Home

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି ପୋଖରୀକୁ ଶୌଚ ହେବାକୁ ଯାଇଥିବା ମହିଳାଙ୍କ ପାଣିରେ ବୁଡି ମୃତ୍ୟୁ ହୋଇଛି ।…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ କରିବାକୁ ଯାଉଛି। ଏହି ବିକାଶ ଏପରି ସମୟରେ ଆସିଛି ଯେତେବେଳେ ବିସିସିଆଇ ସେପ୍ଟେମ୍ବରରେ…

ରୋଜଗାର ଦେଇଛି ମୂର୍ତ୍ତି କାରିଗରୀ: ୯ ଜଣଙ୍କୁ ରୋଜଗାରର ବାଟ ଦେଖାଇଛନ୍ତି ତିରନ

କର୍ଲାମୁଣ୍ଡା,୧୪।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ୧ କିଲୋମିଟର ଦୂରରେ ରହିଛି କର୍ଲାମୁଣ୍ଡା (ବସ୍ତି)। ଏହି ଗାଁରେ ରୁହନ୍ତି ଶିଳ୍ପୀ ଟିରନ ଭୋଇ (୪୨)। ମୂର୍ତ୍ତି ତିଆରି କରି ବର୍ଷକୁ ଲକ୍ଷ ଲକ୍ଷ ଟଙ୍କା ରୋଜଗାର…

ଜଳକା ନଦୀରେ ବନ୍ୟା, ବସ୍ତା ଇଲେକ୍ଟ୍ରି ଅଫିସରେ ପଶିଲା ପାଣି

ବସ୍ତା,୧୪।୮(ହରିଶଙ୍କର ପାଢ଼ୀ): ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି । ବାଲେଶ୍ବର ବସ୍ତାରେ ଜଳକା ନଦୀରେ ବନ୍ୟା ଆସିବା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ମଥାନି ଠାରେ ରାସ୍ତା ବନ୍ଦ ହୋଇ ରହିଛି ।…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି । ଗୁରୁତର ବ୍ୟକ୍ତି ଜଣକ ହେଉଛନ୍ତି ଚିନାମାଳିପଶି ଗ୍ରାମର ଜୟରାମ ମହାନ୍ତ । ୨୦ଟିକିଆ…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ ସାହସିକତା, ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ଏବଂ ୧୦ ଜଣଙ୍କୁ ପ୍ରଶଂସନୀୟ ସେବା…

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା ଆଘାତ ପାକିସ୍ତାନକୁ ଯନ୍ତ୍ରଣା ଦେଉଛି। ଫଳସ୍ବରୂପ, ସ୍ବାଧୀନତା ପାଳନ କରିବା ପରିବର୍ତ୍ତେ, ପାକିସ୍ତାନର…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ ଚାଇନାର ସାମଗ୍ରୀକୁ ତୃତୀୟ ଦେଶ ଦେଇ ଆମେରିକୀୟ ବଜାରରେ ପହଞ୍ଚାଇବାରେ ଭୂମିକା ନେଉଛନ୍ତି।…

ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍‌ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା ସହ୍ୟ କରିଥିଲେ। ସେମାନଙ୍କୁ ଦେଶ ଶ୍ରଦ୍ଧାଞ୍ଜଳି ଜଣାଉଛି। ୧୯୪୭ରେ ଭାରତ ସ୍ବାଧୀନତା ପାଇଲା…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ ଗିଲ ଏବଂ ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ସାମ୍ନାରେ ସବୁଠାରୁ ବଡ଼ ପ୍ରଶ୍ନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ ସ୍ତ୍ରୀ ଏକ ସାମାନ୍ୟ ବିବାଦରେ ଉତ୍ତ୍ୟକ୍ତ ହୋଇ ତାଙ୍କ ସ୍ବାମୀଙ୍କ ମୁଣ୍ଡକୁ ଏକ…

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି ହେବା ପଛର ପ୍ରକୃତ କାରଣ ସାମ୍ନାକୁ ଆସିଛି । ପ୍ରଥମେ ଏହି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?