ମୋଦି କ୍ୟାବିନେଟ୍ରେ ବଡ଼ ବୈଠକ: ରାସନ ସମେତ ୪ଟି ବଡ଼ ନିଷ୍ପତ୍ତି ସମ୍ଭବ, ସିଧାସଳଖ ପ୍ରଭାବିତ ହେବେ ସାଧାରଣ ଜନତା!
ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ବୁଧବାର ଦିଲ୍ଲୀରେ କେନ୍ଦ୍ର କ୍ୟାବିନେଟ୍ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦେଶହିତ, ଆର୍ଥିକ ସୁଧାର ଏବଂ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମଙ୍ଗଳବାର ଦିନ ଅଧିକାରୀମାନେ ସୂଚନା…
ବଙ୍ଗରେ ଟିଏମସି ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡାମାଡ଼, ଭାଜପା…
କୋଲକାତା,୧।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡା ମାଡ଼ ହୋଇଛି । ବୁଧବାର ଅଭିଯୋଗ କରିଛନ୍ତି ଯେ ପଶ୍ଚିମବଙ୍ଗର ଏକ ରେଷ୍ଟୁରାଣ୍ଟ ବାହାରେ ଏକତ୍ରିତ ହୋଇଥିବା ଲୋକମାନେ ତାଙ୍କ ଉପରକୁ ଅଣ୍ଡା ଫିଙ୍ଗିଛନ୍ତି । ମୋଇତ୍ରା ତାଙ୍କ…
ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…
ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ ପ୍ରାଇଭେଟ୍ ବସ୍ ଓନର୍ସ ଏକତା ମଞ୍ଚର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା…
ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…
ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ ବୈଠକ ବସିଥିଲା। ବୈଠକରେ ଯାତ୍ରା କମିଟି…
ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ
ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜାମନକିରା ଥାନା ଅନ୍ତର୍ଗତ କୁମକାପାଲର ଚନ୍ଦନ…
RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’
ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ କରାଯିବା ଉଚିତ, ଏହା ବିହାରର ଲୋକଙ୍କ ମଧ୍ୟ…
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…
ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି ସାମ୍ପ୍ରତିକ ବୃଦ୍ଧି ମୁଦ୍ରାସ୍ଫୀତି ଧାରାରେ ପରିବର୍ତ୍ତନକୁ ସୂଚିତ କରେ ଏବଂ ୧ ଜୁଲାଇ,…
ଭାରତକୁ ବଡ଼ ଅଫର୍ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍
ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ସାମରିକ ସନ୍ତୁଳନ, ପ୍ରତିରକ୍ଷା ଶିଳ୍ପ ଏବଂ ପଞ୍ଚମ ପିଢ଼ିର ଲଢ଼ୁଆ ବିମାନର…
ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର
ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସବ୍ ଇନ୍ସପେକ୍ଟର ଆଶୁତୋଷ ପାଇକରାୟ, ଏ ଏସ ଆଇ ତପନ…
ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ
କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା ସମୟରେ କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ ଦାୟିତ୍ୱରେ ଥିବା କେସିଙ୍ଗା ବ୍ଲକ ବିଆରସିସି…
ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…
ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି। ଏହି ଘଟଣାରେ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ୧୪ ଦିନିଆ ନ୍ୟାୟିକ ହେପାଜତକୁ…
ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ
ବଞ୍ଚୋ/ଆନନ୍ଦପୁର,୧।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟକାଳ ପାଇଁ ରୋଗୀସେବା ବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି।…

