Home

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ ରୋଡ୍‌ର ଘାଇ ଦେଇ ବନ୍ୟାଜଳ ସିଧାସଳଖ ଆନନ୍ଦପୁର ସହର ଭିତରକୁ ପଶିବାରୁ ସ୍ଥାନୀୟ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ ପ୍ରାୟ ୧୨ ରୁ ଅଧିକ ନିରୀହ ଛାତ୍ରଙ୍କ ସ୍ବାସ୍ଥ୍ୟ ହଠାତ ଖରାପ ହୋଇଗଲା,…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ରାସ୍ତ ବନ୍ଦ ହେବାରୁ ବାଧ୍ୟ ହୋଇ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା ଘଟିଛି। THDCର ଏକ ସହାୟକ କମ୍ପାନୀ HCC ଦ୍ୱାରା ନିର୍ମାଣାଧୀନ DRT ସୁଡ଼ଙ୍ଗରେ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯ ପ୍ରତିଶତ କାର୍ଯ୍ୟ ରେକର୍ଡ କରାଯାଇଥିଲା, ଯେତେବେଳେ ରାଜ୍ୟସଭାରେ ୩୯ ପ୍ରତିଶତ ରେକର୍ଡ କରାଯାଇଥିଲା।…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ ଦେଖାଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ, ଏହି ବିଶାଳ ସାମ୍ରାଜ୍ୟର ମାଲିକ କୌଣସି ଜଣେ ବ୍ୟକ୍ତି କିମ୍ବା ଟାଟା ପରିବାରର…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ ହୋଇଛି । ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ ବିରୋଧରେ ଚାଲିଥିବା ଏକ ମାମଲାର ବିଚାର କରି ତାଙ୍କୁ ୩ବର୍ଷ କାରାଦଣ୍ଡ ଏବଂ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର ଝିଅକୁ ବଳାତ୍କାର ଉଦ୍ୟମ କରିଥିବା ନେଇ ଅଭିଯୋଗ ହୋଇଛି। ପୋଲିସ ଗୁରୁବାର ଏନେଇ…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ ବିତର୍କ ସୃଷ୍ଟି କରିଛି। ସେ କହିଛନ୍ତି ଯେ ଯଦି କେବେ ଆରଏସଏସର ମତାମତ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ ଆସୁଥିବା ଅଟୋ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଘଟଣା ସ୍ଥଳରେ ହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?