ୱାଙ୍ଖଡେ ଷ୍ଟାଡିୟମ୍ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ
ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି ଏବଂ ଫୁଟବଲ୍ ବଦଳ କରିଥିଲେ। ଷ୍ଟାଡିୟମରେ ସଚିନଙ୍କୁ ଦେଖିବା ମାତ୍ରେ ଲୋକମାନେ ସଚିନଙ୍କୁ ପ୍ରଶଂସା…
ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ
ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ ପାଳନ ଅବସରରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିଶୁ ମନ୍ଦିର ପରିଚାଳନା ସମିତି …
ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା
ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି । ଧର୍ମଶାଳା ଜିଲା ଜେନାପୁର ଥାନା ଗଡମଧୁପୁର ପଞ୍ଚାୟତର ଏକ ଫାର୍ମହାଉସ ନିକଟରେ ଦୁଇଗୋଷ୍ଠୀ…
ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା
କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଳକ୍ ଅନ୍ତର୍ଗତ ଜୁଙ୍ଗା ପଞ୍ଚାୟତ ଅଧୀନ କାବେରୀପଶି…
ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ
ନୂଆଦିଲ୍ଲୀ,୧୪।୧୨: ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା ନୂଆ ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି । ବିଜେପି ସଂସଦୀୟ ବୋର୍ଡରେ ନୀତିନ ନବୀନଙ୍କ ନାଁ…
ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ
ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ ସୂର୍ଯ୍ୟନାରାୟଣ ନାଏକଙ୍କ ଧାନଖଳାରେ ଗଦା ହୋଇଥିବା ଧାନରେ ରାତିରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ।…
ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ
ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ କାର୍ଯ୍ୟକ୍ରମରେ ଦାମଙ୍କୁ ପ୍ରଶଂସା କରିବା ସହ ଏଭଳି ବୟାନ ଦେଇଛନ୍ତି ବାପି ସର୍ଖେଲ ।…
କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ
ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ ଓ ଦୁର୍ଗାପାଙ୍ଗା ସେକ୍ସନର କିଛି ଅଞ୍ଚଳରେ ଉତ୍ପାତ କରୁଛନ୍ତି ୮ଟିକିଆ ହାତୀପଲ। ରାୟଗଡ଼ା ଜିଲା…
ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ
ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି ଅତିଥି ଆସିବାକୁ ଯାଉଛି । ମାଆ ହେବାକୁ ଯାଉଛନ୍ତି ଅଭିନେତ୍ରୀ ଅର୍ଚ୍ଚିତା ସାହୁ ।…
ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ
ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨ କିମି ଦୂରତାରେ ରହିଛି। ଯାହାକି ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣି ଆଣୁଛି। ଦାରିଙ୍ଗବାଡ଼ି ଓ କୋଟଗଡ଼…
ଇହୁଦୀ ପର୍ବ ପାଳନ ବେଳେ ବିଚରେ ଫାୟାରିଂ, ୧୦ ମୃତ
ନୂଆଦିଲ୍ଲୀ,୧୪।୧୨: ଆଜି ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚ୍ରେ ସ୍ପଷ୍ଟ ଦିବାଲୋକରେ ଗୁଳିମାଡ଼ ଘଟିଛି। ଦୁଇଜଣ ସଶସ୍ତ୍ର ଆକ୍ରମଣକାରୀ ସାଧାରଣ ଲୋକଙ୍କ ଉପରେ ଅତର୍କିତ ଗୁଳିଚାଳନା କରିଥିଲେ। ଏହି ଗଣ ଗୁଳିକାଣ୍ଡରେ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।…
WWEରୁ ଅବସର ନେଲେ ଜନ୍ ସିନା, ଜାରି ରହିବ ଫିଲ୍ମ କ୍ୟାରିୟର
ନୂଆଦିଲ୍ଲୀ,୧୪।୧୨: ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି WWE ରିଙ୍ଗରେ ରାଜ କରିଥିବା ଜନ୍ ସିନା ଶେଷରେ ତାଙ୍କ କ୍ୟାରିଅରକୁ ବିଦାୟ ଦେଇଛନ୍ତି । ୪୮ବର୍ଷ ବୟସରେ ଜନ ସିନା ତାଙ୍କର ଶେଷ ମ୍ୟାଚ୍ରେ ଗୁନ୍ଥରଙ୍କଠାରୁ ହାରିବା ପରେ ବୃତ୍ତିଗତ କୁସ୍ତିରୁ…
Archives


