Home

‘ଇତିହାସ ହୋଇଯିବ କଂଗ୍ରେସ…ଯେମିତି ଔରଙ୍ଗଜେବ’, ମୋଦିଙ୍କୁ କବର ଦେବା ବୟାନକୁ ନେଇ ଭାଜପା କହିଲା…

ନୂଆଦିଲ୍ଲୀ,୧୫।୧୨: ରାଜଧାନୀ ଦିଲ୍ଲୀରେ ରବିବାର ‘ଭୋଟ ଚୋର, ଗଦ୍ଦି ଛିଡ଼’ ରାଲିରେ କଂଗ୍ରେସ ଭାଜପା ଉପରେ ଆକ୍ରମଣକୁ ତୀବ୍ର କରିଥିଲା, ଶାସକ ଦଳ ନେହେରୁ ପରିବାରକୁ ବାବରଙ୍କ ବଂଶ ସହିତ ତୁଳନା କରି ପ୍ରତିଶୋଧ ନେଇଥିଲା। ଭାଜପା ଅଭିଯୋଗ କରିଥିଲା ଯେ…

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ କିଡ୍‌ନୀ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ପୁଣି ଚାରି ଦିନ ମଧ୍ୟରେ ଗୋଟିଏ…

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି ସେମାନେ। ଏମିତି ଜଣେ ମହିଳା ହେଉଛନ୍ତି ତୃପ୍ତି ଭଟ୍ଟ। ସେ ଭାରତୀୟ ପୋଲିସ ସେବା(…

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ କାନ୍ଦୁଲ ବାଡ଼ ଆଡ଼କୁ ମାଡ଼ି ଆସୁଥାଏ। ଦେହକୁ ଥଣ୍ଡା ଆଉ ଥଣ୍ଡା ଆଉଜି ପଡୁଥାଏ।…

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ ପ୍ରସାରଣ ଜରୁରୀ। ପୁସ୍ତକର ବିପଣନ ତଥା ପୁସ୍ତକ ପଠନ ପ୍ରତି ଆଗ୍ରହ ସୃଷ୍ଟି କରିବାର…

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ ପ୍ରକାଶିତ ରିପୋର୍ଟରୁ ଏହା ଜଣାପଡ଼ିଛି। ୟୁନିଭର୍ସିଟିଜ୍‌ ଗ୍ଲୋବାଲ ଏଆଇ ଭାଇବ୍ରାନ୍ସ ଟୁଲ୍ସ ଭିଜୁଅଲ କ୍ୟାପିଟାଲିଷ୍ଟ…

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ କ୍ଷମତାରୁ ହଟାଯିବ ବୋଲି ରବିବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ନୂଆଦିଲ୍ଲୀର ରାମଲୀଲା ମଇଦାନରେ…

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର ଜିଲା ନୀଳଗିରି ଅଭିମୁଖେ ଯାଇଥିଲେ। ଗତ ୧୧ ତାରିଖରେ ୨୫ଟି ହାତୀ ଫେରିଥିବା ବେଳେ…

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ ଅଞ୍ଚଳରେ ଘଟିଥିବା କୁହାଯାଉଛି । ମହିଳାଙ୍କ ହତ୍ୟା ଘଟଣା ଅଞ୍ଚଳରେ ଉତ୍ତେଜନା ସୃଷ୍ଟି କରିଛି…

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ ପ୍ରଦୂଷଣ ଯୋଗୁଁ ଗ୍ରେଟର ନୋଏଡାରେ CBSE, ICSE, UP ବୋର୍ଡ ଏବଂ ଅନ୍ୟାନ୍ୟ ବୋର୍ଡ…

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର ଜଣେ ହାବିଲଦାର ଅଲେଖ ଦାସ ଓ ଅନ୍ୟ ଜଣେ ଯବାନ ନାରାୟଣ ଦାସ ଗୁରୁତର…

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ (୬୦) । ସୂଚନା ଅନୁସାରେ, ପ୍ରହଲ୍ଲାଦ ନିଜ ସ୍ତ୍ରୀ ସହିତ କାଳିଆବାଲିରୁ ନିଜ ଘରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri