Home

ମଧ୍ୟବିତ୍ତ ଶ୍ରେଣୀଙ୍କୁ ଘର ଦେବେ ସରକାର, ବଜେଟରେ ଘୋଷଣା

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅନ୍ତରୀଣ ବଜେଟ ୨୦୨୪-୨୫ରେ ମଧ୍ୟବିତ୍ତ ଶ୍ରେଣୀଙ୍କ ପାଇଁ ଗୃହ ଯୋଜନା ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ ଗୁରୁବାର ତାଙ୍କ ବଜେଟ ଅଭିଭାଷଣରେ କହିଛନ୍ତି ଯେ, ମଧ୍ୟବିତ୍ତ ଶ୍ରେଣୀର ଲୋକମାନେ ନିଜ ପାଇଁ ଘର ନିର୍ମାଣ କିମ୍ବା କିଣିବା…

Budget 2024: ୩କୋଟି ମହିଳା ପାଇବେ ‘ଲକ୍ଷପତି ଦିଦି’ ମାନ୍ୟତା

ନୂଆଦିଲ୍ଲୀ,୧।୨:ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମହିଳାଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି। ବର୍ତ୍ତମାନ ଦେଶରେ ୩ କୋଟି ମହିଳା ସରକାରଙ୍କ ‘ଲକ୍ଷପତି ଦିଦି ଯୋଜନା’ର ଲାଭ ପାଇବେ। ଏଥିପାଇଁ ସରକାର ବଜେଟରେ ଆବଣ୍ଟନ ମଧ୍ୟ ବୃଦ୍ଧି କରିବେ। ଆସନ୍ତୁ ଜାଣିବା ଏହି…

ଚାଇନାକୁ ଝଟକା: ଗୁପ୍ତ କ୍ଷେପଣାସ୍ତ୍ର ପ୍ରକଳ୍ପରୁ ରକେଟ ବୈଜ୍ଞାନିକ ହେଲେ ବାହାର…

ବେଜିଂ,୧।୨ : ଚାଇନାର ଗୁପ୍ତ ରକେଟ ପ୍ରକଳ୍ପ ସହ ଜଡିତ ଜଣେ ଅଗ୍ରଣୀ ରକେଟ ବୈଜ୍ଞାନିକଙ୍କୁ ସରକାର ହଟାଇ ଦେଇଛନ୍ତି। ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କ ପରାମର୍ଶଦାତା କମିଟି ଏହି ନିଷ୍ପତ୍ତି ନେଇଛନ୍ତି। ତେବେ ରକେଟ ପ୍ରକଳ୍ପ ଜାରି ରହିବ ବୋଲି…

ସର୍ଭାଇକାଲ କ୍ୟାନସର ଉପରେ ରୋକ ଲଗାଇବା ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ୯-୧୪ ବାଳିକାଙ୍କୁ ମିଳିବ ମାଗଣା ଟିକା

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ସଂସଦରେ ଦେଶର ଅନ୍ତରୀଣ ବଜେଟ ଉପସ୍ଥାପନ କରୁଛନ୍ତି। ବଜେଟ ଉପସ୍ଥାପନ କରୁଥିବାବେଳେ ଅର୍ଥମନ୍ତ୍ରୀ ମୋଦି ସରକାରଙ୍କ ଅନେକ ସଫଳତାକୁ ଗଣନା କରିଛନ୍ତି। ସ୍ବାସ୍ଥ୍ୟ ବିଭାଗର ବିକାଶକୁ ନେଇ ବଜେଟରେ ଅନେକ ଅନ୍ତର୍ଭୁକ୍ତ କରାଯାଇଛି ବୋଲି…

ବଜେଟ ୨୦୨୪: ସାମରିକ ଶକ୍ତି ବୃଦ୍ଧି ପାଇଁ ଏତିକି କୋଟି ଆବଣ୍ଟନ

ନୂଆଦିଲ୍ଲ୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଅନ୍ତରୀଣ ବଜେଟ ଉପସ୍ଥାପନ କରୁଛନ୍ତି। ଏହି ସମୟରେ ପ୍ରତିରକ୍ଷା ବଜେଟରେ ବଡ଼ ଘୋଷଣା କରାଯାଇଛି। ଗୁରୁବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରତିରକ୍ଷା ବଜେଟରେ ୧୧.୧ ପ୍ରତିଶତ ବୃଦ୍ଧି ଘୋଷଣା କରି ଏହାକୁ ୧୧,୧୧,୧୧୧ କୋଟି…

ରେଳ ଯାତ୍ରୀଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ୨୦୨୪ ବଜେଟ ଆଗତ କରାଯାଇଛି। ବଜେଟରେ ରେଳ ଯାତ୍ରୀଙ୍କୁ ସରକାର ଏକ ବଡ ଉପହାର ଦେଇଛନ୍ତି। ଦେଶର ୪୦ ହଜାର ଟ୍ରେନ କୋଚ ବନ୍ଦେ ଭାରତରେ ପରିଣତ ହେବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି।…

Interim Budget 2024: ଆଶାକର୍ମୀ-ଅଙ୍ଗନଓ୍ବାଡି କର୍ମୀଙ୍କ ପାଇଁ ଖୁସି ଖବର, ଅର୍ଥମନ୍ତ୍ରୀ କଲେ ବଡ ଘୋଷଣା

