ ଭାରତକୁ ସଫଳତା ଦେବାରେ ଅନ୍ୟତମ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ଓଡ଼ିଶାର ଶ୍ରଦ୍ଧାଞ୍ଜଳି ସାମନ୍ତରାୟ ରବିବାର ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି।…

ବାପୁଜୀ କ୍ଲବ ଭୁବନେଶ୍ୱର ଚାମ୍ପିୟନ

ବନ୍ତ,୧୨।୨(ହରିନାରାୟଣ ମହାନ୍ତି): ଭଦ୍ରକ ଜିଲା ବନ୍ତ ବ୍ଲକ ପୁରୁଷୋତ୍ତମପୁରସ୍ଥିତ ନେତାଜୀ ମିନି ଷ୍ଟାଡିୟମରେ ଶାନ୍ତି ୟୁଥ୍‌ କ୍ଲବ ଆନୁକୂଲ୍ୟରେ ଚାଲିଥିବା ୨୨ତମ ସର୍ବଭାରତୀୟ କିଶୋର ନାୟକ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ରେ ରବିବାର ଭଦ୍ରକ ଇଷ୍ଟକୋଷ୍ଟ ରେଳବାଇକୁ ହରାଇ ବାପୁଜୀ…

ଅଷ୍ଟ୍ରେଲିଆର ସଂଘର୍ଷପୂର୍ଣ୍ଣ ବିଜୟ

ଭୁବନେଶ୍ୱର, ୧୨।୨ (ତପନ ସ୍ବାଇଁ): ଏଫ୍‌ଆଇଏଚ୍‌ ପୁରୁଷ ହକି ପ୍ରୋ ଲିଗ୍‌ରେ ରବିବାର ଅଷ୍ଟ୍ରେଲିଆ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି। କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚରେ ଏହି ଦଳ ୪-୩ ଗୋଲରେ ସ୍ପେନ୍‌କୁ ହରାଇ ଦେଇଛି। ଅଷ୍ଟ୍ରେଲିଆ ପକ୍ଷରୁ ଶାର୍ପ ଲଚଲାନ…

ଶୁଟ୍‌ଆଉଟରେ ଜିତିଲା ଭାରତ

ଭୁବନେଶ୍ୱର, ୧୨।୨ (ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌ ପୁରୁଷ ହକି ପ୍ରୋ ଲିଗ୍‌ର ରବିବାର ଅନୁଷ୍ଠିତ ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଭାରତ ଶୁଟ୍‌ଆଉଟ ୪-୨ ଗୋଲରେ ନେଦରଲାଣ୍ଡ୍ସକୁ ପରାସ୍ତ କରିଛି। ନିର୍ଦ୍ଧାରିତ ସମୟରେ ମ୍ୟାଚ ୨-୨ ସ୍ଥିତିରେ ରହିଥିଲା।…

ହାରିବାନି ହରାଇବା

ଅପସ୍ମାର ଭଳି ସମସ୍ୟା କ୍ଷେତ୍ରରେ ସଚେତନତାକୁ ଗୁରୁତ୍ୱପୂର୍ଣ୍ଣ ବୋଲି ଚିକିତ୍ସକମାନେ ମତପୋଷଣ କରିଥାନ୍ତି। ଏହାକୁ ଦୃଷ୍ଟିରେ ରଖି ଫେବୃୟାରୀ ମାସର ଦ୍ୱିତୀୟ ସୋମବାରକୁ ଅନ୍ତର୍ଜାତୀୟ ଅପସ୍ମାର ଦିବସ ଭାବେ ପାଳନ କରାଯାଇଥାଏ। ଚଳିତ ବର୍ଷ ଏହା ଫେବୃଆରୀ ୧୨ ତାରିଖରେ ପଡୁଛି।…

ଜୈବ ବିବର୍ତ୍ତନବାଦ

ବୈଜ୍ଞାନିକ ଚାଲର୍ସ ରବୋର୍ଟ ଡାର୍‌ଓ୍ବିନ ପୃଥିବୀକୁ ପ୍ରଦାନ କରିଥିବା ଅବଦାନ ସବୁବେଳେ ସ୍ମରଣୀୟ ହୋଇ ରହିବ। ତାଙ୍କର ଜୀବତତ୍ତ୍ୱର ଉତ୍ପତ୍ତି ମତବାଦ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପ୍ରଦାନ କରିଥାଏ। ଜୈବ ବିବର୍ତ୍ତନ ତତ୍ତ୍ୱ ମାନବ ପ୍ରଜାତିର ଉତ୍ପତ୍ତି ଉପରେ ବହୁ ଗୁରୁତ୍ୱପୂର୍ଣ୍ଣ…

ଆଜି ୧ ଲକ୍ଷରୁ ଅଧିକ ନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ସରକାରୀ ବିଭାଗ ତଥା ସଂଗଠନରେ ନିଯୁକ୍ତ ଏକ ଲକ୍ଷରୁ ଅଧିକ ଯୁବକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରେ ଇଣ୍ଟିଗ୍ରେଟେଡ କମ୍ପ୍ଲେକ୍ସରେ ‘କର୍ମଯୋଗୀ ଭବନ’ର ପ୍ରଥମ…

ମୋଦିଙ୍କ ବିନା ଭାରତ ଫେରିବା ଥିଲା ଅସମ୍ଭବ: କତାରରୁ ମୁକ୍ତ ହେବାପରେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସାରେ ଶତମୁଖ ୭ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୧୨।୨: କତାରରେ ମୃତ୍ୟୁଦଣ୍ଡ ପାଇଥିବା ୭ ଜଣ ଭାରତୀୟ ନାଗରିକ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଭାରତରେ ପହଞ୍ଚିଥିବା ନାଗରିକମାନେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହସ୍ତକ୍ଷେପ ବିନା ଭାରତ ଫେରିବା ସେମାନଙ୍କ ପକ୍ଷେ ଅସମ୍ଭବ ଥିବା। ରବିବାର ବିଳମ୍ବିତ ରାତିରେ ବୈଦେଶିକ ମନ୍ତ୍ରଣାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?