ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍ ସହ ଘରୁ ମିଳିଲା…
ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା
ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା ଦେଇଛନ୍ତି। ୨୦ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ…
ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି
ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ ଏଠାରେ ଭର୍ତ୍ତି କଲେ ପ୍ରାଥମିକ ଚିକିତ୍ସା କରି ବରଗଡ଼ କିମ୍ବା ବୁର୍ଲାକୁ ପଠାଇଦିଆଯାଉଛି…
ହୃଦୟବିଦାରକ ଦୃଶ୍ୟ! ରାସ୍ତା ନଥିବାରୁ ଖଟିଆରେ ବୁହାହେଲା ଗର୍ଭବତୀଙ୍କ ମୃତଦେହ, ଶିଶୁ ବି..
ଗୁଡ଼ାରୀ,୩୦।୬(ପ୍ରମୋଦ କୁମାର ପତି ): ଗୁଡ଼ାରୀ ବ୍ଲକ କର୍ଲାଘାଟି ଗ୍ରାମପଞ୍ଚାୟତର ପେଟାଖାଲ ଗ୍ରାମରୁ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି । ଗର୍ଭବତୀ ସେବତୀ ନାରେଙ୍ଗାକାଙ୍କ ମୃତ୍ୟୁ ହେବା ପରେ ତାଙ୍କ ମୃତଦେହକୁ ପ୍ରାୟ ୩ ରୁ ୪ କିଲୋମିଟର ପର୍ଯ୍ୟନ୍ତ…
‘ମୋଦିଙ୍କୁ ଫୋନ କର, ସେ ଉଠି ସାରିଥିବେ’,ଟ୍ରମ୍ପଙ୍କ ମନ୍ତବ୍ୟକୁ ନେଇ ଚର୍ଚ୍ଚା
ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସକାଳ ୬ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ । ଏହା ଶୁଣି ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍ ଆଶ୍ଚର୍ଯ୍ୟ ହୋଇ ଚାହିଁଥିଲେ। ଗୋରଙ୍କ ଆଶ୍ଚର୍ଯ୍ୟକୁ ଦେଖି ରାଷ୍ଟ୍ରପତି ଟ୍ରମ୍ପ ହସି…
ଧୀରଜ ସେଠ ଆଗାମୀ ସ୍ଥଳସେନା ମୁଖ୍ୟ: ଉପେନ୍ଦ୍ରଙ୍କ ନେବେ ସ୍ଥାନ
ନୂଆଦିଲ୍ଲୀ,୩୦।୬: କଶ୍ମୀରରେ ଆତଙ୍କବାଦୀଙ୍କ ହୃଦୟରେ ଆତଙ୍କ ସୃଷ୍ଟି କରିଥିବା ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠ ଆଗାମୀ ସ୍ଥଳସେନା ମୁଖ୍ୟ ଭୂମିକା ଗ୍ରହଣ କରିବାକୁ ଯାଉଛନ୍ତି। ସେ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ପରେ ଦେଶର ୩୧ତମ ସେନା ମୁଖ୍ୟ। ତାଙ୍କର କାର୍ଯ୍ୟକାଳ ୩୧…
କମ ହେବ ପେଟ୍ରୋଲ-ଡିଜେଲ ଦାମ? ଦୋହା ବୈଠକ ପୂର୍ବରୁ ଅଶୋଧିତ ତୈଳ ଦର ହ୍ରାସ ପାଇବ, ଜାଣନ୍ତୁ ନୂଆ ଦାମ୍
ନୂଆଦିଲ୍ଲୀ,୩୦।୬: ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟକୁ ନେଇ ଗ୍ରାହକମାନଙ୍କ ପାଇଁ କିଛି ଆଶ୍ୱସ୍ତିକର ଖବର ଆସିପାରେ। ମଙ୍ଗଳବାର ତେଲ ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି, ଏବଂ ମାସ ମଧ୍ୟରେ ମୂଲ୍ୟ ମଧ୍ୟ ହ୍ରାସ ପାଇବାର ଆଶା କରାଯାଉଛି। ଏହାର ମୁଖ୍ୟ କାରଣ…