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଅନ୍ତରୀଣ ବଜେଟ ଉପସ୍ଥାପନ କରୁଛନ୍ତି। ବଜେଟରେ ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି କୃଷକ, ମହିଳାଙ୍କ ପାଇଁ ବଡ ଘୋଷଣା କରାଯାଇଛି। ଏଥିସହ ବଜେଟରେ ଆଶାକର୍ମୀଙ୍କ, ଅଙ୍ଗନଓ୍ବାଡି କର୍ମୀଙ୍କ ପାଇଁ ବଡ ଘୋଷଣା କରିଛନ୍ତି।…

ଜାଣନ୍ତୁ ଏଥର ବଜେଟ୍‌ରେ ଯୁବକ, ମହିଳା, କୃଷକଙ୍କ ପାଇଁ କଣ ରହିଛି

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ସକାଳ ୧୧ଟାରେ ବଜେଟ୍‌ ଉପସ୍ଥାପନ କରିଛନ୍ତି। ସରକାରଙ୍କ ସଫଳତାକୁ ଅର୍ଥମନ୍ତ୍ରୀ ବଜେଟରେ ଗଣନା କରିଛନ୍ତି। ଅର୍ଥମନ୍ତ୍ରୀ କହିଛନ୍ତି ଯେ, ସରକାର ଯୁବକ, କୃଷକ ଏବଂ ମହିଳା ଏବଂ ସାଧାରଣ ଜନତାଙ୍କ ପାଇଁ ନିରନ୍ତର କାର୍ଯ୍ୟ…

ଶାବର ଶ୍ରୀକ୍ଷେତ୍ରରୁ ପୁରୀ ଗଲା କଳାଜିରା ଚାଉଳ

କୋରାପୁଟ,୧।୨(ଅମିତାଭ ବେହେରା): ଜୈବିକ ଶ୍ରୀ କୃଷକ ଉତ୍ପାଦକ କମ୍ପାନୀ ଲିମଟେଡ୍‌ ତରଫରୁ ଶାବର ଶ୍ରୀକ୍ଷେତ୍ର କୋରାପୁଟରୁ ଶ୍ରୀକ୍ଷେତ୍ର ପୁରୀକୁ କଳାଜିରା ଚାଉଳ ପଠାଯାଇଛି। ଗୁରୁବାର ଶାବର ଶ୍ରୀକ୍ଷେତ୍ର କୋରାପୁଟ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କରାଯିବା ପରେ ଚାଷୀମାନେ ପତାକା ଦେଖାଇ ଯାତ୍ରାର…

ଆର୍ଥିକ ନିଅଣ୍ଟ ୫.୧ ପ୍ରତିଶତ ହେବା ଆକଳନ…

ନୂଆଦିଲ୍ଲୀ,୧।୨ : ୨୦୨୪ ପାଇଁ କାମଚଳା ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ ଟ୍ୟାକ୍ସ ସ୍ଲାବରେ କୌଣସି ପରିବର୍ତ୍ତନ ନାହିଁ। ଗତ ୧୦ ବର୍ଷ ମଧ୍ୟରେ ଆୟକର ସଂଗ୍ରହ ତିନି ଗୁଣା ବୃଦ୍ଧି ପାଇଛି।…

Budget 2024: ପ୍ରତିମାସରେ ମିଳିବ ୩୦୦ୟୁନିଟ ମାଗଣା ବିଜୁଳି

ନୂଆଦିଲ୍ଲୀ.୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଅନ୍ତରୀଣ ବଜେଟ ୨୦୨୪ ଉପସ୍ଥାପନ କରୁଛନ୍ତି। ଏଥିରେ ସେ ନିର୍ବାଚନ ପୂର୍ବରୁ ଥିବା କିଛି ମାସ ପାଇଁ ଆୟବ୍ୟୟର ଅଟକଳ ଘୋଷଣା କରୁଛନ୍ତି। ଏହି କାମଚଳା ବଜେଟ୍‌ ଉପସ୍ଥାପନବେଳେ ନିର୍ମଳା କହିଛନ୍ତି, ସର୍ଭାଇକାଲ କ୍ୟାନସର…

ହେକ୍ଟର ପିଛା ମାଛ ଉତ୍ପାଦନ ତିନିରୁ ପାଞ୍ଚ ଟନ ବୃଦ୍ଧି ପାଇବ, ସୃଷ୍ଟି ହେବ ୫୫ ଲକ୍ଷ ନିଯୁକ୍ତି ସୁଯୋଗ…

ନୂଆଦିଲ୍ଲୀ,୧।୨ : ସଂସଦରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪ ପାଇଁ କାମଚଳା ବଜେଟ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି’ମତ୍ସ୍ୟ ସମ୍ପଦକୁ ମଧ୍ୟ ମଜବୁତ କରାଯାଉଛି। ସାମୁଦ୍ରିକ ଖାଦ୍ୟ ଉତ୍ପାଦନ ଦ୍ୱିଗୁଣିତ ହେବ । ମତ୍ସ୍ୟ ସମ୍ପଦ ଯୋଜନା ମାଧ୍ୟମରେ ହେକ୍ଟର ପିଛା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?