ଯନ୍ତ୍ରଣା ଦେଉଛି ଶୀତ, ଜନଜୀବନ ଅସ୍ତବ୍ୟସ୍ତ : ଥମୁନି ତୁଷାରପାତ
ଦାରିଙ୍ଗବାଡି,୧୩।୧୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ରେ ଶନିବାର ତୃତୀୟ ଦିନରେ ମଧ୍ୟ ତୁଷାରପାତ ହୋଇଛି। ଶୀତର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବ୍ଲକ ଅଞ୍ଚଳର ସିମନବାଡି, ବାଡାବାଙ୍ଗା, ସିଆଙ୍ଗବାଲି, ଗ୍ରୀନବାଡିର କିଳାବାଡି, ପ୍ଳିହେରୀ, କଫିବଗିଚା, କଲେଜ ପଡିଆ, ଶ୍ରୀପଙ୍କା, ବାଡ଼ିପଦର,…
ମେସିଙ୍କ ସହ ଗୋଟିଏ ଫଟୋ ଉଠାଇଲେ ଦେବାକୁ ପଡ଼ିବ ଏତିକି ଟଙ୍କା
କୋଲକାତା,୧୩ା୧୨: ଆର୍ଜେଣ୍ଟିନାର ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ଶନିବାର ଭାରତ ଆସିଛନ୍ତି। କୋଲକାତା ବିମାନ ବନ୍ଦରରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଛି। ହେୟାତ ରେଜେନ୍ସିଠାରେ ସକାଳ ୯ଟା ୩୦ରେ ଏକ ମିଟ୍ ଆଣ୍ଡ ଗ୍ରୀଟ୍ ଇଭେଣ୍ଟରେ ପ୍ରଥମେ ପ୍ରଶଂସକଙ୍କୁ ଭେଟିବେ। ମାତ୍ର…
ମଧୁମେହ ରୋଗୀଙ୍କ ପାଇଁ ଖୁସି ଖବର! ଭାରତରେ ଲଞ୍ଚ ହେଲା ଔଷଧ, ଦାମ୍…
ନୂଆଦିଲ୍ଲୀ,୧୩।୧୨: ବର୍ତ୍ତମାନ ସମୟରେ ଡାଇବେଟିସ ଏକ ମୁଣ୍ଡବ୍ୟଥା କାରଣ ସାଜିଛି । ସବୁ ବୟସର ଲୋକେ ଏହି ରୋଗରେ ପୀଡିତ ହେଉଛନ୍ତି । ହେଲେ ଏହାରି ଭିତରେ ମଧୁମେହ ରୋଗୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି । ଔଷଧ…
କ୍ରିକେଟ୍ରେ ପୁଣି ଲାଗିଲା ‘ମ୍ୟାଚ୍ ଫିକ୍ସିଂ’ କଳଙ୍କ: ୪ ଭାରତୀୟ ଖେଳାଳି ସସ୍ପେଣ୍ଡ
ନୂଆଦିଲ୍ଲୀ,୧୩।୧୨: କ୍ରିକେଟ ଜଗତ ପୁଣିଥରେ ଏକ ମ୍ୟାଚ ଫିକ୍ସିଂ ଘଟଣା ସାମ୍ନାକୁ ଆସିଛି। ଏଥର ଏହା ଭାରତୀୟ ଘରୋଇ କ୍ରିକେଟରେ ସାମ୍ନାକୁ ଆସିଛି। ଚଳିତ ସୟଦ ମୁସ୍ତାକ ଅଲୀ ଟ୍ରଫି ଟି୨୦ ଟୁର୍ନାମେଣ୍ଟ ବେଳେ ଦୁର୍ନୀତିରେ ଲିପ୍ତ ରହିବା ପାଇଁ ଆସାମ…
ଅତାବିରାରେ ଉଠୁନି ଧାନ ଭର୍ତ୍ତି ହୋଇଗଲାଣି ମଣ୍ଡି: ୧୫ ଦିନରେ ସାଢେ ୩ ଲକ୍ଷରୁ ଊର୍ଦ୍ଧ୍ୱ ପଡ଼ିରହିଛି
ଅତାବିରା /ଗୋଡ଼ଭଗା, ୧୩ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ):ବରଗଡ଼ ଜିଲା ଅତାବିରା ଆର୍ଏମସି ଅଧୀନରେ ଥିବା ମଣ୍ଡି ଗୁଡିକରେ ଦିନକୁ ଦିନ ଧାନ ପଡିରହିବାର ପରିମାଣ ବଢିବାକୁ ଲାଗିଛି। ନଭେମ୍ବର ୨୮ରୁ ମାର୍କେଟ ଖୋଲିଥିଲେ ବି ଚଳିତ ମାସ ୨ ତାରିଖ ରାତ୍ରିରେ ପ୍ରଥମ…
ହୃଦୟ ବିଦାରକ ଘଟଣା, ଜୀବନ ହାରିଲେ ମାଆ ଓ ଦୁଇ ପୁଅ
ନୂଆଦିଲ୍ଲୀ,୧୩।୧୨: ରାଜଧାନୀ ଦିଲ୍ଲୀର କାଲକାଜି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ଆସିଛି । ଗୋଟିଏ ପରିବାରର ତିନି ଜଣଙ୍କ ମୃତଦେହ ଜବତ କରାଯାଇଛି । ମୃତକଙ୍କ ମଧ୍ୟରେ ଜଣେ ମାଆ ଏବଂ ଦୁଇଜଣ ପୁଅ ରହିଛନ୍ତି । ଏହି ଘଟଣା ସମସ୍ତଙ୍କୁ…
ଭାରତ ବିରୋଧରେ ପାକିସ୍ତାନର ନୂଆ ଚାଲ, ସହଯୋଗ କରୁଛି ଚାଇନା!
ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଏସିଆର ସର୍ବପୁରାତନ ଆଞ୍ଚଳିକ ସଂଗଠନ ସାର୍କ ସମ୍ପର୍କରେ ପାକିସ୍ତାନ ପୁଣି ଥରେ ଭାରତ ବିରୁଦ୍ଧରେ ଏକ ବିଷାକ୍ତ ବିବୃତ୍ତି ଆରମ୍ଭ କରିଛି। ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ ସମଗ୍ର ଅଞ୍ଚଳ ପାଇଁ ଏହାର ଗୁରୁତ୍ୱପୂର୍ଣ୍ଣ ଗୁରୁତ୍ୱ ସତ୍ତ୍ୱେ…
ଚାଲାଣ ହେଉଥିଲା କଫ୍ ସିରପ୍, ମାଡ଼ି ବସିଲା ପୋଲିସ
ବରଗଡ଼,୧୨ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶୁକ୍ରବାର ସହର ଉପକଣ୍ଠ କଟାପାଲି କେନାଲ ରାସ୍ତାରେ ବିପୁଳ ପରିମାଣରେ କଫ୍ ସିରପ୍ ଜବତ କରିଛି। ଏହା ସହିତ ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ବରଗଡ଼ ସହର ବିଶିପଡ଼ାର…
ରାହୁଲଙ୍କ ବୈଠକରେ ଥରୁର ଅନୁପସ୍ଥିତ: ଉଠିଲା ପ୍ରଶ୍ନ
ନୂଆଦିଲ୍ଲୀ,୧୨।୧୨: କଂଗ୍ରେସ ଏମ୍ପି ଶଶି ଥରୁର ଶୁକ୍ରବାର ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦଳର ଲୋକ ସଭା ଏମ୍ପି ବୈଠକରେ ଯୋଗ ଦେଇ ନ ଥିଲେ। ଗୁରୁତ୍ୱପୂର୍ଣ୍ଣ ବୈଠକରେ ଥରୁରଙ୍କ ବାରମ୍ବାର ଅନୁପସ୍ଥିତି ଦଳ ଭିତରେ ପ୍ରଶ୍ନ ଉଠାଇଛି। ଯଦିଓ ଥରୁର…
‘ଧମକ ସେହିମାନେ ଦିଅନ୍ତି, ଯେଉଁମାନେ…’, SIR ବିରୋଧରେ ମମତାଙ୍କ ବୟାନକୁ ନେଇ ଭାଜପା ଖପ୍ପା!
ନୂଆଦିଲ୍ଲୀ/କୋଲକାତା,୧୨।୧୨: ପଶ୍ଚିମବଙ୍ଗରେ SIR ଉପରେ ଚାଲିଥିବା ବିବାଦ ମଧ୍ୟରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବିବୃତ୍ତି ଦେଇ ରାଜନୈତିକ ବିବାଦକୁ ଆହୁରି ବଢ଼ାଇ ଦେଇଛନ୍ତି। ଗୁରୁବାର (ଡିସେମ୍ବର ୧୧, ୨୦୨୫) ମମତା ବାନାର୍ଜୀ ମହିଳାମାନଙ୍କୁ ଭୋଟର ତାଲିକାରୁ ସେମାନଙ୍କ ନାମ ବାଦ…
ଆସନ୍ତା ୭ ଦିନ ହେବ ବର୍ଷା! ୫୫ କିଲୋମିଟର ବେଗରେ ବହିବ ପବନ
ଚେନ୍ନାଇ,୧୨।୧୨: ତାମିଲନାଡୁରେ ଉତ୍ତର-ପୂର୍ବ ମୌସୁମୀ ବାୟୁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅକ୍ଟୋବର ୧୬ରେ ଆରମ୍ଭ ହୋଇଥିବା ଉତ୍ତର-ପୂର୍ବ ମୌସୁମୀ ବାୟୁ ନଭେମ୍ବରରେ ନିରାଶାଜନକ ଥିଲା। ତଥାପି, ଅକ୍ଟୋବର ଆରମ୍ଭରେ ଏହା ପ୍ରବଳ ଥିଲା। ଅନେକ ଜିଲାରେ ପ୍ରବଳ ବର୍ଷା ହୋଇଥିଲା। ବିଶେଷକରି…
ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…
ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଜିଲାପାଳ ସୋମେଶ ଉପାଧ୍ୟାୟ। ତେବେ କ୍ଷୟକ୍ଷତି ଆକଳନରେ ଘରକୁ ସାମିଲ କରାଯାଇନି।…
Archives


