Home

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ କରାଯାଇଛି। ୧୦ଦଫା ଦାବ ନେଇ ଧର୍ମଘଟ ଆରମ୍ଭ କରିଛନ୍ତି। ଗତ ୬ ମାସ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ ଯୁବକ ନିଜର ୧୭ ବର୍ଷୀୟା ନାବାଳିକା ଶାଳୀଙ୍କ ସହ ସମ୍ପର୍କ ସ୍ଥାପନ କରି…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ। ଆଜି ସେ ଗଞ୍ଜାମ…

କ୍ୟାବିନେଟ୍‌ ବୈଠକ ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ…

ଭୁବନେଶ୍ବର,୧ା୭: କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ କୌଣସି ଦେୟ ଦେବାକୁ ପଡିବ ନାହିଁ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରସ୍ତାବକୁ ମଞ୍ଜୁରୀ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ ହୋଇଛି। ବିବାହ କରିବାକୁ ପ୍ରେମିକ ନିକଟରେ ପ୍ରେମିକା ଜଣକ ଜିଦ୍‌ କରିବାରୁ ଏପରି…

ରେକର୍ଡ ଭାଙ୍ଗିବେ ଆଲିଆ

ମୁମ୍ବାଇ: ଚଳଚ୍ଚିତ୍ର ‘ଆଲ୍‌ଫା’ରେ ଅଭିନେତ୍ରୀ ଆଲିଆ ଭଟ୍ଟ ଏକ ଜବରଦସ୍ତ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ରରେ ଆଲିଆ ଏବଂ ଶର୍ବରୀ ଓ୍ବାଘ୍‌ ଆକ୍ସନ ଭୂମିକାରେ ଅଭିନୟ କରିଛନ୍ତି। ଚଳଚ୍ଚିତ୍ରଟି ଜୁଲାଇ ୩ରେ ମୁକ୍ତିଲାଭ କରିବାର ଯୋଜନା ରହିଛି। ବକ୍ସ ଅଫିସରେ ଏହା…

ଭାଜପାରେ ସାମିଲ ହେଲେ ମଣ୍ଡଳ ଦମ୍ପତି, ତାଙ୍କ ସହିତ…

ଭୁବନେଶ୍ୱର,୧ା୭: ଭାଜପାରେ ବୁଧବାର ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଏବଂ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ। ଶଙ୍ଖ ଛାଡ଼ି ଏହି ଦମ୍ପତି ଏବେ ପଦ୍ମ ଧରିଛନ୍ତି। ତାଙ୍କ ସହିତ ବିଜେଡିର ସୁବାସିନୀ ସାହୁ ମଧ୍ୟ ଆଜି ଭାଜପାରେ…

ବଡ଼ ଘୋଷଣା କଲେ ସରକାର; ଏତିକି ମାସ ଯାଏ WFH କରିବେ ୫୦% କର୍ମଚାରୀ, ଗାଡ଼ି ପାର୍କିଂ…

ନୂଆଦିଲ୍ଲୀ,୧।୭: ଶୀତକାଳୀନ ପ୍ରଦୂଷଣର ମୁକାବିଲା ପାଇଁ ଦିଲ୍ଲୀ ସରକାର ଏକ ମାଷ୍ଟର ପ୍ଲାନ ଘୋଷଣା କରିଛନ୍ତି। ଏହି ଯୋଜନା ଅନୁଯାୟୀ, ନଭେମ୍ବର ୧ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ସ୍ଥିର ନିୟମାବଳୀ କାର୍ଯ୍ୟକାରୀ ହେବ। ଶୀତକାଳୀନ ପ୍ରଦୂଷଣର ମୁକାବିଲା ପାଇଁ ଦିଲ୍ଲୀ…

ସଚେତନ ନାଗରିକ ମଞ୍ଚର ନୂତନ କର୍ମକର୍ତ୍ତା: ଗୋବିନ୍ଦ ବନଛୋରନ ସଭାପତି, ଉପସଭାପତି ହେଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂଆ କମିଟି ଆର୍‌ଏମ୍‌ସିର ସଭାଗୃହରେ ପୂର୍ବତନ ସଭାପତି ଚିତ୍ତରଞ୍ଜନ ଭୋଇଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ସଂଗଠନର ନୂଆ ସଭାପତି ଭାବେ ଗୋବିନ୍ଦ ବନଛୋରନ ଚୟନ…

ଡାକ୍ତର ଦିବସ; କଳାହାଣ୍ଡିରେ ସ୍ୱାସ୍ଥ୍ୟ ସେବା ଠପ୍, ରୋଗୀ ହନ୍ତସନ୍ତ

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ): ଜାତୀୟ ଡାକ୍ତର ଦିବସରେ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବୁଧବାର ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ କଳାହାଣ୍ଡି ଜିଲାର ସମସ୍ତ ସରକାରୀ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ଗୁରୁତର ଭାବେ ବିପର୍ଯ୍ୟସ୍ତ…

WhatsAppର ନୂଆ ଫିଚର୍ସରୁ ବଢ଼ୁଛି ସାଇବର ଠକେଇ! ରୋକିବାକୁ କେନ୍ଦ୍ର ସରକାରଙ୍କ ମାଷ୍ଟର ପ୍ଲାନ୍

ନୂଆଦିଲ୍ଲୀ,୧।୭: ଦେଶରେ ସାଇବର ଅପରାଧ ବୃଦ୍ଧି ପାଉଥିବା ଘଟଣା ଉପରେ ରୋକ ​​ଲଗାଇବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ପଦକ୍ଷେପର ଲକ୍ଷ୍ୟ ହେଉଛି ଏପରି ଅପରାଧୀମାନଙ୍କୁ ଲଗାମ ଦେବା। ସରକାର ହ୍ୱାଟ୍ସଆପ୍ ସହିତ…

ମନ୍ତ୍ରୀଙ୍କ ହାଇ ଆଲର୍ଟ, ଜରୁରୀ ପରିସ୍ଥିତିରେ ସଜାଗ ରହିବାକୁ ୟୁଏଲ୍‌ବିକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୭: ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏପରି ନିର୍ଦ୍ଦେଶ ଦେଇଛନ୍ତି। ଲଗାଣ ବର୍ଷା ପାଇଁ ସହରାଞ୍ଚଳରେ ଜଳବନ୍ଦୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?