ଡ୍ୟାମରେ ବୁଡ଼ି ଚାଲିଗଲା ମହିଳାଙ୍କ ଜୀବନ, ବେସାହାରା ଛୁଆଙ୍କୁ ସରକାରୀ ସହାୟତା ଦାବି
ମୋହନା,୩୦।୬(ମନ୍ମଥ ମିଶ୍ର): ଡ୍ୟାମରେ ଗାଧୋଇବା ବେଳେ ପାଣିରେ ବୁଡ଼ି ମହିଳାଙ୍କ ମୃତ୍ୟୁ ହୋଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ସାନଖଣି ଗାଁରେ । ସୂଚନା ଅନୁସାରେ, ସୋମବାର ପୂର୍ବାହ୍ନ ସମୟରେ ଗାଁର ବାସନ୍ତୀ…
ବିନା ଭୁଲ୍ରେ ଛାତ୍ରଙ୍କୁ ଜୋରଦାର ଚାପୁଡା ମାରିଲେ ଶିକ୍ଷକ: ଆଉ ତା’ପରେ ଘଟିଲା…
ଅହମ୍ମଦାବାଦ,୩୦।୬:ଗୁଜରାଟର ଅହମ୍ମଦାବାଦରୁ ଶିକ୍ଷକ-ଛାତ୍ର ସମ୍ପର୍କକୁ କଳଙ୍କିତ କରୁଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ନିକୋଲ ଅଞ୍ଚଳର ଏକ ସ୍କୁଲରେ ଜଣେ ଶିକ୍ଷକ ବିନା ଭୁଲ୍ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କୁ ଏତେ ଜୋରରେ ଚାପୁଡ଼ା ମାରିଥିଲେ ଯେ ପିଲାଟିର କାନର…
ସ୍ନାନଯାତ୍ରା ପରେ ଜ୍ୱରରେ ପୀଡି଼ତ ମହାପ୍ରଭୁ; ଅଲାନାଥରେ ଚାଲିଛି ଦର୍ଶନ, ଜମୁଛି ଭକ୍ତଙ୍କ ଭିଡ଼
ପୁରୀ,୩୦।୬: ଆଜିଠୁ ବ୍ରହ୍ମଗିରି ପାଲଟିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ।ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରିବା ପରେ ଜ୍ବରରେ ପୀଡ଼ିତ ଅଛନ୍ତି କାଳିଆ ଠାକୁର । ବର୍ତ୍ତମାନ ତାଙ୍କର ଉପଚାର ଜାରି ରହିଥିବା ବେଳେ ଭକ୍ତଙ୍କୁ ଦର୍ଶନ ଦେଉନାହାନ୍ତି ମହାପ୍ରଭୁ…
ଜାତୀୟ ରାଜପଥରୁ ମିଳିଲା ଅଚିହ୍ନା ମୃତଶରୀର: ବଢୁଛି ସନ୍ଦେହ
କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବରଗଡ-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ ଅମାଠ ଛକଠାରେ ରାସ୍ତା ଉପରେ ଏକ ଅଚିହ୍ନା ମୃତଶରୀର ମଙ୍ଗଳବାର ପଡ଼ିଥିବାର ଦେଖାଯାଇଛି। ମୃତଶରୀର ବିଷୟରେ କେସିଙ୍ଗା ଆଇଆଇସି ଜିତେନ୍ଦ୍ର କୁମାର ବିଶ୍ବାଳଙ୍କୁ ପଚାରିବାରୁ ପ୍ରାଥମିକ…
Women’s T20 World Cup 2026 Prize Money: ବିଜୟୀ ଟିମ ଉପରେ ହେବ କୋଟି କୋଟି ଟଙ୍କା ବର୍ଷା, ଉପ ବିଜେତାବି ହେବେ ମାଲାମାଲ
ନୂଆଦିଲ୍ଲୀ,୩୦।୬: ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାର ବହୁ ପୂର୍ବରୁ ICC ମହିଳା T20 ବିଶ୍ୱକପ 2026 ପାଇଁ ପୁରସ୍କାର ରାଶି ଘୋଷଣା କରିଥିଲା। ଏହି ସଂସ୍କରଣ ପାଇଁ ମୋଟ 8,764,615 ଆମେରିକୀୟ ଡଲାର (ପ୍ରାୟ 82.88 କୋଟି) ପୁରସ୍କାର ରାଶି ସ୍ଥିର କରାଯାଇଛି।…

