ବ୍ଲଡ୍ ଗ୍ରୁପ୍ରୁ ଜାଣନ୍ତୁ ଆପଣଙ୍କ ବ୍ୟକ୍ତିତ୍ୱ
ବ୍ଲଡ୍ଗ୍ରୁପ୍ରୁ ଆପଣ ଜାଣିପାରିବେ ଆପଣଙ୍କ ବ୍ୟକ୍ତିତ୍ୱ କିପରି। ୧୯୨୦ରୁ ଜାପାନରେ ଏହା ଏକ ଉଚ୍ଚ ମାନ୍ୟତା ପାଇଛି। ଏପରିକି ଲୋକମାନେ ସେମାନଙ୍କର ସିଭି ଏବଂ ଡେଟିଂ ପ୍ରୋଫାଇଲରେ ଏ ବିଷୟରେ ଉଲ୍ଲେଖ କରିଛନ୍ତି। ଆପଣଙ୍କ ପ୍ରକୃତି କ’ଣ ଆପଣ କେଉଁ ପ୍ରକାରର…
ଭାରତ ବିପକ୍ଷ ସିରିଜ୍ ପୂର୍ବରୁ ଆଫଗାନିସ୍ତାନକୁ ବଡ଼ ଝଟ୍କା
ନୂଆଦିଲ୍ଲୀ,୧୦।୧: ଜାନୁଆରୀ ୧୧ରୁ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ଖେଳାଯିବ। ଏହି ସିରିଜ ପୂର୍ବରୁ ଆଫଗାନିସ୍ତାନ ଏକ ବଡ଼ ଝଟକା ଦେଇଛି। ଦଳର ଭେଟେରାନ ଖେଳାଳି ରସିଦ ଖାନ ପୁରା ସିରିଜରୁ…
ବକ୍ସ ଅଫିସ୍ରେ ଇତିହାସ ରଚିଲେ ପ୍ରଭାସ
ସୁପରଷ୍ଟାର ପ୍ରଭାସଙ୍କ ଅଭିନୀତ ଫିଲ୍ମ ‘ସାଲାର’ ବକ୍ସ ଅଫିସରେ ସୁପରହିଟ୍ ସାବ୍ୟସ୍ତ ହୋଇଛି। ରିଲିଜ୍ ଦିନଠାରୁ ଏହି ଫିଲ୍ମ ଦେଶ ତଥା ବିଦେଶରେ କୋଟି କୋଟି ଟଙ୍କା ଆୟ କରୁଛି। ‘ସାଲାର’ ବିଶ୍ୱ ବକ୍ସ ଅଫିସରେ ଏକ ନୂଆ ରେକର୍ଡ ସୃଷ୍ଟି…
ପ୍ରସିଦ୍ଧ ଫିଲ୍ମ ନିର୍ମାତାଙ୍କ ପରଲୋକ
ନୂଆଦିଲ୍ଲୀ,୯।୧:ମାଲାୟାଲମ ଚଳଚ୍ଚିତ୍ର ନିର୍ମାତା ବିନୁଙ୍କ ଦେହାନ୍ତ ହୋଇଛି। ଅସୁସ୍ଥତା ହେତୁ ସେ କୋଏମ୍ବାଟୁରର ଏକ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ମାଲାୟାଲମ ସିନେମାରେ ସୁରେଶ-ବିନୁ ଯୋଡି ବହୁତ…
Cricketer Collapses On Pitch: ରନ ନେବା ପରେ ତଳେ ପଡ଼ିଗଲେ କ୍ରିକେଟର, ପିଚରେ ସିପିଆର ପରେ ମଧ୍ୟ ହୃଦଘାତରେ କ୍ରିକେଟରଙ୍କ ମୃତ୍ୟୁ…
ନୋଏଡା,୧୦।୧ : ନୋଏଡା ଠାରୁ ଏକ ଖରାପ ଖବର ଆସିଛି। ଏଠାରେ ଏକ କ୍ରିକେଟ ମ୍ୟାଚ ସମୟରେ ଜଣେ ଖେଳାଳିଙ୍କର ମୃତ୍ୟୁ ହୋଇଛି। ହୃଦଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ନାମ ବିକାଶ ନେଗି। ବିକାଶଙ୍କୁ ମାତ୍ର ୩୪ ବର୍ଷ…
ଅଧିକ ସନ୍ତାନ ଜନ୍ମ କରନ୍ତୁ, ଚିନ୍ତା ନାହିଁ ଘର ଯୋଗାଇବେ ମୋଦି: ଭାଜପା ମନ୍ତ୍ରୀଙ୍କ ବିବାଦୀୟ ମନ୍ତବ୍ୟ…
ଉଦୟପୁର,୧୦।୧ : ରାଜସ୍ଥାନ ସରକାରଙ୍କ ମନ୍ତ୍ରୀ ବାବୁଲାଲ ଖରାଡି ଲୋକମାନଙ୍କୁ କହିଛନ୍ତି ସେମାନେ ଅନେକ ସନ୍ତାନ ଜନ୍ମ କରିବା ଉଚିତ। ସେମାନଙ୍କୁ ଚିନ୍ତା କରିବାର ଆବଶ୍ୟକତା ନାହିଁ କାରଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଘର ଯୋଗାଇ ଦିଆଯିବ ଏବଂ ଶସ୍ତା…
