ରୋହିତ ଶର୍ମାଙ୍କୁ କାହିଁକି ଅଧିନାୟକ ପଦରୁ ହଟାଇଲା ମୁମ୍ବାଇ ଇଣ୍ଡିଆନ୍ସ: ରାଜ୍ ଖୋଲିଲେ କୋଚ
ମୁମ୍ବାଇ,୬।୨: ଆଇପିଏଲ୍ ୨୦୨୪ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଟୁର୍ନାମେଣ୍ଟ ଏବଂ ମିନି ନିଲାମ ପୂର୍ବରୁ ୫ଥର ଚାମ୍ପିୟନ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ ରୋହିତ ଶର୍ମାଙ୍କୁ ଅଧିନାୟକତ୍ୱରୁ ହଟାଇବା ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନୂତନ ଅଧିନାୟକ ଭାବରେ ନିଯୁକ୍ତି ଘୋଷଣା…
ବିଏମ୍ସି ପକ୍ଷରୁ ବିଶ୍ୱ କର୍କଟ ଦିବସ
ଭୁବନେଶ୍ୱର,୬।୨: ବାଲକୋ ମେଡିକାଲ ସେଣ୍ଟର (ବିଏମସି) ପକ୍ଷରୁ ବିଶ୍ୱ କର୍କଟ ଦିବସ ନିକଟରେ ପାଳିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ବେଦାନ୍ତ ଆଲୁମିନିୟମ ଭାରତର ବୃହତ ଆଲୁମିନିୟମ ନିର୍ମାତା ହୋଇଥିଲାବେଳେ ଉତମ ସ୍ବାସ୍ଥ୍ୟସେବା ତଥା କ୍ୟାନସର ରୋଗୀଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ…
ବନ୍ଦ ହେଲା ୭୪ ହଜାର ମୋବାଇଲ୍ ସଂଯୋଗ
ଭୁବନେଶ୍ୱର,୬।୨(ଅନୁରାଧା ମହାରଣା): ଡିଜିଟାଲାଇଜେସନ ଯୁଗ ଆରମ୍ଭ ହେବା ଦିନଠାରୁ ସାଇବର ଠକେଇର ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ପ୍ରତିଦିନ ଦେଶର ଲୋକ ସାଇବର ଠକେଇର ଶିକାର ହେଉଛନ୍ତି। ଫୋନ କଲ୍ ଏବଂ ମେସେଜ ମାଧ୍ୟମରେ ସାଇବର ଠକମାନେ ଲୋକଙ୍କୁ ଟାର୍ଗେଟ୍…
ପିଏନ୍ବିର ନୂତନ ଏଟିଏମ୍ ପଏଣ୍ଟ
ଭୁବନେଶ୍ୱର,୬।୨: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍ବି)ର ନୂତନ ଏଟିଏମ୍ ପଏଣ୍ଟ (ପରିସର) କୋଦଳା ମୁଖ୍ୟ ରାସ୍ତାଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍ବି ବ୍ରହ୍ମପୁର ମଣ୍ଡଳର ମଣ୍ଡଳ ମୁଖ୍ୟ ଡ. ଆଲୋକ ରଞ୍ଜନ ସେନାପତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର…
ବିଜିଆଇର ଶୀର୍ଷ ସ୍ଥାନରେ ମୁକେଶ
ନୂଆଦିଲ୍ଲୀ,୬।୨: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅନ୍ତଃରାଷ୍ଟ୍ରୀୟ ରେଟିଂ ବ୍ରାଣ୍ଡ୍ ଫାଇନାନ୍ସ ଦ୍ୱାରା ସଂକଳିତ ବ୍ରାଣ୍ଡ୍ ଗାର୍ଡିଆନଶିିପ୍ ଇଣ୍ଡେକ୍ସ (ବିଜିଆଇ) -୨୦୨୪ର ଫଳାଫଳ ଘୋଷଣା କରାଯାଇଛି। ଉକ୍ତ ଇଣ୍ଡେକ୍ସ ( ବିଜିଆଇ-୨୪) ରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ…
ବାଛୁରିକୁ ଧରି ଜିଲାପାଳଙ୍କ କାର୍ଯ୍ୟାଳୟରେ ଗୋପାଳକ
ଅନୁଗୋଳ,୬ା୨ (ଅମିତ କୁମାର ସାମଲ):୪ ଦିନ ତଳେ ଜନ୍ମ ହୋଇଥିବା ବାଛୁରିର ମଳଦ୍ୱାର ନାହିଁ। ଦିନକୁ ଦିନ ତା’ର ଯନ୍ତ୍ରଣା ବଢ଼ୁଛି। ଗୋଟିଏ ପରେ ଗୋଟିଏ ପ୍ରାଣୀଧନ ଚିକିତ୍ସାଳୟକୁ ନେଇଥିଲେ ମଧ୍ୟ ସେଠାରୁ ନିରାଶ ହେବାକୁ ପଡ଼ିଛି। ପ୍ରାଣୀଧନ ଚିକିତ୍ସକମାନେ ସମୂହ…
ରୁଷିଆରୁ ଅଶୋଧିତ ତୈଳ ଆମଦାନୀ କମାଇଲା ଭାରତ
ଭୁବନେଶ୍ୱର,୬।୨(ଅନୁରାଧା ମହାରଣା): ରୁଷିଆରୁ ଭାରତକୁ ଅଶୋଧିତ ତୈଳ ଆମଦାନୀ କ୍ରମାଗତ ହ୍ରାସ ପାଇ ୧୨ ମାସ ମଧ୍ୟରେ ଜାନୁଆରୀ ମାସରେ ସର୍ବନିମ୍ନ ସ୍ତରକୁ ଖସି ଆସିଛି। ୨୦୨୩ ମସିହାରେ ଭାରତ ରୁଷିଆରୁ ସର୍ବାଧିକ ଅଶୋଧିତ ତୈଳ କ୍ରୟ କରିଥିଲା। ଏନେଇ ଚଳିତବର୍ଷ…
ସୋନମଙ୍କ ବିଳାସପୂର୍ଣ୍ଣ ଘର
ନୂଆଦିଲ୍ଲୀ: ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ସୋନମ କପୁର ବିଳାସପୂର୍ଣ୍ଣ ଜୀବନ ଶୈଳୀ ପାଇଁ ସମ୍ବାଦରେ ଅଧିକ ଥାଆନ୍ତି। ମହଙ୍ଗା ପୋଷାକ, କାର କିମ୍ବା ଘର ହେଉ, ସେ ପ୍ରତିଦିନ ନିଜର ବିଳାସପୂର୍ଣ୍ଣ ଜୀବନ ଶୈଳୀକୁ ତାଙ୍କ ପ୍ରଶଂସକଙ୍କୁ ଦେଖାଇଥାନ୍ତି । ଏବେ…
ବିହାର କଂଗ୍ରେସର ୧୬ ବିଧାୟକ ହାଇଦ୍ରାବାଦରେ
ହାଇଦ୍ରାବାଦ୍, ୬।୨: ବିହାରରେ ଭାଜପା ସହ ମିଶି ନୀତୀଶ କୁମାର ନୂଆ ସରକାର ଗଠନ କରିଥିବାବେଳେ ଚଳିତ ଫେବୃଆରୀ ୧୨ ତାରିଖରେ ବିଧାନସଭାରେ ହେବାକୁ ଥିବା ଆସ୍ଥା ଭୋଟରେ ସେ ନିଜର ସଂଖ୍ୟାଗରିଷ୍ଠତା ପ୍ରମାଣ କରିବେ। ତେବେ ଏହି ଆସ୍ଥା ଭୋଟ…
ଭୁଶୁଡ଼ିବା ଦ୍ୱାରଦେଶରେ ହିନ୍ଦୁକୁଶ ହିମାଳୟ ଜୈବମଣ୍ଡଳ
କାଠମାଣ୍ଡୁ,୬।୨(ପି.ଟି.): ହିନ୍ଦୁକୁଶ ହିମାଳୟ ଅଞ୍ଚଳର ଜୈବମଣ୍ଡଳ ଭୁଶୁଡ଼ିବାର ଦ୍ୱାରଦେଶରେ ବୋଲି ବୈଜ୍ଞାନିକମାନେ ସୋମବାର ଘୋଷଣା କରିଛନ୍ତି। ପୃଥିବୀର ଏହି ସର୍ବାଧିକ ଜୈବବିବିଧତାପୂର୍ଣ୍ଣ ଅଞ୍ଚଳର ପ୍ରକୃତି କ୍ଷୟକୁ ରୋକିବାକୁ ହେଲେ ଦୃଢ଼ ପଦକ୍ଷେପ ସହ ତୁରନ୍ତ ଆର୍ଥତ୍କ ବ୍ୟବସ୍ଥା କରିବା ନିମନ୍ତେ ବିଶ୍ୱ…
‘ଗଣତନ୍ତ୍ରର ହତ୍ୟା ହେବାକୁ ଦିଆଯିବ ନାହିଁ’
ନୂଆଦିଲ୍ଲୀ,୬।୨: ଚଣ୍ଡିଗଡ଼ ମେୟର ନିର୍ବାଚନ ବିବାଦ ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ ମେୟର ନିର୍ବାଚନର ବାଲଟ ପେପର, ଭିଡିଓଗ୍ରାଫି ସମେତ ସମ୍ପୂର୍ଣ୍ଣ ନିର୍ବାଚନ ପ୍ରକ୍ରିୟାର ରେକର୍ଡ ମଗାଇଛନ୍ତି। ପଞ୍ଜାବ ଓ ହରିୟାଣା ହାଇକୋର୍ଟଙ୍କ ରେଜିଷ୍ଟ୍ରାର ଜେନେରାଲଙ୍କ ଜରିଆରେ ସେଗୁଡ଼ିକୁ ଦାଖଲ କରିବା…
ଭାରତୀୟଙ୍କୁ ୫ ଗ୍ରାମୀ ଆଓ୍ବାର୍ଡ
ନୂଆଦିଲ୍ଲୀ,୬।୨(ପି.ଟି.): ଲସ୍ ଏଞ୍ଜେଲସ୍ରେ ଅନୁଷ୍ଠିତ ୨୦୨୪ ଗ୍ରାମୀ ଆଓ୍ବାର୍ଡ ଉତ୍ସବରେ ଭାରତୀୟ ସଙ୍ଗୀତକୁ ବଡ଼ ସଫଳତା ମିଳିଛି। ତବଲା ଉସ୍ତାଦ ଜାକିର ହୁସେନ୍, ବଂଶୀବାଦକ ରାକେଶ ଚୌରାସିଆଙ୍କ ସମେତ ୫ ଜଣ ଭାରତୀୟ ସଙ୍ଗୀତକାର ଗ୍ରାମୀ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ହୁସେନଙ୍କୁ…

