ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…
ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର ତାତି ଅନୁଭୂତ ହୋଇଛି । ବୁଧବାର ବରଗଡ଼ ଜିଲା ବିଜୁ ଛାତ୍ର ଜନତା…
କପିଳଧାର ଜଳପ୍ରପାତ ନିକଟରୁ ମହିଳାଙ୍କ ମୃତଦେହ ଜବତ
ପାଇକମାଳ,୧୩ା୫(ବଡ଼ ଶତପଥୀ): ପାଇକମାଳ ନୃସିଂହନାଥ ମନ୍ଦିରରୁ ପାଞ୍ଚକିମି ଦୂର କପିଳଧାର ଜଳପ୍ରପାତ ନିକଟରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ବୁଧବାର ସ୍ଥାନୀୟ ପୋଲିସ ଜବତ କରିଛି । ପାଇକମାଳ ଥାନା ଅଧିକାରୀ କୈଳାସ ପ୍ରଧାନ ଖବର ପାଇ ଦମକଳ କର୍ମଚାରୀଙ୍କ ସହ…
କିଏ ହେବେ କେରଳ ମୁଖ୍ୟମନ୍ତ୍ରୀ? ଗୁରୁବାର ଘୋଷଣା କରିବ କଂଗ୍ରେସ
ଥିରୁଭାନନ୍ତପୁର,୧୩ା୫: ୧୦ ଦିନର ମାନସ ମନ୍ଥନ ପରେ କଂଗ୍ରେସ ଦଳ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିଛି । ଯାହା ଗୁରୁବାର ଘୋଷଣା ହେବାକୁ ଯାଉଛି। ଦଳୀୟ ସୂତ୍ରରୁ ସୂଚନା ମିଳିଛି ଯେ ଗୁରୁବାର ଥିରୁଭାନନ୍ତପୁରମରେ ବିଧାୟକ ଦଳର ଏକ…
ଅମୂଲ ପରେ ବଢ଼ିଲା ଏହି କ୍ଷୀରର ଦର, ରାତି ପାହିଲେ ଲାଗୁ ହେବ ନୂଆ ଦାମ୍
ନୂଆଦିଲ୍ଲୀ,୧୩ା୫: ଅମୂଲ ପରେ ଏବେ ଆଉ ଏକ କ୍ଷୀର ଦର ବୃଦ୍ଧି ପାଇଛି । ମଦର ଡାଏରୀ କ୍ଷୀରର ମୂଲ୍ୟ ବୃଦ୍ଧି କରିଛି । କମ୍ପାନୀ ବିଭିନ୍ନ ପ୍ରକାରର କ୍ଷୀର ପାଇଁ ପ୍ରତି ଲିଟର ପିଛା ୨ ଟଙ୍କା ବୃଦ୍ଧି ଘୋଷଣା…
କୋରାପୁଟରୁ କେସିଙ୍ଗା ଦେଇ ଚାଲିବ ନୂତନ ଟ୍ରେନ, ରେଳ ମନ୍ତ୍ରୀ ଓ ଏମପିଙ୍କୁ ଧନ୍ୟବାଦ ଜଣାଇଲେ ଅଞ୍ଚଳବାସୀ
କେସିଙ୍ଗା,୧୩ା୫:(ତୁମେଶ୍ୱର ସାହୁ): କେସିଙ୍ଗାରୁ ସିଧା ଭୁବନେଶ୍ୱରକୁ ଟ୍ରେନ ନଥିବାରୁ ବହୁବାର କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ କେସିଙ୍ଗା ଓ ଜେଡ ଏସ ଏସର ସଦସ୍ୟ ଡ଼ାହେମସାଗର ସାହା ରେଳମନ୍ତ୍ରୀ ଓ କଳାହାଣ୍ଡି ଏମ୍ ପିଙ୍କୁ ଦାବି ପତ୍ର ଜଣାଇଥିଲେ ।…
ଚାଇନାରେ ପହଞ୍ଚୁ ପହଞ୍ଚୁ ଟ୍ରମ୍ପଙ୍କ ଘୋର ଅପମାନ! ସ୍ବାଗତ କରିବାକୁ ଆସିଲେନି…
ବେଜିଂ,୧୩।୫: ଚାଇନାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଅପମାନ। ଦୁଇ ଦିନିଆ ସରକାରୀ ଗସ୍ତରେ ଚାଇନାରେ ପହଞ୍ଚିଥିବା ଟ୍ରମ୍ପଙ୍କୁ ସ୍ବାଗତ କରିବା ପାଇଁ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ବିମାନବନ୍ଦରକୁ ଯାଇ ନ ଥିବା ଦେଖିବାକୁ ମିଳିଛି। ଏହା ବଦଳରେ ସେ…
ସାନଖେମୁଣ୍ଡିରେ ଭାଜପା ପକ୍ଷରୁ ଜନ ଆକ୍ରୋଶ ପଦଯାତ୍ରା
ଦିଗପହଣ୍ଡି,୧୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଭାଜପା ମଣ୍ଡଳ କମିଟି ପକ୍ଷରୁ ବୁଧବାର ଜନ ଆକ୍ରୋଶ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଇଂ. ଉତ୍ତମ କୁମାର ପାଣିଗ୍ରାହୀ ଓ ମଣ୍ଡଳ…
କ୍ଷୁଦ୍ର ପୋଲର ଉଦଘାଟନ; ନାମ ଫଳକରେ ସରପଞ୍ଚ-ସମିତି ସଭ୍ୟାଙ୍କ ନାମରେ ତ୍ରୁଟି, ଗ୍ରାମର ନାମ ଭୁଲକୁ ନେଇ ଅସନ୍ତୋଷ
ପଟ୍ଟାଙ୍ଗି,୧୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ପେଟୁରୁ ପଞ୍ଚାୟତର ରାଇପାଡୁ ଗ୍ରାମରେ ନୂତନ କରି ଏକ କ୍ଷୁଦ୍ର ପୋଲ ନିର୍ମାଣ ହୋଇଛି । ଏହାକୁ ସ୍ଥାନୀୟ ବିଧାୟକ ରାମଚନ୍ଦ୍ର କାଡାମଙ୍କ ଦ୍ଵାରା ଉଦଘାଟନ ହୋଇଛି । କିନ୍ତୁ…
ମହଙ୍ଗା ମାଡ଼! ବଢ଼ିଲା ଅମୂଲ କ୍ଷୀର ଦାମ୍, ଲିଟର ପିଛା….
ନୂଆଦିଲ୍ଲୀ,୧୩ା୫: ସାଧାରଣ ଜନତାଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି । ଦେଶର ପ୍ରମୁଖ ଦୁଗ୍ଧ କମ୍ପାନୀ ଅମୂଲ ସାରା ଦେଶରେ କ୍ଷୀରର ମୂଲ୍ୟ ପ୍ରତି ଲିଟର ୨ ବୃଦ୍ଧି ହୋଇଛି । କମ୍ପାନୀ ଘୋଷଣା କରିଛି ଯେ ନୂତନ ଦର…
କ୍ୟାମ୍ପ ନିକଟରୁ IRB ହାବିଲଦାରଙ୍କ ମୃତଦେହ ଉଦ୍ଧାର, ଋଣଭାର-ପାରିବାରିକ ଚିନ୍ତାରେ…
ଭଞ୍ଜନଗର,୧୩ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡ଼ା ଆଇଆରବି ୮ମ ସ୍ଵତନ୍ତ୍ର ବାଟାଲିୟନ ହାବିଲଦାରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ଦେବାଶିଷ ବେହେରା (୩୪) । ବୁଧବାର ରାତିରେ କ୍ୟାମ୍ପ ଠାରୁ ୧ କିମି ଦୂରରେ ଠାବ…
ପଞ୍ଚାୟତ ନିର୍ବାଚନ ପାଇଁ ପାଗଭିଡ଼ା, ଭାଜପାରେ ସାମିଲ ହେଲେ ବହୁ….
ଗଞ୍ଜାମ,୧୩ା୫ (ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନ ମଣ୍ଡଳୀର ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ବଳରାମଚନ୍ଦ୍ର ପୁର ଗ୍ରାମର ନୀଳକଣ୍ଠେଶ୍ଵର ମନ୍ଦିର ପ୍ରାଙ୍ଗଣରେ ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଏକ…
ବାସନ ଧୋଉଥିଲେ ମହିଳା, ଟାଣିନେଲା କୁମ୍ଭୀର, ଦୀର୍ଘ ସମୟ ଲଢ଼େଇ ପରେ…
ମହାକାଳପଡ଼ା,୧୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଦଳିଛି ସରକାର। ବଦଳିନି ଜଙ୍ଗଲଘେରୀ ଶବରପଡ଼ାର ଚିତ୍ର। ଏମିତି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲା ପଞ୍ଚାୟତ ସ୍ଥାନୀୟ ଜଙ୍ଗଲଘେରି ଗାଁରେ। ବୁଧବାର ଅପରାହ୍ନରେ ଛବି ପାତ୍ର (୫୫)…
Archives