ମୋଦିଙ୍କୁ ପ୍ରଶଂସା କଲେ ମୁକେଶ ଅମ୍ବାନୀ: କହିଲେ ଭାରତ ଇତିହାସର ସଫଳ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୧୦।୧ : ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଚେୟାରମ୍ୟାନ ତଥା ଏମଡି ମୁକେଶ ଅମ୍ବାନୀ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଷୟରେ ଏକ ବଡ଼ କଥା କହିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରିଛନ୍ତି। ଗୁଜରାଟର ରାଜଧାନୀ ଗାନ୍ଧିନଗରରେ ଅନୁଷ୍ଠିତ ଭାଇବ୍ରାଣ୍ଟ ଗୁଜରାଟ ଗ୍ଲୋବାଲ…
ଦିନକରେ ୫୦୦୦ରୁ ଅଧିକ ଲୋକଙ୍କ ସହ ହାତ ମିଳାଉ ଥିଲେ ରାଜୀବ, ବେଳେବେଳେ ହାତରୁ ବୋହୁଥିଲା ରକ୍ତ: ସାମ ପିଟ୍ରୋଡା…
ନୂଆଦିଲ୍ଲୀ,୧୦।୧ : ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ନିଜ ଇଚ୍ଛା ଅନୁଯାୟୀ ପରିବେଶ ସୃଷ୍ଟି କରିବାରେ ବ୍ୟସ୍ତ ଅଛି। ରାହୁଲ ଗାନ୍ଧୀ ଏକ ନୂତନ ଯାତ୍ରା ଆରମ୍ଭ କରୁଛନ୍ତି। ଏହି ମର୍ମରେ ସାମ ପିଟ୍ରୋଡା ଏକ ଚ୍ୟାନେଲ ସହ ହୋଇଥିବା ଆଲୋଚନାରେ…
ଛାତ୍ରୀଛାତ୍ରଙ୍କୁ ସଫଳତାର ୬ ସୂତ୍ରୀ କର୍ଣ୍ଣମନ୍ତ୍ର ଦେଲେ ୫-ଟି ଅଧ୍ୟକ୍ଷ
ଖୋର୍ଦ୍ଧା,୧୦।୧(ପ୍ରଭାତ ପାଣିଗ୍ରାହୀ): ସଫଳତାର ମୂଳମନ୍ତ୍ର ହେଉଛି କଠିନ ପରିଶ୍ରମ। ଜୀବନରେ ସଫଳତା ପାଇବାକୁ ହେଲେ କଠିନ ପରିଶ୍ରମ କରିବାକୁ ପଡିବ। ସୋସିଆଲ ମିଡିଆ ଅପେକ୍ଷା ପାଠପଢା ଉପରେ ଗୁରୁତ୍ୱ ଦିଅ ବୋଲି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ…
‘ଟିମ୍ ଇଣ୍ଡିଆର ସମସ୍ତ ଖେଳାଳି ମଦ୍ୟପାନ କରନ୍ତି, କେବଳ ମୋତେ ବଦ୍ନାମ କରାଗଲା’
ନୂଆଦିଲ୍ଲୀ,୧୦।୧: ଟିମ୍ ଇଣ୍ଡିଆର ସମସ୍ତ ଖେଳାଳି ମଦ୍ୟପାନ କରନ୍ତି। ହେଲେ ତାଙ୍କ ଛବିକୁ ମଳିନ କରିବାକୁ ପ୍ରଚେଷ୍ଟା କରାଯାଇଥିବା ଅଭିଯୋଗ କରିଛନ୍ତି ଦଳର ପୂର୍ବତନ ଦ୍ରୁତ ବୋଲର୍ ପ୍ରବୀଣ କୁମାର। ନାଁ ନନେଇ ଜଣେ ବରିଷ୍ଠ ଖେଳାଳି ତାଙ୍କୁ ବଦନାମ କରିବାକୁ…
ରାମଲଲାଙ୍କୁ ଦର୍ଶନ କରିବାକୁ ଯାଉଥିବା ଟୁରିଷ୍ଟ ବସ ଓଲଟିଲା, ବହୁ ଆହତ…
ବଳରାମପୁର,୧୦।୧ : ଉତ୍ତରପ୍ରଦେଶର ବଳରାମପୁର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଯେଉଁଠାରେ ଘନ କୁହୁଡ଼ି ଯୋଗୁଁ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ବସ ଓଲଟି ପଡିଛି। ଏହି ଦୁର୍ଘଟଣାରେ ୧୫ ରୁ ଅଧିକ ପର୍ଯ୍ୟଟକ ଆହତ ହୋଇଛନ୍ତି। ଅମ୍ବିକାପୁର-ବନାରସ ମୁଖ୍ୟ…
ମାଗଣାରେ ମିଳିବାରୁ ଖାଇଗଲେ ଓ୍ବାଶିଂ ପାଉଡର, ପରେ ହେଲା ଏପରି…
ତାଇପେ,୧୦।୧ : ତାଇୱାନ ଦେଶରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ବାସ୍ତବରେ, ତାଇୱାନରେ ନିର୍ବାଚନ ପ୍ରଚାର ସମୟରେ ୩ ଜଣ ବ୍ୟକ୍ତ ଭୁଲରେ ଓ୍ବାଶିଂ ପାଉଡର ଖାଇଦେଇଥିଲେ। ଯାହା ପରେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଠିକ ସମୟରେ ଚିକିତ୍ସା…
Archives


